• Latest
  • Trending
କଣ କହୁଛି ଆଜିର ରାଶିଫଳ ?

କଣ କହୁଛି ଆଜିର ରାଶିଫଳ ?

Oct-14-2025 08:23 AM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

Oct-20-2025 11:12 AM IST
  • About
  • Careers
  • Contact Us
Tuesday, October 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କଣ କହୁଛି ଆଜିର ରାଶିଫଳ ?

by M M
Oct-14-2025 08:23 AM IST
in ଆପଣଙ୍କ ଭାଗ୍ୟ
0
କଣ କହୁଛି ଆଜିର ରାଶିଫଳ ?
493
SHARES
1.4k
VIEWS
Share on FacebookShare on Twitter

ମେଷ: ମନରେ ସକାରାତ୍ମକ ବିଚାର ଆସିବ। ପଢ଼ିବା କ୍ଷେତ୍ରରେ ଲାଭ ମିଳିବାର ଯୋଗ ଅଛି। ବ୍ୟବସାୟରେ ଭାଗୀଦାରି ଭାବିଚିନ୍ତି କରନ୍ତୁ। ଅନ୍ୟମାନଙ୍କ ଉପରେ ଭରସା କରନ୍ତୁ ନାହିଁ।

ବୃଷ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଚିନ୍ତା ରହିବ। ଅଫିସରେ ଅଧିକ ସମୟ କାମ କଲେ ବାକିଥିବା କାମ ପୂରା ହୋଇଯିବ। ବୈବାହିକ ଜୀବନରେ ପ୍ରସନ୍ନତା ରହିବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।

ମିଥୁନ: ଆପଣଙ୍କ ପିଲା ଆପଣଙ୍କ ବେପାରରେ ପୂରା ସହଯୋଗ କରିବେ। ଅଚାନକ ଧନଲାଭ ହେବ। ବାଲ୍ୟବନ୍ଧୁ ସହ ଫୋନରେ ଦୀର୍ଘ ସମୟ କଥା ହେବେ। ରାଜନୀତିରେ ସଫଳତା ପାଇବେ।

କର୍କଟ: ଧର୍ମକାର୍ଯ୍ୟରେ ମନ ଲାଗିବ। ଜମି ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଆପଣଙ୍କ ମନ ଅନ୍ତରଙ୍ଗବନ୍ଧୁ ସହ ମିଶିବାକୁ ଚାହିଁବ। ଚାକିରିଜୀବୀଙ୍କର ପଦୋନ୍ନତି ହୋଇପାରେ।

ସିଂହ: ପୂଜାପାଠରେ ସମୟ ବିତିବ। ଅଫିସରେ ଆପଣ କୌଣସି ବଡ଼ ଦାୟିତ୍ବ ପାଇବେ। ବ୍ୟବସାୟ କାମରେ ଜିଲ୍ଲା ବାହାରକୁ ଯିବାର ଯୋଜନା କରିବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ।

କନ୍ୟା: ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। କୌଣସି ବି କାମ ତରବରିଆ କରନ୍ତୁ ନାହିଁ। ବନ୍ଧୁ ସହ ମିଶିବା ପାଇଁ ତାଙ୍କ ଘରକୁ ଯାଇପାରନ୍ତି। କାର୍ ସାବଧାନତାର ସହ ଚଳାନ୍ତୁ।

ତୁଳା: ଯେଉଁ କାମ କରିବାକୁ ଭାବିଛନ୍ତି ତାହା ପୂରା ହୋଇଯିବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କର ପଦୋନ୍ନତି ହୋଇପାରେ। ଜୀବନସାଥୀଙ୍କୁ ଉପହାର ଦେବେ। ‌ସ୍ବାସ୍ଥ୍ୟ ଠିକ୍ ରହିବ।

ବିଛା: ଆପଣଙ୍କର ମନୋବଳ ଉଚ୍ଚା ରହିବ। ଅନ୍ୟମାନଙ୍କ ସହ କଥା କହିବାବେଳେ ଭାଷା ଠିକ୍ ରଖନ୍ତୁ। ବ୍ୟବସାୟରେ ପୁଞି ଲଗାଇ ପାରନ୍ତି। ସରକାରୀ ଚାକିରିଆଙ୍କର ପଦୋନ୍ନତି ହୋଇପାରେ।‌

ଧନୁ: ପୂଜାର୍ଚ୍ଚନାରେ ସମୟ ବିତିବ। ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ପାଇବେ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ‌

ମକର: ଆଗକୁ ବଢ଼ିବା ଲାଗି ଭଲ ଦିନଟିଏ। ରାଜନୀତିକ, ସାମାଜିକ କାର୍ଯ୍ୟରେ ସମୟ ଦେବେ। ବିଲଡ଼ର୍ସଙ୍କୁ ଧନଲାଭ ହେବ। ପରିବାରରେ ସୁଖଶାନ୍ତିର ବାତାବରଣ ରହିବ। ‌ଘରକୁ କୁଣିଆ ଆସିବେ।

କୁମ୍ଭ: ଆପଣଙ୍କ ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ। ବ୍ୟବସାୟରେ ଆର୍ଥିକ ସ୍ଥିତି ମଜଭୁତ ହେବ। ବିବାହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖକର ହେବ।

ମୀନ: ଜମିରେ ନିବେଶ ଲାଗି ଭଲ ଦିନଟିଏ। ଅଧିକ କ୍ରୋଧ କଲେ କାମରେ ଅବରୋଧ ହେବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଘରକୁ ଅଚାନକ କୌଣସି ବନ୍ଧୁ ଆସିପାରନ୍ତି।

Share197Tweet123
M M

M M

ଆଜିର ପାଗ

Bhubaneswar
October 21, 2025, 7:08 PM
 

SSE
Mainly clear
28°C
0.6 m/s
Apparent: 31°C
Pressure: 1010 mb
Humidity: 97%
Winds: 0.6 m/s SSE
Windgusts: 8.9 m/s
UV-Index: 0
Precip.: 0mm /53% / Rain
Sunrise: 5:43 AM
Sunset: 5:18 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

October 21, 2025
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

October 21, 2025
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom