• Latest
  • Trending
ମନୋଜ ମିଶ୍ର ଓ ବବି ଇସଲାମ କଳି, ଡିସିପି ଅଫିସ ଆଗରେ ହାତାହାତି

ମନୋଜ ମିଶ୍ର ଓ ବବି ଇସଲାମ କଳି, ଡିସିପି ଅଫିସ ଆଗରେ ହାତାହାତି

November 22, 2024

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
  • About
  • Careers
  • Contact Us
Thursday, August 14, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମନୋଜ ମିଶ୍ର ଓ ବବି ଇସଲାମ କଳି, ଡିସିପି ଅଫିସ ଆଗରେ ହାତାହାତି

by M M
November 22, 2024
in ବଡ଼ ଖବର
0
ମନୋଜ ମିଶ୍ର ଓ ବବି ଇସଲାମ କଳି, ଡିସିପି ଅଫିସ ଆଗରେ ହାତାହାତି
491
SHARES
1.4k
VIEWS
Share on FacebookShare on Twitter

ଡିସିପି ଅଫିସ ଆଗରେ ହାତାହାତି ହେଲେ ମନୋଜ ଓ ବବି । କଳିରେ ସାମିଲ ହୋଇଛନ୍ତି ଓଲିଉଡର ଅନ୍ୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ । ସେପଟେ ପୋଲିସ ସେବା ଭବନରେ ଦୁଇ ପକ୍ଷକୁ ବୁଝାଇବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ । ପୋଲିସ କମିଶନର ଓ ଡିସିପିଙ୍କ ଉପସ୍ଥିତିରେ ଚାଲିଛି ବୁଝାସୁଝା । ଘଟଣାକୁ ନେଇ ଚନ୍ଦ୍ରଶେଖରପୁର ଥାନାରେ ହାଜର ହୋଇଥିଲେ ବବି ଇସଲାମ। ଅଭିନେତା ମନୋଜ ମିଶ୍ରଙ୍କ ଅଭିଯୋଗ ଆଧାରରେ ଦ୍ଵିତୀୟ ଥର ପାଇଁ ଚନ୍ଦ୍ରଶେଖରପୁର ଥାନାରେ ହାଜର ହୋଇଥିଲେ ନିର୍ଦ୍ଦେଶକ ବବି ଇସଲାମ। ହେଲେ ସେଦିନ ଆସିନଥିଲେ ମନୋଜ ମିଶ୍ର। ମନୋଜଙ୍କୁ ରାଣ୍ଡୀ ପୁଅ ଅନନ୍ତା କହିବା ପରେ, ଥାନାରେ ଅଭିଯୋଗ କରିଥିଲେ ମନୋଜ। ଆପୋସ ବୁଝାମଣା ପାଇଁ ପୋଲିସ ଉଭୟ ପକ୍ଷଙ୍କୁ ଥାନାକୁ ଆସିବାକୁ କହିଥିଲା। ମନୋଜଙ୍କୁ ଯୋଗାଯୋଗ କରାଯାଇଥିଲେ ବି ସେ ଆସିନଥିଲେ । ଏପଟେ ମନୋଜଙ୍କ ଗ୍ୟାଙ୍ଗ ଧମକାଉଥିବା ନେଇ ପୂର୍ବରୁ ଦରଘା ବଜାର ଥାନାରେ ଅଭିଯୋଗ କରିଥିଲେ ବବି ଇସଲାମ। ଦୁଇ ପକ୍ଷର ବୁଝାମଣା ପରେ ବି ଥମିବାର ନାଁ ଧରିଲାନି ସେଲିବ୍ରିଟି କଳି । ଆଜିର ଘଟଣା ପାଇଁ ମନୋଜ ମିଶ୍ର କ୍ଷମା ମାଗିଥିଲେ ମଧ୍ୟ ଏ ନେଇ ଆଉ ଏକ ମାମଲା ସହିଦନଗର ଥାନାରେ ହେବ ବୋଲି କହିଛନ୍ତି ବବି ଇସଲାମ ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

Weather

Bhubaneswar
August 14, 2025, 6:42 pm
 

SE
Overcast
27°C
1.2 m/s
Apparent: 33°C
Pressure: 1002 mb
Humidity: 91%
Winds: 1.2 m/s SE
Windgusts: 6.5 m/s
UV-Index: 0
Precip.: 12.7mm /83% / Rain
Sunrise: 5:25 am
Sunset: 6:16 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom