• Latest
  • Trending

ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

Aug-17-2025 06:11 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

Dec-27-2025 10:16 AM IST
  • About
  • Careers
  • Contact Us
Sunday, December 28, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

by M M
Aug-17-2025 06:11 PM IST
in ଦେଶ ବିଦେଶ
0
513
SHARES
1.5k
VIEWS
Share on FacebookShare on Twitter

ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଏନଡିଏର ଉପରାଷ୍ଟ୍ରପତି ପଦପାଇଁ ପ୍ରାର୍ଥୀ ଭାବେ ଘୋଷଣା କରିଛି। ତାମିଲନାଡୁର ଏକ ବରିଷ୍ଠ ନେତା ଭାବେ ଚର୍ଚ୍ଚିତ ରାଧାକୃଷ୍ଣନ ପୂର୍ବରୁ ଝାଡ଼ଖଣ୍ଡର ରାଜ୍ୟପାଳ ଓ କୋଇମ୍ବଟୋରରୁ ଦୁଇ ଥର ଏମପି ରହିଛନ୍ତି। ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପିର ସଂସଦୀୟ ଦଳ ବୈଠକରେ ଶ୍ରୀ ରାଧାକୃଷ୍ଣନଙ୍କ ନାମରେ ସହମତି ହୋଇଥିଲା । ବୈଠକ ପରେ ଏ ସଂପର୍କରେ ବିଜେପି ସଭାପତି ଜେପି ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।ଉପରାଷ୍ଟ୍ରପତି ନିର୍ବାଚନ ପାଇଁ  ସେପ୍ଟେମ୍ବର ୯ରେ ଅନୁଷ୍ଠିତ ହେବ ଏବଂ ଭୋଟ୍ ଗଣତି ସେହି ଦିନ ହେବ। ନାମାଙ୍କନ ଦାଖଲର ଶେଷ ତାରିଖ ଅଗଷ୍ଟ ୨୧ ରହିଛି। ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅଗଷ୍ଟ ୨୫ ପର୍ଯ୍ୟନ୍ତ ରହିଛି। ଉଲ୍ଲେଖନୀୟ ଜଗଦୀପ ଧନଖଡ଼ ସ୍ଵାସ୍ଥ୍ୟଗତ କାରଣ ଦର୍ଶାଇ ଜୁଲାଇ ୨୧ରେ ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ।ତାମିଲନାଡୁ ନିବାସୀ ରାଧାକୃଷ୍ଣନ ପୂର୍ବରୁ ଝାଡ଼ଖଣ୍ଡ, ପୁଡୁଚେରୀ, ତେଲେଙ୍ଗାନା ପରି ରାଜ୍ୟର ରାଜ୍ୟପାଳ ରହିଥିଲେ। ରାଧାକୃଷ୍ଣନ ତାମିଲନାଡୁର ତିରୁପ୍ପୁରରେ ୧୯୫୭ ଅକ୍ଟୋବର ୨୦ରେ ଜନ୍ମଗ୍ରହଣ କରିଥିଲେ। ରାଧାକୃଷ୍ଣନ ବିଜେପିର ଜଣେ ବରିଷ୍ଠ ନେତା। ସେ ନିଜର ରାଜନୈତିକ ଜୀବନ ଆରଏସଏସ ଏବଂ ଜନସଂଘରୁ ଆରମ୍ଭ କରିଥିଲେ। ସେ ୧୯୯୮ ଏବଂ ୧୯୯୯ରେ କୋଏମ୍ବାଟୁରରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୩ରୁ ୨୦୦୬ ପର୍ଯ୍ୟନ୍ତ ତାମିଲନାଡ଼ୁ ରାଜ୍ୟ ବିଜେପି ସଭାପତି ଥିଲେ।

Share205Tweet128
M M

M M

ଆଜିର ପାଗ

Bhubaneswar
December 28, 2025, 4:52 PM
 

NNE
Mainly clear
25°C
1.4 m/s
Apparent: 17°C
Pressure: 1015 mb
Humidity: 95%
Winds: 1.4 m/s NNE
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom