• Latest
  • Trending
୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ

୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ

November 13, 2024

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
  • About
  • Careers
  • Contact Us
Thursday, August 14, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ

by M M
November 13, 2024
in ବଡ଼ ଖବର
0
୮ରେ ସୋହେଲାରେ ବିଶାଳ ଚାଷୀ ସମାବେଶ
491
SHARES
1.4k
VIEWS
Share on FacebookShare on Twitter

ଆସନ୍ତା ଡ଼ିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲାର ସୋହେଲାଠାରେ ରାଜ୍ୟସ୍ତରୀୟ ବିଶାଳ ଚାଷୀ ସମାବେଶ ଅନୁଷ୍ଠିତ ହେବ। ରାଜ୍ୟର ବିଜେପି ସରକାର ନିଜର ପ୍ରତିଶ୍ରୁତି ଆଧାରରେ ସେହିଦିନଠାରୁ ଚାଷୀଙ୍କୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ଉପରେ କ୍ଵିଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ଡିବିଟି ମାଧ୍ୟମରେ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ୨୦ରୁ ବରଗଡ଼ ଜିଲ୍ଲା ଓ ୨୨ରେ ସମ୍ବଲପୁର ଏବଂ ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହେଉଥିଲେ ମଧ୍ୟ ନଭେମ୍ବର ୨୦ରୁ ଡିସେମ୍ବର ୭ ତାରିଖ ମଧ୍ୟରେ ଧାନ ବିକ୍ରି କରୁଥିବା ଚାଷୀ ଏହି ଅତିରିକ୍ତ ୮୦୦ଟଙ୍କା କିଭଳି ପାଇବେ ତାହା ଜଣାପଡ଼ି ପାରିନାହିଁ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

Weather

Failure notice from provider:
No OpenMeteo data available.
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom