• Latest
  • Trending

ରତ୍ନଭଣ୍ଡାରରେ ନାହିଁ ଗୁପ୍ତ ସୁଡ଼ଙ୍ଗ

Nov-01-2024 07:04 PM IST
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

May-08-2026 05:05 PM IST
ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

May-08-2026 12:14 PM IST
ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

May-08-2026 10:35 AM IST
ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

May-08-2026 10:11 AM IST
ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

May-08-2026 09:26 AM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରତ୍ନଭଣ୍ଡାରରେ ନାହିଁ ଗୁପ୍ତ ସୁଡ଼ଙ୍ଗ

by M M
Nov-01-2024 07:04 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ନାହିଁ ଗୁପ୍ତ ସୁଡ଼ଙ୍ଗ । କୌଣସି ଗୁପ୍ତ କୋଠରୀ କି ଗୁପ୍ତ ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏହା ସହିତ ମନ୍ତ୍ରୀ କହିଛନ୍ତି, ନୂଆ ବର୍ଷରୁ ରତ୍ନଭଣ୍ଡାରର ଗଣତିମଣତି କରାଯିବ । ଖୁବଶୀଘ୍ର ଚୂଡ଼ାନ୍ତ ଜିପିଆର ସର୍ଭେ ରିପୋର୍ଟ ଆସିବ । ପ୍ରାଥମିକ ଆଲୋଚନାରୁ କୌଣସି ଗୁପ୍ତ ସୁଡ଼ଙ୍ଗ କିମ୍ବା କୋଠରୀ ନଥିବା ଜଣାପଡ଼ିଛି । ଅନ୍ଯପଟେ ରତ୍ନଭଣ୍ଡାରରେ ଫାଟ ରହିଥିବା ସ୍ପଷ୍ଟ ହୋଇଛି । କାର୍ତ୍ତିକ ମାସ ପରେ ମାସେ ଧରି ରତ୍ନଭଣ୍ଡାରର ମରାମତି କାମ କରାଯିବ । ଏହାପରେ ଅଳଙ୍କାର ଗଣତି ହୋଇ ପୁରୁଣା ତାଲିକା ସହ ମେଳ କରାଯିବା ସହ ସପ୍ତାହେ ଭିତରେ ରିପୋର୍ଟ ପ୍ରକାଶ ପାଇବ ।

ଜୁଲାଇ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲାଯାଇଥିଲା। ୧୧ଜଣିଆ ପ୍ରତିନିଧି ଦଳ ଭିତରକୁ ଯାଇଥିଲେ ହେଁ ସିନ୍ଦୁକ ଓ ଆଲମିରା ଖୋଲିନଥିଲେ। ତେଣୁ ଜୁଲାଇ ୧୮ ତାରିଖରେ ପୁନର୍ବାର ଭିତର ରତ୍ନଭଣ୍ଡାର ଖୋଲାଯାଇ ୩ଟି ସିନ୍ଦୁକ ଓ ୪ଟି ଆଲମାରିରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଥିଲା । ଏହା ମଧ୍ୟରେ ତିନିଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ରତ୍ନଭଣ୍ଡାରର ଅଳଙ୍କାର ଖଟଶେଜ ଘର ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇ ସୁରକ୍ଷାବଳୟ ମଧ୍ୟରେ ରଖାଯାଇଛି । ସେପ୍ଟେମ୍ବର ୨୧ ତାରିଖରୁ ASI ନିରୀକ୍ଷଣ କାର୍ଯ୍ଯ କରିଥିଲା । ଲେଜର ସ୍କାନିଂ ଓ ରାଡାର ସର୍ଭେ କରାଯାଇଥିଲା ।

Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 5:34 PM
 
S
Mainly clear
32°C
4 m/s
Apparent: 32°C
Pressure: 1010 mb
Humidity: 96%
Winds: 4 m/s S
Windgusts: 10 m/s
UV-Index: 0
Precip.: 0mm /17% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom