• Latest
  • Trending

ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି

Oct-02-2025 09:12 AM IST

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

Dec-30-2025 06:47 PM IST
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

Dec-30-2025 03:15 PM IST
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

Dec-30-2025 03:08 PM IST
ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

Dec-29-2025 07:03 PM IST

ଚାଷୀଙ୍କ ଆୟ ଦୁଇଗୁଣା କରିବା ସରକାରଙ୍କ ଲକ୍ଷ୍ୟ

Dec-29-2025 07:00 PM IST
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

Dec-29-2025 03:22 PM IST

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

Dec-29-2025 03:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-29-2025 09:52 AM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-29-2025 03:02 PM IST
କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

Dec-29-2025 01:12 PM IST
  • About
  • Careers
  • Contact Us
Wednesday, December 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି

by M M
Oct-02-2025 09:12 AM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

 

ସରକାରଙ୍କ ବିଫଳତା ନେଇ ଗାନ୍ଧୀ ଜୟନ୍ତୀରୁ ଜନ ସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେଇଛି ବିଜେଡି। ଭୁବନେଶ୍ବର ଜନତା ମୈଦାନ ନିକଟରେ ଥିବା ଗାନ୍ଧୀ ପାର୍କରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସଙ୍କଳ୍ପ ନେଇଛନ୍ତି ବିଜେଡି ନେତା ଓ କର୍ମୀ। ମହାତ୍ମା ଗାନ୍ଧୀ ଅହିଂସାର ପ୍ରତୀକ। ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ସ୍ଥାନ ଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସବୁବେଳେ ଦାବି କରି ଆସୁଛନ୍ତି। ଅହିଂସା ଶବ୍ଦକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ବିଜେଡି ସଂଗ୍ରାମ ଜାରି ରଖିବ ବୋଲି ମଧ୍ୟ ସଂକଳ୍ପ ନେଇଛି।

ଆସନ୍ତା ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ଆରମ୍ଭ ହେବାକୁ ଥିବା ପଦଯାତ୍ରାରେ ଘର ଘର ବୁଲି ନବୀନ ପଟ୍ଟନାୟକ ସରକାରଙ୍କ ସଫଳତା ଓ ବର୍ତ୍ତମାନର ବିଜେପି ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି। ଏହା ନଭେମ୍ବର ୯ ଯାଏଁ ମାସେ ବ୍ୟାପୀ ପ୍ରତି ୱାର୍ଡ, ବ୍ଲକ, ପଞ୍ଚାୟତ, ଜିଲ୍ଲା ପରିଷଦ, ପୌରାଞ୍ଚଳ ଓ ନିର୍ବାଚନ ମଣ୍ଡଳୀରେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି। ଗାନ୍ଧୀ ଜୟନ୍ତୀ ଅବସରରେ ବାର୍ତ୍ତା ଦେଇ ନବୀନ କହିଛନ୍ତି ଯେ, ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଅହିଂସାକୁ ଭାରତର ସମ୍ବିଧାନର ମୁଖବନ୍ଧରେ ସାମିଲ କରିବା ହେବ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି।

Share196Tweet123
M M

M M

ଆଜିର ପାଗ

Bhubaneswar
December 31, 2025, 8:49 AM
 

ENE
Partly cloudy
17°C
2.1 m/s
Apparent: 18°C
Pressure: 1014 mb
Humidity: 100%
Winds: 2.1 m/s ENE
Windgusts: 5.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

December 30, 2025
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

December 30, 2025
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

December 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom