• Latest
  • Trending
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

June 25, 2025
ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

ଆକାଶରେ ଅଦୃଶ୍ୟ ଯୁଦ୍ଧ ବିମାନ-ବି-2

June 24, 2025

June 20, 2025

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025
ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

June 19, 2025
  • About
  • Careers
  • Contact Us
Monday, June 30, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

by newsroom
June 30, 2025
in ବଡ଼ ଖବର
0
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଗଣ୍ଡଗୋଳକୁ ନେଇ ରାଜନୀତି ଜୋର ଧରିଛି । ଅଫିସ୍ ଭିତରେ ପଶି କମିସନରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି । କିଛି ଯୁବକ ଆଜି ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅଫିସ୍ ଭିତରେ ପଶି ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ପ୍ରତିବାଦରେ କାମ ବନ୍ଦ କରି ଧାରଣାରେ ବସିଛନ୍ତି ବିଏମ୍‌ସି କର୍ମଚାରୀ । ଏହାକୁ ନେଇ ବୟାନବାଜି ଚାଲିଛି । ତେବେ ମାଡ଼ ମରାକୁ ନେଇ ବିଜେଡି ପ୍ରଶ୍ନ ଉଠାଇଛି । ମେୟର ସୁଲୋଚନା ଦାସ ଏହାକୁ ନିନ୍ଦା କରିଛନ୍ତି ।

Share196Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025

Weather

Bhubaneswar
June 30, 2025, 10:59 pm
 

SW
Overcast
26°C
0.4 m/s
Apparent: 32°C
Pressure: 997 mb
Humidity: 85%
Winds: 0.4 m/s SW
Windgusts: 5.9 m/s
UV-Index: 0
Precip.: 5.1mm /80% / Rain
Sunrise: 5:10 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom