• Latest
  • Trending

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ରେସରେ ଫଡନାଭିସ ଆଗୁଆ

Nov-27-2024 12:13 AM IST
odisha.newsroom.in

ଓଡିଶାକୁ ଝଡ଼ବର୍ଷା ଚେତାବନୀ, ୭ ଦିନ ଯାଏଁ ଏହି ଜିଲ୍ଲାରେ ଛେଚିବ

Mar-28-2026 06:17 PM IST
odisha.newsroom.in

ଆପଣଙ୍କ ଘରେ ଟିକେ ଟିକେ କଥାରେ ଝଗଡ଼ା ହେଉଛି କି, ମାନନ୍ତୁ ଏହି ବାସ୍ତୁ ନିୟମ…

Mar-28-2026 05:54 PM IST
ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

Mar-28-2026 04:26 PM IST
ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

Mar-28-2026 04:23 PM IST
odisha.newsroom.in

ଯୁଦ୍ଧ ପ୍ରଭାବିତ ଅଂଚଳରେ ବିମାନ ଉଡ଼ାଇବାକୁ ମନା କରୁଛନ୍ତି ପାଇଲଟ

Mar-28-2026 04:07 PM IST
odisha.newsroom.in

ବୁକିଂର ମାସେ ପରେ ବି ଭୁବନେଶ୍ୱରରେ ମିଳୁନି ଗ୍ୟାସ, ଠେଲା ଦୋକାନ ବନ୍ଦ…ବିଭିନ୍ନ ସ୍ଥାନରେ ହଂଗାମା, ରାସ୍ତାରୋକ

Mar-28-2026 03:02 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ରେସରେ ଫଡନାଭିସ ଆଗୁଆ

by M M
Nov-27-2024 12:13 AM IST
in ଦେଶ ବିଦେଶ, ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ମହାରାଷ୍ଟ୍ରରେ ଭଡ଼ନାଭିସ ମୁଖ୍ୟମନ୍ତ୍ରୀ ହେବେ ! ଏନେଇ ଜାତୀୟ ଗଣମାଧ୍ୟମରେ ବିଜେପି ନେତାଠୁ ଆରମ୍ଭ କରି ବିରୋଧୀ ନେତାମଧ୍ୟ କହୁଛନ୍ତି । କିନ୍ତୁ ବିଜେପି ପକ୍ଷରୁ ସେପରି କିଛି ଘୋଷଣା କରାଯାଇନାହିଁ ।

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକାନଥ ସିନ୍ଦେ ଇସ୍ତଫା ଦେବାପରେ  ଦିଲ୍ଲୀ ଗସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ । ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହ ଓ ଦଳର ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟି ଆଲୋଚନା କରିଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଧ୍ୟ ଯୋଗଦେଇଥିଲେ ।  ମୁଖ୍ୟମନ୍ତ୍ରୀ ପାଇଁ ଫଡନାଭିସଙ୍କ ନାଁରେ ବିଜେପିର ଶୀର୍ଷ ନେତୃତ୍ବ ମଞ୍ଜୁରି ଦେଇଥିବା ସୂଚନା ମିଳିଛି।

ଫଡନାଭିସ୍ ମୁଖ୍ୟମନ୍ତ୍ରୀ ହେଲେ ମହାୟୁତିର ଅନ୍ୟ ଦୁଇ ସହଯୋଗୀ ଏକନାଥ ସିନ୍ଦେ ଓ ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ହେବେ। ସିନ୍ଦେଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବା ସହ ତାଙ୍କ ଦଳର ୧୨ ଜଣ ବିଧାୟକ ମନ୍ତ୍ରୀ ହୋଇପାରନ୍ତି।ଏନସିପି ଭାଗରେ ଉପମୁଖ୍ୟମନ୍ତ୍ରୀ ସହ ୧୦ ମନ୍ତ୍ରୀ ମଧ୍ୟ ପଡ଼ିପାରେ।

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 7:45 PM
 

S
Partly cloudy
27°C
4 m/s
Apparent: 31°C
Pressure: 1007 mb
Humidity: 87%
Winds: 4 m/s S
Windgusts: 8.8 m/s
UV-Index: 0
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom