• Latest
  • Trending
ଜୟସ୍ବାଲଙ୍କ ଦମଦାର ଶତକ, ୨ ଓ୍ବିକେଟ ହରାଇ ୩୧୮ ରନ

ଜୟସ୍ବାଲଙ୍କ ଦମଦାର ଶତକ, ୨ ଓ୍ବିକେଟ ହରାଇ ୩୧୮ ରନ

Oct-10-2025 02:19 PM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଜୟସ୍ବାଲଙ୍କ ଦମଦାର ଶତକ, ୨ ଓ୍ବିକେଟ ହରାଇ ୩୧୮ ରନ

ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା

by M M
Oct-10-2025 02:19 PM IST
in ଖେଳ
0
ଜୟସ୍ବାଲଙ୍କ ଦମଦାର ଶତକ, ୨ ଓ୍ବିକେଟ ହରାଇ ୩୧୮ ରନ
491
SHARES
1.4k
VIEWS
Share on FacebookShare on Twitter

ଭାରତ-ଓ୍ବେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ ପ୍ରଥମ ଦିନ ଖେଳ ଶେଷସୁଦ୍ଧା ୨ ଓ୍ବିକେଟ ହରାଇ ୩୧୮ ରନ କରିଛି । ଆଜିର ମ୍ୟାଚର ପ୍ରମୁଖ ଆକର୍ଷଣ ଥିଲା ଯଶସ୍ବୀ ଜୟସ୍ବାଲଙ୍କ ଦମଦାର ଶତକ। ସେ ଅପରାଜିତ ୧୭୩ କରିଛନ୍ତି  ।

ତାଙ୍କ ସହିତ କ୍ରିଜରେ ଅଛନ୍ତି ଅଧିନାୟକ ଶୁବମନ ଗିଲ । ସେ ୨୦ ରନ କରି ଖେଳୁଛନ୍ତି । ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ସାତଟି ମ୍ୟାଚରେ ଟସ ହାରିଥିବା ଶୁଭମନ ଗିଲ ଏଥର ଟଚ ଜିତିଥିଲେ  ।  ଭାରତ ପକ୍ଷରୁ ଜୟସ୍ବାଲ ଓ କେଏଲ ରାହୁଲ ପ୍ରଥମ ଓ୍ବିକେଟ ଯୋଡ଼ିରେ ୫୮ ରନ ଯୋଗ କରିବା ପରେ ରାହୁଲ ୩୮ ରନ କରି ଆଉଟ ହୋଇଥିଲେ ।

ଏହା ପରେ ସାଇ ସୁଦର୍ଶନ ଓ ଜୟସ୍ବାଲଙ୍କ ମଧ୍ୟରେ ଏକ ୧୯୩ ରନର ପାର୍ଟନରସିପ ଦେଖିବାକୁ ମିଳିଥିଲା । ସୁଦର୍ଶନ ୮୪ ରନ କରି ଆଉଟ ହୋଇଥିବାବେଳେ ଜୟସ୍ବାଲ ନିଜର ଶତକ ପୂରଣ କରିଥିଲେ। ଓ୍ବେଷ୍ଟଇଣ୍ଡିଜ୍ ପକ୍ଷରୁ ଜୋମେଲ ଓ୍ବାରିକାନ ୨ଟି ଓ୍ବିକେଟ୍ ନେଇଥିଲେ ।

ଭାରତୀୟ ଟିମ୍ ପ୍ରଥମ ଟେଷ୍ଟ୍‌କୁ ଗୋଟିଏ ପାଳି ଓ ୧୪୦ ରନ୍‌ ଜିତିଥିଲା । ଏହି ଟେଷ୍ଟରେ ଦ୍ବିତୀୟ ମ୍ୟାଚ୍‌କୁ ଜିତି ଶୃଙ୍ଖଳା ମୂଳପୋଛ କରିବା ଲକ୍ଷ୍ୟ ରଖିଛନ୍ତି ଗିଲ୍ ବାହିନୀ । ଅହମଦାବାଦରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭ୍ରମଣକାରୀ ଇଣ୍ଡିଜ୍‌ ଏମିତି ଦୟନୀୟ ଖେଳିଥିଲା ଯେ ଏହାର ଦୁଇଟି ଯାକ ପାଳି ମାତ୍ର ୮୯.୨ ଓଭରରେ ଶେଷ ହୋଇଯାଇଥିଲା। ଉଭୟ ପାଳି ୧୬୨ (୪୪.୧ ଓଭର) ଏବଂ ୧୪୬ (୪୫.୧ ଓଭର) ରନ୍‌ରେ ଶେଷ ହୋଇଥିଲା। ଦୁଇଟି ଯାକ ପାଳିରେ ଅର୍ଦ୍ଧଶତକଟିଏ ମଧ୍ୟ ‌ଦେଖିବାକୁ ମିଳି ନଥିଲା। ବହୁତ ଖରାପ ଖେଳିଥିଲେ ଭ୍ରମଣକାରୀ ଟିମ୍ । ଏପରିକି ସୋସିଆଲ ମିଡିଆରେ ଓ୍ବେଷ୍ଟଇଣ୍ଡିଜ ଟିମକୁ ଟ୍ରୋଲ କରାଯାଇଥିଲା । ଦିନେ ଏହି ଟିମ୍ ଦୁର୍ଦଶ ଟିମ୍ ଥିଲା । ଏବେ କିନ୍ତୁ ସଂଘର୍ଷ କରୁଛି ।ପ୍ରଥମ ଟେଷ୍ଟରେ ଭାରତ ଦମ୍‌ଦାର ବ୍ୟାଟିଂ କରି ‌୩ ଶତକ ଓ ଗୋଟିଏ ଅର୍ଦ୍ଧଶତକ ବଳରେ ୪୪୮/୫ରେ ପାଳି ଘୋଷଣା କରିଥିଲା। ଧ୍ରୁବ ଜୁରେଲ (୧୨୫), ରବୀନ୍ଦ୍ର ଜାଡ଼େଜା (୧୦୪*) ଓ କେଏଲ୍‌ ରାହୁଲ (୧୦୦) ଶତକ ଅର୍ଜନ କରିଥିଲା ବେଳେ ଶୁବମନ ଗିଲ୍‌ (୫୦) ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଆଜିର ମ୍ୟାଚରେ ଜୟସ୍ବାଲ ଶତକ କରିଛନ୍ତି । ଆଉ କିଏ ଶତକ କରିବ ତାକୁ ଅପେକ୍ଷା

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 4:58 AM
 
N
Fog
13°C
0.8 m/s
Apparent: 16°C
Pressure: 1015 mb
Humidity: 91%
Winds: 0.8 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom