• Latest
  • Trending
ଶ୍ରୀଲଙ୍କାକୁ ସୁପର ଓଭରରେ ପରାସ୍ତ କରିଛି ଭାରତ

ଶ୍ରୀଲଙ୍କାକୁ ସୁପର ଓଭରରେ ପରାସ୍ତ କରିଛି ଭାରତ

Sep-26-2025 07:52 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଶ୍ରୀଲଙ୍କାକୁ ସୁପର ଓଭରରେ ପରାସ୍ତ କରିଛି ଭାରତ

ସୁପର ଓଭରରେ ଜିତିଲା ଭାରତ, ଶ୍ରୀଲଙ୍କା ଆଗରେ ୨୦୩ ରନର ଲକ୍ଷ୍ୟ ରଖିଥିଲା ଭାରତ

by M M
Sep-26-2025 07:52 PM IST
in ଖେଳ
0
ଶ୍ରୀଲଙ୍କାକୁ ସୁପର ଓଭରରେ ପରାସ୍ତ କରିଛି ଭାରତ
491
SHARES
1.4k
VIEWS
Share on FacebookShare on Twitter

ଭାରତ ସୁପର ଓଭରରେ ବିଜୟଲାଭ କରିଛି । ଶ୍ରୀଲଙ୍କାକୁ ସୁପର ଓଭରରେ ପରାସ୍ତ କରିଛି ଭାରତ । ଶ୍ରୀଲଙ୍କା ଆଗରେ ୨୦୩ ରନର ଲକ୍ଷ୍ୟ ରଖିଥିଲା ଭାରତ । କିନ୍ତୁ ଶ୍ରୀଲଙ୍କା ୨୦୨ ରନ କରିବାକୁ ସକ୍ଷମ ହୋଇଥିଲା । ପରେ ସୁପର ଓଭରରେ ଶ୍ରୀଲଙ୍କା ଦୁଇ ଉଇକେଟ ହରାଇ ଦୁଇ ରନ୍ କରିବାକୁ ସମର୍ଥ ହୋଇଥିଲା । ପ୍ରଥମ ବଲରେ ସୂର୍ଯ୍ୟକୁମାର 3ରନ କରି ଭାରତକୁ ବିଜୟ ଦେଇଥିଲେ । ଆଜିର ମ୍ୟାଚ ରୋମାଂଚକର ହୋଇଥିଲା । ଶେଷ ବଲ ପର୍ଯ୍ୟନ୍ତ କିଏ ଜିତିବ ତାହା କହିବା ମୁସ୍କିଲ ଥିଲା । ଶ୍ରୀଲଙ୍କାର ଓପନିଂ ବ୍ୟାଟର ପଥୁମ ନିଶଙ୍କା ବେଶ୍‌ ଭଲ ଖେଳ ପ୍ରଦର୍ଶନ କରିଥିଲେ । ସେ ୫୨ ବଲ୍‌ରେ ନିଜର ଶତକ ପୂରଣ କରିଥିଲେ । ନିଶଙ୍କା 107 ରନ କରି ଶେଷ ଓଭରରେ ଆଉଟ ହୋଇଥିଲେ ।  କୁଶଲ୍‌ ପରେରା ମଧ୍ୟ ଭଲ ଖେଳ ପ୍ରଦର୍ଶନ କରି ୩୨ଟି ବଲ୍‌ରେ ୫୮ ରନ୍‌କରିଥିଲେ।

ଏହି ମ୍ୟାଚରେ ପୁଣି ଥରେ ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଥିଲା । ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ବିକେଟ ହରାଇ ୨୦୨ ରନ କରିଥିଲା । ଦଳ ପକ୍ଷରୁ ପୁଣି ଥରେ ଅଭିଷେକ ଶର୍ମା ବିସ୍ଫୋରକ ବ୍ୟାଟିଂ କରି ୬୧ ରନ କରିଥିଲେ । ସେ ମାତ୍ର ୩୧ଟି ବଲରେ ଏହି ସ୍କୋର କରିଥିଲେ । ସେହପରି ତିଳକ ବର୍ମା ୪୯ ରନ ଓ ସଂଜୁ ସାମସନ ୩୯ ରନ କରିଥିଲେ । ଅକ୍ଷର ପଟେଲ ୨୧ ରନ କରିବା ସହ ଶେଷ ବଲରେ ଛକା ମାରି ଦଳୀୟ ସ୍କୋରକୁ ୨୦୦ ସେପଟକୁ ନେଇଯାଇଥିଲେ ।

ଶ୍ରୀଲଙ୍କା ପକ୍ଷରୁ ମହିଷ ତିକସନା, ଦୁଷ୍ମନ୍ତ ଚାମିରା, ଓ୍ବାନିଣ୍ଡୁ ହସରଙ୍ଗା, ଦାସୁନ ସନକା ଓ ଚରିଥ ଅସଲଙ୍କା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 9:10 PM
 
SSE
Clear sky
21°C
1.3 m/s
Apparent: 23°C
Pressure: 1018 mb
Humidity: 88%
Winds: 1.3 m/s SSE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom