• Latest
  • Trending
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

Aug-10-2025 02:46 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

by M M
Aug-10-2025 02:46 AM IST
in ରାଜ୍ୟ, ଶିକ୍ଷା
0
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର : +2  ଛାତ୍ରଛାତ୍ରୀଙ୍କ ଇନଷ୍ଟାଣ୍ଟ ପରୀକ୍ଷା ପ୍ରକାଶ ପାଇବା 20 ଦିନ ବିତିଲାଣି । ପିଲାମାନେ କିନ୍ତୁ +3 ନାମଲେଖାଇ ପାରୁନାହାଁନ୍ତି । ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀମାନେ ଚିନ୍ତାରେ ଅଛନ୍ତି । କେବେ ବିଜ୍ଞପ୍ତି ପାଇବ ଆଉ ପିଲାମାନେ ନାମ ଲେଖାଇବେ ସେଥିପାଇଁ ସେମାନେ ଅପେକ୍ଷା କରିଛନ୍ତି ।

ଚଳିତ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ , ଓଡ଼ିଶା ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ , ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନଷ୍ଟାଣ୍ଟ ପରୀକ୍ଷା ଗତ ତା 25 /06/ 2025 ରିଖରେ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସୂଚାରୁ ଭାବେ ପରିଚାଳିତ ହୋଇଥିଲା ।  ବିଧିବଦ୍ଧ ଭାବରେ ଜୁଲାଇ ମାସ 18 ତାରିଖ ଶୁକ୍ରବାର ଠାରୁ ଫଳ ପ୍ରକାଶ ହୋଇସାରିଛି । ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନେ +3 ଶ୍ରେଣୀରେ ନାମ ଲେଖାଇବା ପାଇଁ ମନରେ ଆଶାବାନ୍ଧି ବସିଛନ୍ତି । ସେପଟେ ଉଚ୍ଚଶିକ୍ଷା ବିଭାଗରୁ ପର୍ଯ୍ୟାୟ କ୍ରମେ +3 ଶ୍ରେଣୀ ଗୁଡ଼ିକରେ ଆଡମିଶନ ପ୍ରକ୍ରିୟା ଶେଷ କରାଯାଇ କ୍ଲାସ ଆରମ୍ଭ ହୋଇସାରିଛି । କିନ୍ତୁ ଦ୍ବିତୀୟ ପର୍ଯ୍ୟାୟରେ ଖାଲି ପଡ଼ିଥିବା ସିଟ୍ ଗୁଡିକରେ ଆଡମିସନ କରିବା ପାଇଁ ଅନଲାଇନ ଆବେଦନ ପତ୍ର ପଇଠ କରିବାକୁ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ । ଯାହାକୁ ଅପେକ୍ଷା କରିଛନ୍ତି ଅନେକ ଆଶାୟୀ  ।

ଅନଲାଇନ ଆବେଦନ ପାଇଁ ଯଥାଶୀଘ୍ର ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ କରିବାକୁ ବିଭିନ୍ନ ମହଲରୁ ନିବେଦନ କରାଯାଇଛି । ବିଜ୍ଞପ୍ତି ପ୍ରକାଶ ପାଇ ଆଡମିଶନ ପ୍ରକ୍ରିୟା ତୁରନ୍ତ ଶେଷ କରାଗଲେ ବିଳମ୍ଭରେ +3 ଶ୍ରେଣୀ ଗୁଡ଼ିକରେ ନାମ ଲେଖାଇଥିବା ବିଦ୍ୟାର୍ଥୀମାନେ ସେମାନଙ୍କର ପାଠ୍ୟକ୍ରମକୁ ସଠିକ୍ ସମୟରେ ଶେଷ କରିବାର ସୁଯୋଗ ପାଇବେ । ତେଣୁ ତୁରନ୍ତ +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ପ୍ରକାଶ ପାଇବା ଆବଶ୍ୟକ ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 12:21 AM
 

SSW
Mainly clear
26°C
3.3 m/s
Apparent: 31°C
Pressure: 1007 mb
Humidity: 93%
Winds: 3.3 m/s SSW
Windgusts: 11.5 m/s
UV-Index: 0
Precip.: 2.5mm /69% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom