• Latest
  • Trending
ବରିଷ୍ଠ ନେତାଙ୍କ ସହ ଆଲୋଚନା କଲେ ନବୀନ

ବରିଷ୍ଠ ନେତାଙ୍କ ସହ ଆଲୋଚନା କଲେ ନବୀନ

Apr-08-2025 08:34 AM IST
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

Oct-23-2025 04:44 PM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

Oct-23-2025 09:39 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

Oct-22-2025 08:01 PM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବରିଷ୍ଠ ନେତାଙ୍କ ସହ ଆଲୋଚନା କଲେ ନବୀନ

by newsroom
Apr-08-2025 08:34 AM IST
in ବଡ଼ ଖବର
0
ବରିଷ୍ଠ ନେତାଙ୍କ ସହ ଆଲୋଚନା କଲେ ନବୀନ
491
SHARES
1.4k
VIEWS
Share on FacebookShare on Twitter

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡି ନେତା । କିଛି ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚି ଆଲୋଚନା କରିଥିବା ଜଣାଯାଇଛି। ପ୍ରାୟ ଦେଢ ଘଣ୍ଟା ଧରି ଦଳୀୟ ନେତାଙ୍କ ସହିତ ଆଲୋଚନା କରିଛନ୍ତି ନବୀନ। ତେବେ କେଉଁ ବିଷୟରେ ଆଲୋଚନା ହେଲା କଣ ଆଲୋଚନା ହେଲା ତା ଉପରେ କିଛି କେହି କହିବାକୁ ନାରାଜ ।

ଦଳରେ ଶୃଙ୍ଖଳା ବଜାୟ ରଖିବାକୁ ନେତାମାନଙ୍କୁ ନବୀନ ପଟ୍ଟନାୟକ ପରାମର୍ଶ ଦେଇଥିବା ଜଣାଯାଇଛି। ଏପରିକି ଗଣମାଧ୍ୟମରେ ବକ୍ତବ୍ୟ ନ ରଖିବାକୁ  ନେତାଙ୍କୁ ବି ସେ ଅନୁରୋଧ କରିଛନ୍ତି। ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ପ୍ରତାପ ଦେବ, ଅନଙ୍ଗ ଉଦୟ ସିଂହଦେଓ, କଳିକେଶ ସିଂହଦେଓ ଓ ବବି ଦାସ ପ୍ରମୁଖ ବିଜେଡି ସଭାପତିଙ୍କ ସହ ଆଲୋଚନା କରି ବାହାରିଛନ୍ତି।

ସମ୍ବିତ ରାଉତରାୟ ଓ ପ୍ରଣବ ବଲବନ୍ତରାୟଙ୍କ ସମେତ ଅନ୍ୟ କିଛି ପୂର୍ବତନ ଯୁବ ବିଧାୟକ। ରାଜ୍ୟସଭାରେ ଓ୍ବାକଫ୍ ବିଲ ପ୍ରସଙ୍ଗରେ ଲୋକଙ୍କ ପାଖରେ ଦଳ ବିଶ୍ୱାସନୀୟତା ହରାଉଛି ଓ ନେତାମାନେ ପରସ୍ପର ବିରୋଧୀ ମନ୍ତବ୍ୟ ଦେବା ଦଳକୁ ଭାରି ପଡୁଛି। ବିଶୃଖଳା ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ଦାବି କରି ସେମାନେ ବିଜେଡି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉଦେଶ୍ୟରେ ଦଳର  ସମନ୍ୱୟ କମିଟ ଆବାହକ ଦେବୀ ମିଶ୍ରଙ୍କୁ ପ୍ରଦାନ କରିବେ ବୋଲି ଜଣାଯାଇଛି।

Share196Tweet123
newsroom

newsroom

ଆଜିର ପାଗ

Bhubaneswar
October 23, 2025, 6:11 PM
 

ESE
Mainly clear
29°C
1.3 m/s
Apparent: 33°C
Pressure: 1010 mb
Humidity: 74%
Winds: 1.3 m/s ESE
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

October 23, 2025
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

October 23, 2025
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom