• Latest
  • Trending
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

Aug-10-2025 02:46 AM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

Oct-24-2025 05:32 PM IST
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

Oct-24-2025 04:08 PM IST
ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

Oct-24-2025 03:29 PM IST
ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

Oct-24-2025 03:02 PM IST
ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

Oct-24-2025 10:18 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

Oct-24-2025 09:40 AM IST
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

Oct-24-2025 09:36 AM IST
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

Oct-23-2025 07:51 PM IST
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

Oct-23-2025 07:37 PM IST
  • About
  • Careers
  • Contact Us
Friday, October 24, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

by M M
Aug-10-2025 02:46 AM IST
in ରାଜ୍ୟ, ଶିକ୍ଷା
0
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର : +2  ଛାତ୍ରଛାତ୍ରୀଙ୍କ ଇନଷ୍ଟାଣ୍ଟ ପରୀକ୍ଷା ପ୍ରକାଶ ପାଇବା 20 ଦିନ ବିତିଲାଣି । ପିଲାମାନେ କିନ୍ତୁ +3 ନାମଲେଖାଇ ପାରୁନାହାଁନ୍ତି । ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀମାନେ ଚିନ୍ତାରେ ଅଛନ୍ତି । କେବେ ବିଜ୍ଞପ୍ତି ପାଇବ ଆଉ ପିଲାମାନେ ନାମ ଲେଖାଇବେ ସେଥିପାଇଁ ସେମାନେ ଅପେକ୍ଷା କରିଛନ୍ତି ।

ଚଳିତ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ , ଓଡ଼ିଶା ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ , ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନଷ୍ଟାଣ୍ଟ ପରୀକ୍ଷା ଗତ ତା 25 /06/ 2025 ରିଖରେ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସୂଚାରୁ ଭାବେ ପରିଚାଳିତ ହୋଇଥିଲା ।  ବିଧିବଦ୍ଧ ଭାବରେ ଜୁଲାଇ ମାସ 18 ତାରିଖ ଶୁକ୍ରବାର ଠାରୁ ଫଳ ପ୍ରକାଶ ହୋଇସାରିଛି । ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନେ +3 ଶ୍ରେଣୀରେ ନାମ ଲେଖାଇବା ପାଇଁ ମନରେ ଆଶାବାନ୍ଧି ବସିଛନ୍ତି । ସେପଟେ ଉଚ୍ଚଶିକ୍ଷା ବିଭାଗରୁ ପର୍ଯ୍ୟାୟ କ୍ରମେ +3 ଶ୍ରେଣୀ ଗୁଡ଼ିକରେ ଆଡମିଶନ ପ୍ରକ୍ରିୟା ଶେଷ କରାଯାଇ କ୍ଲାସ ଆରମ୍ଭ ହୋଇସାରିଛି । କିନ୍ତୁ ଦ୍ବିତୀୟ ପର୍ଯ୍ୟାୟରେ ଖାଲି ପଡ଼ିଥିବା ସିଟ୍ ଗୁଡିକରେ ଆଡମିସନ କରିବା ପାଇଁ ଅନଲାଇନ ଆବେଦନ ପତ୍ର ପଇଠ କରିବାକୁ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ । ଯାହାକୁ ଅପେକ୍ଷା କରିଛନ୍ତି ଅନେକ ଆଶାୟୀ  ।

ଅନଲାଇନ ଆବେଦନ ପାଇଁ ଯଥାଶୀଘ୍ର ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ କରିବାକୁ ବିଭିନ୍ନ ମହଲରୁ ନିବେଦନ କରାଯାଇଛି । ବିଜ୍ଞପ୍ତି ପ୍ରକାଶ ପାଇ ଆଡମିଶନ ପ୍ରକ୍ରିୟା ତୁରନ୍ତ ଶେଷ କରାଗଲେ ବିଳମ୍ଭରେ +3 ଶ୍ରେଣୀ ଗୁଡ଼ିକରେ ନାମ ଲେଖାଇଥିବା ବିଦ୍ୟାର୍ଥୀମାନେ ସେମାନଙ୍କର ପାଠ୍ୟକ୍ରମକୁ ସଠିକ୍ ସମୟରେ ଶେଷ କରିବାର ସୁଯୋଗ ପାଇବେ । ତେଣୁ ତୁରନ୍ତ +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ପ୍ରକାଶ ପାଇବା ଆବଶ୍ୟକ ।

Share196Tweet123
M M

M M

ଆଜିର ପାଗ

Bhubaneswar
October 24, 2025, 9:33 PM
 

SE
Mainly clear
26°C
0.9 m/s
Apparent: 32°C
Pressure: 1010 mb
Humidity: 92%
Winds: 0.9 m/s SE
Windgusts: 5.7 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

October 24, 2025
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

October 24, 2025
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

October 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom