• Latest
  • Trending
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

Oct-24-2025 09:36 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Sunday, May 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

by M M
Oct-24-2025 09:36 AM IST
in ଆଜିର ପାଗ
0
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ
491
SHARES
1.4k
VIEWS
Share on FacebookShare on Twitter

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ଆଜି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଉପକୂଳ ସହ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ଭଲ ବର୍ଷା ହେବ। ତେବେ ଲଘୁଚାପ ସୃଷ୍ଟି ପରେ ହିଁ ଏହାର ତୀବ୍ରତା ସ୍ପଷ୍ଟ ହେବ। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତ କରିବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପର ରୂପ ନେବ। ତେବେ ଏହା ପରେ ଏହା କେତେ ଘନୀଭୂତ ହେବ ଓ କେଉଁ ରୂପ ନେବ ସେ ନେଇ ସ୍ପଷ୍ଟ ଚିତ୍ର ଆସିନଥିବା ବେଳେ ଲଘୁଚାପ ସୃଷ୍ଟି ପରେ ହିଁ ଏହା କହିହେବ। ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ଦକ୍ଷିଣରେ ଅଧିକ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
May 3, 2026, 1:55 PM
 

SSE
Partly cloudy
33°C
2.9 m/s
Apparent: 32°C
Pressure: 1004 mb
Humidity: 93%
Winds: 2.9 m/s SSE
Windgusts: 9.3 m/s
UV-Index: 0
Precip.: 0mm /65% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom