• Latest
  • Trending

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

ମହାକାଶଯାତ୍ରାରେ ଶୁଭାଂଶୁ ଶୁକ୍ଲା

June 25, 2025
  • About
  • Careers
  • Contact Us
Tuesday, July 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

by M M
July 8, 2025
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟ ବିଜେପି ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସା କରିଛନ୍ତି ।  ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ ମନମୋହନ ଭାଇଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବାରେ ସଫଳ ହୋଇଛି।’ ବିଜେପି ଲୋକସଭା ନିର୍ବାଚନରେ ୨୧ରୁ ୨୦ଟି ଆସନ ଜିତିଛି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, “ମନମୋହନ ଭାଇଙ୍କ ବିଚକ୍ଷଣ ସାଙ୍ଗଠନିକ ଦକ୍ଷତା ଓ କାର୍ଯ୍ୟକର୍ତ୍ତାଙ୍କ ପ୍ରତି ସମର୍ପଣ ଭାବ ଦଳକୁ ନୂତନ ଉଚ୍ଚତା ଦେଇଛି।”

ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ବିଧିବଦ୍ଧ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ରାଜ୍ୟ ଭାଜପାର ନେତାମାନେ ସାମଲଙ୍କ ନେତୃତ୍ୱରେ ଦଳର ସଂଗଠନ ଆହୁରି ଶକ୍ତିଶାଳୀ ହେବ ବୋଲି ଆଶା ରଖିଛନ୍ତି।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025

Weather

Bhubaneswar
July 8, 2025, 11:11 pm
 

SW
Overcast
26°C
1.5 m/s
Apparent: 33°C
Pressure: 1000 mb
Humidity: 90%
Winds: 1.5 m/s SW
Windgusts: 7.8 m/s
UV-Index: 0
Precip.: 0mm /13% / Rain
Sunrise: 5:13 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom