• Latest
  • Trending
ସଫଳତା ବଖାଣିଲେ କୃତି ନ୍ୟାୟିକ ଅଧିକାରୀ

ସଫଳତା ବଖାଣିଲେ କୃତି ନ୍ୟାୟିକ ଅଧିକାରୀ

Mar-16-2025 11:17 AM IST
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

Oct-23-2025 07:51 PM IST
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

Oct-23-2025 07:37 PM IST
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

Oct-23-2025 06:43 PM IST
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

Oct-23-2025 04:44 PM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
  • About
  • Careers
  • Contact Us
Friday, October 24, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସଫଳତା ବଖାଣିଲେ କୃତି ନ୍ୟାୟିକ ଅଧିକାରୀ

by newsroom
Mar-16-2025 11:17 AM IST
in ବଡ଼ ଖବର, ରାଜ୍ୟ
0
ସଫଳତା ବଖାଣିଲେ କୃତି ନ୍ୟାୟିକ ଅଧିକାରୀ
491
SHARES
1.4k
VIEWS
Share on FacebookShare on Twitter

ଚଳିତବର୍ଷ ମାର୍ଚ୍ଚ ୧୩ ତାରିଖରେ ଓଡିଶା ଜୁଡିସିଆଲ ସର୍ଭିସ (ଓଜେଏସ), ୨୦୨୩ର ଫଳାଫଳ ପ୍ରକାଶ ପାଇଛି ଓ ୩୩ଜଣ ଛାତ୍ରଛାତ୍ରୀ ନ୍ୟାୟିକ ଅଧିକାରୀ ଭାବେ ସଫଳତା ପାଇଛନ୍ତି। ଆଜି ଏହି କୃତି ଛାତ୍ରଛାତ୍ରୀମାନଙ୍କୁ ଭୁବନେଶ୍ୱର ସ୍ଥିତ ପ୍ରମୁଖ ଆଇନ ଶିକ୍ଷା ଅନୁଷ୍ଠାନ ‘ନୃପଦ ଲ କ୍ଳାସେସ’ ତରଫରୁ ଏହି ପ୍ରତିଷ୍ଠାନର ମୁଖ୍ୟ ମମତା ଦେବୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ବାର କାଉନ୍ସିଲର ସଭ୍ୟ ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରସାଦ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟର ପ୍ରଫେସର ଡ଼ଃ ମୀନକେତନ ସାହୁ ଓ ମୁଖ୍ୟ ବକ୍ତା ଭାବେ ସମାଜସେବୀ ନୀଳମଣି ମିଶ୍ର ଯୋଗ ଦେଇଥିଲେ ।

ଏହି ଶିକ୍ଷାନୁଷ୍ଠାନର ବିଗତ ଦିନର ସଫଳତା କଥା ବର୍ଣ୍ଣନା କରିବା ସହ ଏଥର କୃତିତ୍ୱ ହାସଲ କରିଥିବା ୩ଜଣ ନ୍ୟାୟିକ ଅଧିକାରୀ ଶ୍ରୀତା ଛୋଟରାୟ, ଦେବଦତ୍ତ ଜେନା ଓ ସ୍ମୃତି ପଟ୍ଟନାୟକଙ୍କୁ ଉପସ୍ଥିତ ଥିବା ଛାତ୍ରଛାତ୍ରୀଙ୍କ ସମ୍ମୁଖରେ ମାନପତ୍ର ଦେଇ ସମ୍ମାନିତ କରିଥିଲେ  ।  ଭବିଷ୍ୟତରେ ଜଣେ ଭଲ ନ୍ୟାୟିକ ଅଧିକାରୀ ହେବାକୁ ନେଇ ସେମାନଙ୍କୁ ଉପଦେଶ ଦେଇଥିଲେ ।

ସୂଚନାଯୋଗ୍ୟ, ବିଗତ ୩ ବର୍ଷ ଧରି ଏହି ଅନୁଷ୍ଠାନର ଫଳାଫଳ ବେଶ ଆଖିଦୃଶିଆ ହେବାରେ ଲାଗିଛି। ଏହି ଅନୁଷ୍ଠାନରେ ଏକମାତ୍ର ଶିକ୍ଷୟତ୍ରୀ ମମତା ଦେବୀ ସମସ୍ତଙ୍କୁ ପଢ଼ାଉଥିବା ବେଳେ ତାଙ୍କର ସ୍ୱାମୀ ରାଜେଶ କୁମାର ମିଶ୍ର ତାଙ୍କୁ ଏଥିରେ ସହଯୋଗ କରିଥାନ୍ତି ବୋଲି ମମତା ଦେବୀ ସୂଚନା ଦେଇଛନ୍ତି।

ବିଗତ ବର୍ଷ ପ୍ରଥମ ବ୍ୟାଚରେ ୫ଜଣ, ଗତବର୍ଷ ୧୧ଜଣ ଓ ଏ ବର୍ଷ ୪ଜଣ ନ୍ୟାୟିକ ଅଧିକାରୀ ଏହି ଶିକ୍ଷ୍ୟାନୁଷ୍ଠାନରୁ ସୃଷ୍ଟି ହୋଇଛନ୍ତି। ସେହିପରି ଏହି ଶିକ୍ଷାନୁଷ୍ଠାନରୁ ଆଜି ପର୍ଯ୍ୟନ୍ତ ବହୁ ଅଭିଯୋଜନ ଅଧିକାରୀ, ଶିକ୍ଷକ ମଧ୍ୟ ସୃଷ୍ଟି ହୋଇଛନ୍ତି। ପୁରୁଷ ପ୍ରଧାନ ସମାଜରେ ଏକାକୀ ମହିଳା ଭାବେ ଆଇନ ଶିକ୍ଷାକୁ ଏକ ସ୍ଥରକୁ ନେଇଥିବା ମମତା ଦେବୀଙ୍କୁ ସମସ୍ତ ମହଲରୁ ପ୍ରଶଂସା ମିଳୁଥିବାର ସୂଚନା ମିଳୁଛି।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
October 24, 2025, 12:30 AM
 

WNW
Mainly clear
26°C
0.4 m/s
Apparent: 32°C
Pressure: 1010 mb
Humidity: 93%
Winds: 0.4 m/s WNW
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

October 23, 2025
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

October 23, 2025
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom