• Latest
  • Trending

June 20, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଅଧିକ ଭକ୍ତ

July 1, 2025
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗର୍ଜିଲା କଂଗ୍ରେସ

June 30, 2025
ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ

June 30, 2025
ବଦଳିଲେ ଏସପି, ଜିଲ୍ଲାପାଳ

ବଦଳିଲେ ଏସପି, ଜିଲ୍ଲାପାଳ

June 30, 2025
ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

ଭୁବନେଶ୍ବର ମହାନଗର ନିଗମ ଅଫିସରେ ଅଧିକାରୀଙ୍କୁ ମାଡ଼ ; ଧାରଣାରେ ବସିଲେ କର୍ମଚାରୀ

June 30, 2025
ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

ଲିଡ୍‌ସ ଲଢ଼େଇରେ ଜିତିଲା ଇଂଲଣ୍ଡ

June 25, 2025
  • About
  • Careers
  • Contact Us
Tuesday, July 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

by newsroom
June 20, 2025
in Uncategorized
0
492
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶା ଆସିବାର ଥିଲା ତେଣୁ ଆମେରିକା ଯିବାକୁ ମନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏପରି କହିଛନ୍ତି ମୋଦି । ମହାପ୍ରଭୁଙ୍କ ମାଟିକୁ ଆସିବାର ଥିଲା ଖାସ୍‌ ସେଇଥି ପାଇଁ ଟ୍ରମ୍ପଙ୍କ କଥାକୁ ଗ୍ରହଣ କରିନଥିଲେ ବୋଲି କହିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଏମିତି କିଛି କହିଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଛି ।
ଜନତା ମଇଦାନରୁ କଂଗ୍ରେସକୁ ଜବରଦସ୍ତ ଟାର୍ଗେଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କଂଗ୍ରେସର ବିକାଶ ମଡେଲ୍ କୁ ଛିଗୁଲେଇ ମୋଦୀ କହିଛନ୍ତି, ସ୍ବାଧୀନତା ପରେ ପରେ ଦଶନ୍ଧି ଦଶନ୍ଧି ଧରି କଂଗ୍ରେସର ବିକାଶ ମଡେଲ୍ ଦେଶବାସୀ ଦେଖିଥିଲେ । ବିକାଶମୂଳକ ଯୋଜନାକୁ ଅଟକେଇବା, ବାଟବଣା କରିବା ଏବଂ ଦୁର୍ନୀତିରେ ବୁଡ଼ି ରହିବା କଂଗ୍ରେସ ବିକାଶ ମଡେଲର ପରିଚୟ ଥିଲା । ହେଲେ ବିଗତ କିଛି ବର୍ଷ ହେବ ଦେଶବାସୀ ବିଜେପିର ବିକାଶ ମଡେଲ୍ ଦେଖୁଛନ୍ତି ।
ବିଗତ ଦଶ ବର୍ଷ ମଧ୍ୟରେ ଦେଶର ଏମିତି ଅନେକ ରାଜ୍ୟ ଅଛି ଯେଉଁଠାରେ ବିଜେପି ପ୍ରଥମ କରି ସରକାର କରିଛି । ଖାଲି ସରକାର ବଦଳିନି ବିଜେପି କ୍ଷମତାକୁ ଆସିବା ପରଠୁ ବିଭିନ୍ନ ରାଜ୍ୟରେ ସାମାଜିକ ଏବଂ ଆର୍ଥିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱର ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ଅବସରରେ ସେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ସେ କହିଛନ୍ତି, ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ। ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ମୋହନ ସରକାରଙ୍କ ଟିମ୍‌କୁ ବଧାଇ ଜଣାଉଛି। ବର୍ଷକ ଭିତରେ ବେଶ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଓଡ଼ିଶା ଆମର ସଂସ୍କୃତିକୁ ପରିପୂର୍ଣ୍ଣ କରିଛି। ବିଗତ ବର୍ଷକ ଭିତରେ ବିକାଶ ଓ ବିରାସତକୁ କରି ଦେଖାଇଛି। ଓଡ଼ିଶାରେ ଭାଜପା ବର୍ଷେ ପୂରଣ କରିଛି। ବର୍ଷ ପୂରଣ ସହ ଆଗକୁ ରଥଯାତ୍ରା ହେବାକୁ ଯାଉଛି। ଏଠି ଭାଜପା ସରକାର ହେଲା ପରେ ଶ୍ରୀମନ୍ଦିର ୪ ଦ୍ବାର ଖୋଲିଲା। ରତ୍ନଭଣ୍ଡାର ମଧ୍ୟ ଖୋଲି ଦିଆଗଲା।

Share197Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025

Weather

Bhubaneswar
July 8, 2025, 11:14 am
 

W
Overcast
29°C
1.6 m/s
Apparent: 33°C
Pressure: 998 mb
Humidity: 91%
Winds: 1.6 m/s W
Windgusts: 7.7 m/s
UV-Index: 0
Precip.: 0mm /50% / Rain
Sunrise: 5:12 am
Sunset: 6:30 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom