• Latest
  • Trending
ସିଡିଏସ୍ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣା, ଜଣାପଡ଼ିଲା କାରଣ

ସିଡିଏସ୍ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣା, ଜଣାପଡ଼ିଲା କାରଣ

Dec-20-2024 01:55 PM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-28-2025 11:37 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
  • About
  • Careers
  • Contact Us
Monday, December 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ସିଡିଏସ୍ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣା, ଜଣାପଡ଼ିଲା କାରଣ

by M M
Dec-20-2024 01:55 PM IST
in ଦେଶ ବିଦେଶ
0
ସିଡିଏସ୍ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣା, ଜଣାପଡ଼ିଲା କାରଣ
491
SHARES
1.4k
VIEWS
Share on FacebookShare on Twitter

୨୦୨୧ ମସିହା ଡିସେମ୍ବର ୮ ତାରିଖରେ ଜେନେରାଲ୍ ରାୱତଙ୍କୁ ନେଇ ଯାଉଥିବା ବାୟୁସେନାର ଏମଆଇ-୧୭ଭି୫ ହେଲିକପ୍ଟର ତାମିଲନାଡୁର କୁନ୍ନୁରଠାରେ କ୍ରାଶ ହୋଇଥିଲା। ଏଥିରେ ସିଡିଏସ୍‌ ରାୱତ ଓ ତାଙ୍କ ପତ୍ନୀ ମଧୁଲିକାଙ୍କ ସମେତ ୧୪ ଜଣ ପ୍ରାଣ ହରାଇଥିଲେ । ଉକ୍ତ ରିପୋର୍ଟରେ CDS ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ହେବାର କାରଣ ଉଲ୍ଲେଖ ଥିବା ବେଳେ ତାହା ମନୂଷ୍ୟକୃତ ବୋଲି ଉଲ୍ଲେଖ ଅଛି।

୧୩ତମ ଡିଫେନ୍ସ ପ୍ଲାନ୍‌ ପିରିୟଡ ମଧ୍ୟରେ ଘଟିଥିବା ବିମାନ ଦୁର୍ଘଟଣା ସମ୍ପର୍କରେ ଗତକାଲି ସଂସଦରେ ଷ୍ଟାଣ୍ଡିଂ କମିଟି ସମ୍ମୁଖରେ ରିପୋର୍ଟ ପ୍ରକାଶ ପାଇଥିଲା। ଏଥିରେ ସମୁଦାୟ ୩୪ଟି ଦୁର୍ଘଟଣା ତଥା ତାହାର କାରଣ ସମ୍ପର୍କରେ ଉଲ୍ଲେଖ କରାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
December 29, 2025, 4:53 AM
 

NNE
Partly cloudy
15°C
1 m/s
Apparent: 17°C
Pressure: 1016 mb
Humidity: 95%
Winds: 1 m/s NNE
Windgusts: 5.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

December 28, 2025

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom