• Latest
  • Trending
ବିହାରରେ ଏନ୍‌ଡିଏର ଆସନ ଭାଗ ଛିଣ୍ଡିଲା

ବିହାରରେ ଏନ୍‌ଡିଏର ଆସନ ଭାଗ ଛିଣ୍ଡିଲା

Oct-13-2025 09:19 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Thursday, March 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିହାରରେ ଏନ୍‌ଡିଏର ଆସନ ଭାଗ ଛିଣ୍ଡିଲା

ବିଜେପି , ଜେଡିୟୁ ପ୍ରତ୍ୟେକ ୧୦୧ଟି ଲେଖାଏଁ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ, ଇଣ୍ଡି ମେଣ୍ଟ ଭାଗ ଛିଣ୍ଡୁନି

by M M
Oct-13-2025 09:19 PM IST
in ଦେଶ ବିଦେଶ
0
ବିହାରରେ ଏନ୍‌ଡିଏର ଆସନ ଭାଗ ଛିଣ୍ଡିଲା
491
SHARES
1.4k
VIEWS
Share on FacebookShare on Twitter

ବିହାର ବିଧାନସଭା ନିର୍ବାଚନ-୨୦୨୫ ପାଇଁ ଆଜି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)  ଆସନ ବଣ୍ଟନ ସଂକ୍ରାନ୍ତ ଚୂଡ଼ାନ୍ତ ଘୋଷଣା କରିଛି। ଏହି ଘୋଷଣା ଅନୁସାରେ, ବିହାର ବିଧାନସଭାର ମୋଟ ୨୪୩ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ପ୍ରତ୍ୟେକ ୧୦୧ଟି ଲେଖାଏଁ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ନେତା ଚିରାଗ ପାସୱାନଙ୍କୁ ୨୯ଟି ଆସନ ଦିଆଯାଇଥିବା ବେଳେ ରାଷ୍ଟ୍ରୀୟ ଲୋକ ସମତା ପାର୍ଟି (ଆର୍‌ଏଲ୍‌ଏସ୍‌ପି)କୁ ୬ ଆସନ ଏବଂ ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚା (ଏଚ୍‌ଏଏମ୍‌)କୁ ମଧ୍ୟ ୬ଟି ଆସନ ମିଳିଛି। ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ମେଣ୍ଟ ଆସନ ବଣ୍ଟନରେ ସନ୍ତୁଳନ ରକ୍ଷା କରିବା ପାଇଁ ଯଥାସମ୍ଭବ ପ୍ରୟାସ କରିଥିବା ଜଣାପଡ଼ିଛି। ଚିରାଗ ପାସୱାନଙ୍କ ଏଲ୍‌ଜେପି ପାଇଁ ୨୯ଟି ଆସନ ମିଳିବା ତାଙ୍କ ଦଳର ବିହାର ରାଜନୀତିରେ ବଢୁଥିବା ପ୍ରଭାବକୁ ଦର୍ଶାଉଛି। ଅନ୍ୟପକ୍ଷରେ, ଉପେନ୍ଦ୍ର କୁଶୱାହାଙ୍କ ଆର୍‌ଏଲ୍‌ଏସ୍‌ପି ଏବଂ ଜିତନ ରାମ ମାଂଝୀଙ୍କ ଏଚ୍‌ଏଏମ୍‌କୁ  ରଣନୀତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଆସନ ଦିଆଯାଇଛି।

ବିଜେପି ନେତା ଗିରିରାଜ ସିଂହ “ଇଣ୍ଡିଆ ବ୍ଲକ” ଉପରେ ଆକ୍ରମଣ କରିଛନ୍ତି। ସେ ଦାବି କରିଛନ୍ତି ଯେ, ମହାମେଣ୍ଟ ଏକ ବାଣ୍ଟି ହୋଇଥିବା ଘର ପରି। ସେ କହିଛନ୍ତି ଯେ, “କଂଗ୍ରେସ ଦଳ ପୂର୍ବରୁ ସ୍ପଷ୍ଟ କରିସାରିଛି ଯେ ତେଜସ୍ୱୀ ଯାଦବ ମହାଗଠବନ୍ଧନର ନୁହେଁ, ବରଂ ଆରଜେଡିର ମୁଖ୍ୟମନ୍ତ୍ରୀ ଚେହେରା ହେବେ। ଏବେ କଂଗ୍ରେସ ନେତୃତ୍ୱର ବୟାନ ପରେ, ଆରଜେଡି ସୁପ୍ରିମୋ ଲାଲୁ ଯାଦବ ଚିନ୍ତିତ ଏବଂ ଭୟଭୀତ।”

କେନ୍ଦ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ, “ଏନଡିଏର ନୀତି, ନେତୃତ୍ୱ ଏବଂ ଉଦ୍ଦେଶ୍ୟ ସମ୍ପୂର୍ଣ୍ଣ ସ୍ଥିର ଏବଂ କୌଣସି ପ୍ରକାରର ଅସନ୍ତୋଷ ନାହିଁ।” ଉଲ୍ଲେଖଯୋଗ୍ୟ ଯେ, ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା ସହିତ, ଆସନ ବଣ୍ଟନ ଫର୍ମୁଲାକୁ ନେଇ ଶାସକ ଏନଡିଏ ଘୋଷଣା କରିସାରିଛି ।  ବିରୋଧୀ ମହାଗଠବନ୍ଧନ ଅଂଶୀଦାରଙ୍କ ମଧ୍ୟରେ ଟଣାଓଟରା ଜାରି ରହିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 5, 2026, 2:45 PM
 

N
Clear sky
36°C
3 m/s
Apparent: 29°C
Pressure: 1010 mb
Humidity: 93%
Winds: 3 m/s N
Windgusts: 8.3 m/s
UV-Index: 0
Precip.: 0mm /0% / Rain
Sunrise: 6:03 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom