• Latest
  • Trending

ବିଜେଡ଼ି ପଦଯାତ୍ରାରେ ସକ୍ରିୟ ରହିବାକୁ ପରାମର୍ଶ ଦେଲେ ନବୀନ ପଟ୍ଟନାୟକ

Sep-30-2024 06:13 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେଡ଼ି ପଦଯାତ୍ରାରେ ସକ୍ରିୟ ରହିବାକୁ ପରାମର୍ଶ ଦେଲେ ନବୀନ ପଟ୍ଟନାୟକ

by M M
Sep-30-2024 06:13 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଆଜି ଶଙ୍ଖ ଭବନ ଠାରେ ଭଦ୍ରକ ଓ ସୋନପୁର ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦ ଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା. । ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା. ବିଜେପି ସରକାର ଆସିବାର ତିନି ମାସ ଭିତରେ ରାଜ୍ୟର ବିଭିନ୍ନ ଅଂଚଳରେ ସାମ୍ପ୍ରଦାୟିକ ଅଶାନ୍ତି ଓଡିଶା ର ଛବି କୁ ମଳିନ କରିଛି । ପ୍ରଥମେ ବାଲେଶ୍ୱର ପରେ ପରେ ଖୋର୍ଦ୍ଧା, ଧାମନଗର ଓ ଭଦ୍ରକ ରେ ସାମ୍ପ୍ରଦାୟିକ ଅଶାନ୍ତି ସରକାର ଙ୍କ କାର୍ଯ୍ୟଦକ୍ଷତା କୁ ନେଇ ପ୍ରଶ୍ନ ବାଚୀ ସୃଷ୍ଟି କରିଛି ବୋଲି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ. । ଶ୍ରୀ ପଟ୍ଟନାୟକ କହିଲେ ଶାନ୍ତି ଓ ସଦଭାବ ଓଡିଶା ର ପରିଚୟ.ଏହାକୁ ବଜାୟ ରଖିବା ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ.

ବିଜେଡି ସରକାର ସମୟ ରେ ଗରିବୀ ହ୍ରାସ ପାଇଁ ଅନେକ କାମ ହୋଇଛି. ଯାହା ଆଜି ସୁଫଳ ଦେଇଛି ଏବଂ ଏହା ୭୦% ରୁ କମି ଦଶ % ରେ ପହଂଚିଛି. ବିକାଶ ର ବିଭିନ୍ନ ସୂଚକଙ୍କ ରେ ଓଡିଶା ଭଲ ପ୍ରଦର୍ଶନ କରିଛି. ବିଜେଡ଼ି ସରକାର ସମୟ ର ଭଲ କାମ ବିଷୟରେ ଲୋକ ଙ୍କୁ ସଚେତନ କରିବା ସହ ପଦଯାତ୍ରା ସମୟରେ ବିଜେପି ର ମିଛ ଲୋକଙ୍କୁ ଜଣାଇବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ.

ଶ୍ରୀ ପଟନାୟକ କହିଥିଲେ ଲୋକଙ୍କ ସହିତ ସମ୍ପର୍କ କୁ ଅଧିକ ମଜବୁତ କରିବାକୁ ହେବ.ଏଥିପାଇଁ ଦଳ ର ପଦଯାତ୍ରା କାର୍ଯ୍ୟକ୍ରମ ଓ ସଭ୍ୟ ସଂଗ୍ରହ ଅଭିଯାନ ରେ ସକ୍ରିୟ ଭାବରେ ଅଂଶ ଗ୍ରହଣ କରିବାକୁ ଶ୍ରୀ ପଟ୍ଟନାୟକ ଦଳୀୟ କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ.

ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ ,ବିଧାୟକ ଶ୍ରୀ ବ୍ୟୋମକେଶ ରାୟ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ସାମଲ,ପଦ୍ମନାଭ ବେହେରା ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଜଗନ୍ନାଥ ସ୍ୱାଇଁ ମଧୁ ହୋତା, ସୋନପୁରଜିଲ୍ଲା ପରିଷଦ ସଭାପତି, ପୌରପରିଷଦ ଓ ଦୁଇ ଜିଲ୍ଲା ର ବରିଷ୍ଠ ନେତୃ ମଣ୍ଡଳୀ ଅଂଶଗ୍ରହଣ କରିଥିଲେ.

Share196Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 6:59 AM
 
N
Overcast
17°C
0.9 m/s
Apparent: 21°C
Pressure: 1018 mb
Humidity: 74%
Winds: 0.9 m/s N
Windgusts: 6.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom