ମେଷ (Aries)      ଆଜି ଶୁଭଫଳ ମିଳିବ, କର୍ମକ୍ଷେତ୍ରରେ ପ୍ରଶଂସା ମିଳିପାରେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ଅନ୍ୟମାନଙ୍କ ସହ ଆପଣଙ୍କର ଭଲ ତାଳମେଳ ରହିବ। ଆପଣଙ୍କର ସବୁ କାମ ସହଜରେ ପୂରା ହୋଇଯିବ। ଅଚାନକ ଧନଲାଭ ହେବ। ଛାତ୍ର କିଛି ନୂଆ ଶିଖିବାର ସୁଯୋଗ ପାଇବେ। ‌