• Latest
  • Trending

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025
  • About
  • Careers
  • Contact Us
Wednesday, August 6, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରିସେପ୍ସନ ଦେଲେ ପିନାକୀ-ମହୁଆ

by M M
August 6, 2025
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ | ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି | ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ ଦେଇଥିଲେ | ବିଶେଷ କରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ | ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଯୋଗ ଦେଇଥିଲେ |

୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ । ପିନାକୀଙ୍କର ରାଜନୈତିକ ଯାତ୍ରା କଂଗ୍ରେସରୁ ଆରମ୍ଭ ହୋଇଥିଲା। ୧୯୯୬ରେ ସେ ପ୍ରଥମ ଥର ପାଇଁ କଂଗ୍ରେସ ଟିକେଟ୍‌ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ ତିନି ଥର ପୁରୀରୁ ଲୋକସଭାକୁ ପ୍ରତିନିଧିତ୍ବ କରିଥିଲେ। ୨୦୨୪ ନିର୍ବାଚନରେ ସେ ଲଢ଼ି ନଥିଲେ। ତାହା ପରଠାରୁ ରାଜ୍ୟ ରାଜନୀତିରେ ସେ ସକ୍ରିୟ ନାହାନ୍ତି।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

Weather

Bhubaneswar
August 6, 2025, 1:00 pm
 

SW
Slight rain showers
29°C
1.3 m/s
Apparent: 35°C
Pressure: 1005 mb
Humidity: 92%
Winds: 1.3 m/s SW
Windgusts: 5.3 m/s
UV-Index: 0
Precip.: 7.6mm /65% / Rain
Sunrise: 5:23 am
Sunset: 6:21 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom