• Latest
  • Trending
ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ସୁନ୍ଦରପୁରରେ କ୍ରାଇମ୍ ସିନ୍ ରିକ୍ରିଏସନ୍

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ସୁନ୍ଦରପୁରରେ କ୍ରାଇମ୍ ସିନ୍ ରିକ୍ରିଏସନ୍

Sep-25-2024 01:33 PM IST
କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି

କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି

Oct-26-2025 04:25 PM IST
କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ସମୀକ୍ଷା କଲା ଏନସିଏମସି

କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ସମୀକ୍ଷା କଲା ଏନସିଏମସି

Oct-26-2025 12:23 PM IST

ବିକ୍ରମ ଜେଲରେ, ନବୀନଙ୍କ ଗଂଜାମ ଗଡ଼ ଏବେ ସଙ୍କଟରେ !

Oct-26-2025 10:42 AM IST
ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

ପାର୍ବଣ ଋତୁରେ ଲୋକଙ୍କ ପସନ୍ଦ ଟ୍ରେନ୍ , ବଢ଼ୁଛି ଯାତ୍ରୀଙ୍କ ସଂଖ୍ୟା

Oct-26-2025 10:02 AM IST
ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

ବିଜେପି ସରକାରଙ୍କ ୫୦୦ ଦିନକୁ ନେଇ ଟାର୍ଗେଟ କଲା ବିଜେଡି

Oct-26-2025 09:54 AM IST
ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

ରୋହତିଙ୍କ ଦମଦାର ଶତକ, ଅଷ୍ଟ୍ରେଲିଆକୁ ପରାସ୍ତ କଲା ଭାରତ

Oct-26-2025 09:41 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ ?

କ’ଣ କହୁଛି ଆପଣଙ୍କ ରାଶିଫଳ ?

Oct-26-2025 09:35 AM IST
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

Oct-25-2025 10:17 AM IST
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-25-2025 09:07 AM IST
  • About
  • Careers
  • Contact Us
Sunday, October 26, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ସୁନ୍ଦରପୁରରେ କ୍ରାଇମ୍ ସିନ୍ ରିକ୍ରିଏସନ୍

ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହୋଇପାରେ ପଲିଗ୍ରାଫ ଟେଷ୍ଟ

by M M
Sep-25-2024 01:33 PM IST
in ଅପରାଧ
0
ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ସୁନ୍ଦରପୁରରେ କ୍ରାଇମ୍ ସିନ୍ ରିକ୍ରିଏସନ୍
491
SHARES
1.4k
VIEWS
Share on FacebookShare on Twitter

ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହୋଇପାରେ ପଲିଗ୍ରାଫ ଟେଷ୍ଟ  । ଗୋଟେ ପଟେ  ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ  ନେଇ ତଦନ୍ତ ଆରମ୍ଭ ହୋଇଥିବାବେଳେ ଭରତପୁର ଥାନାରେ କ୍ରାଇମ ସିନ୍ ରିକ୍ରିଏସନ୍ ପରେ ସୁନ୍ଦରପୁରରେ କ୍ରାଇମବ୍ରାଞ୍ଚ ଟିମ୍‌ ପହଂଚି କ୍ରାଇମ ସିନ ରିକ୍ରିଏସନ କରିଛନ୍ତି। ମେଜର ଓ ବାନ୍ଧବୀ ମଧ୍ୟ ପହଂଚିଛନ୍ତି। ସେଦିନ ରାତିରେ କ’ଣ ଘଟିଥିଲା ଖୋଳତାଡ଼ ଚାଲିଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ପଥରଗାଡ଼ିଆର ନିଛାଟିଆ ରାସ୍ତାରେ ଅନୁଧ୍ୟାନ ଚାଲିଛି। ଯେଉଁଠି ମେଜର ଓ ପୀଡ଼ିତାଙ୍କୁ କିଛି ଯୁବକ ଅଟକାଇଥିଲେ। ଯାହାକୁ ନେଇ ବଚସା ଓ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।

ସେପଟେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହୋଇପାରେ ପଲିଗ୍ରାଫ ଟେଷ୍ଟ।ଏଥିପାଇଁ ଭୁବନେଶ୍ୱର SDJM କୋର୍ଟରେ ହାଜର ହୋଇଛନ୍ତି ଦୀନକୃଷ୍ଣ। ଏଥିସହ ସେ ସମସ୍ତ ପ୍ରକାର ଟେଷ୍ଟ ପାଇଁ ସହମତି ପ୍ରକାଶ କରିଛନ୍ତି।

କୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ ହେବ ବୋଲି ଜଣାଯାଇଛି। ଦୀନକୃଷ୍ଣ ବିରୋଧରେ ଆସିଥିବା ସଙ୍ଗୀନ ଅଭିଯୋଗ କେତେ ସତ କେତେ ମିଛ ପଲିଗ୍ରାଫ ଟେଷ୍ଟ ପରେ ସବୁ ପ୍ରମାଣିତ ହେବ ବୋଲି ଜଣାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
October 26, 2025, 4:40 PM
 

ENE
Partly cloudy
32°C
1.4 m/s
Apparent: 31°C
Pressure: 1011 mb
Humidity: 92%
Winds: 1.4 m/s ENE
Windgusts: 6.1 m/s
UV-Index: 0
Precip.: 0mm /10% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି

କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି

October 26, 2025
କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ସମୀକ୍ଷା କଲା ଏନସିଏମସି

କେନ୍ଦ୍ର କ୍ୟାବିନେଟ୍‌ ସଚିବଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ସମୀକ୍ଷା କଲା ଏନସିଏମସି

October 26, 2025

ବିକ୍ରମ ଜେଲରେ, ନବୀନଙ୍କ ଗଂଜାମ ଗଡ଼ ଏବେ ସଙ୍କଟରେ !

October 26, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom