• Latest
  • Trending
ଲୋକସଭାରେ ଵକଫ୍ ବିଲ୍‌କୁ ମୋହର

ଲୋକସଭାରେ ଵକଫ୍ ବିଲ୍‌କୁ ମୋହର

Apr-03-2025 01:59 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-29-2026 12:27 PM IST
odisha.newsroom.in

ଓଡିଶାକୁ ଝଡ଼ବର୍ଷା ଚେତାବନୀ, ୭ ଦିନ ଯାଏଁ ଏହି ଜିଲ୍ଲାରେ ଛେଚିବ

Mar-28-2026 06:17 PM IST
odisha.newsroom.in

ଆପଣଙ୍କ ଘରେ ଟିକେ ଟିକେ କଥାରେ ଝଗଡ଼ା ହେଉଛି କି, ମାନନ୍ତୁ ଏହି ବାସ୍ତୁ ନିୟମ…

Mar-28-2026 05:54 PM IST
ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

Mar-28-2026 04:26 PM IST
ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

Mar-28-2026 04:23 PM IST
odisha.newsroom.in

ଯୁଦ୍ଧ ପ୍ରଭାବିତ ଅଂଚଳରେ ବିମାନ ଉଡ଼ାଇବାକୁ ମନା କରୁଛନ୍ତି ପାଇଲଟ

Mar-28-2026 04:07 PM IST
odisha.newsroom.in

ବୁକିଂର ମାସେ ପରେ ବି ଭୁବନେଶ୍ୱରରେ ମିଳୁନି ଗ୍ୟାସ, ଠେଲା ଦୋକାନ ବନ୍ଦ…ବିଭିନ୍ନ ସ୍ଥାନରେ ହଂଗାମା, ରାସ୍ତାରୋକ

Mar-28-2026 03:02 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
  • About
  • Careers
  • Contact Us
Sunday, March 29, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଲୋକସଭାରେ ଵକଫ୍ ବିଲ୍‌କୁ ମୋହର

by newsroom
Apr-03-2025 01:59 AM IST
in ବଡ଼ ଖବର
0
ଲୋକସଭାରେ ଵକଫ୍ ବିଲ୍‌କୁ ମୋହର
491
SHARES
1.4k
VIEWS
Share on FacebookShare on Twitter

ବିରୋଧୀ ଦଳମାନଙ୍କ ଜୋର୍‌ଦାର୍‌ ବିରୋଧ ଭିତରେ ଆଜି ବିବାଦୀୟ ୱକଫ୍ ସଂଶୋଧନ ବିଲ୍-୨୦୨୫ (ଉମ୍ମିଦ) ଲୋକସଭାରେ ଗୃହୀତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଲୋକସଭାରେ ଏହି ବିଲ୍ ଆଗତ କରିଥିଲେ। ବିଲ୍‌ ଉପରେ ୮ ଘଣ୍ଟା ଆଲୋଚନା ପାଇଁ ଧାର୍ଯ୍ୟ ହୋଇଥିବା ବେଳେ ବିରୋଧୀ ଦଳଙ୍କ ଦାବି ମୁତାବକ ଏହା ୧୨ ଘଣ୍ଟାକୁ ବୃଦ୍ଧି ପାଇଥିଲା।   ଶାସକ ଏନ୍‌ଡିଏ ଓ ବିରୋଧୀ ଦଳ ମଧ୍ୟରେ ଘମାଘୋଟ ବିତର୍କ ପରେ ରାତି ସାଢ଼େ ୧୨ଟାରେ ଭୋଟ୍‌ ଗ୍ରହଣ ହୋଇଥିଲା ଏବଂ ବାଚସ୍ପତି  ଓମ୍‌ ବିର୍ଲା  ୧୨ଟା ୪୦ରେ ଫଳାଫଳ ଘୋଷଣା କରିଥିଲେ।  ବିଲ୍‌ ସପକ୍ଷରେ ୨୮୮ ଜଣ ଭୋଟ୍‌ ଦେଇଥିବା ବେଳେ ବିଲ୍‌ ବିରୋଧରେ ୨୩୧  ଜଣ ଭୋଟ୍‌ ଦେଇଥିଲେ।  ଏହାପରେ ସାଂସଦଙ୍କ ଦ୍ବାରା ଆଗତ ବିଭିନ୍ନ  ସଂଶୋଧନ ପ୍ରସ୍ତାବ ଉପରେ ଭୋଟ୍‌ ଗ୍ରହଣ ହୋଇଥିଲା ଏବଂ ପ୍ରକ୍ରିୟା ରାତି ୧ଟା ୩୦ ପର୍ଯ୍ୟନ୍ତ ଚାଲିଥିଲା।  ଭୋଟ୍‌ ଗ୍ରହଣ ଉଭୟ ବାଚନିକ ଓ ଇଲେକ୍‌ଟ୍ରୋନିକ୍‌ ଭୋଟିଂ ବ୍ୟବସ୍ଥାରେ ହୋଇଥିଲା।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
March 29, 2026, 1:29 PM
 

S
Partly cloudy
34°C
3.6 m/s
Apparent: 40°C
Pressure: 1006 mb
Humidity: 55%
Winds: 3.6 m/s S
Windgusts: 8.7 m/s
UV-Index: 8.25
Precip.: 0mm /35% / Rain
Sunrise: 5:42 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom