• Latest
  • Trending

୩ ବିଶିଷ୍ଟ ଅର୍ଥନୀତି ବିଜ୍ଞାନୀଙ୍କୁ ମିଳିବ ନୋବେଲ ପୁରସ୍କାର

Oct-14-2025 08:53 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

୩ ବିଶିଷ୍ଟ ଅର୍ଥନୀତି ବିଜ୍ଞାନୀଙ୍କୁ ମିଳିବ ନୋବେଲ ପୁରସ୍କାର

by M M
Oct-14-2025 08:53 AM IST
in ଦେଶ ବିଦେଶ, ବଡ଼ ଖବର, ଶିକ୍ଷା
0
494
SHARES
1.4k
VIEWS
Share on FacebookShare on Twitter

ଘୋଷଣା ହେଲା ଅର୍ଥନୀତିରେ ନୋବେଲ ।  ଜୋୟେ ମୋକିର, ଫିଲିପ ଆଘିଅନ୍ ଏବଂ ପିଟର ହୋୱିଟଙ୍କୁ ମିଳିବ ଅର୍ଥନୀତିରେ ନୋବେଲ ସମ୍ମାନ।  ନବସୃଜନ ଜରିଆରେ ଆର୍ଥିକ ଅଭିବୃଦ୍ଧି ଉପରେ ଗବେଷଣା ପାଇଁ ୩ ଜଣଙ୍କୁ ମିଳିବ ଏହି ପୁରସ୍କାର ।

ଏନେଇ ରୟାଲ ସୁଇଡିସ ଏକାଡେମୀ ଅଫ ସାଇନ୍ସେସ ପକ୍ଷରୁ ଘୋଷଣା କରାଯାଇଛି । ସ୍ଥାୟୀ ଅଭିବୃଦ୍ଧି ଲାଗି ଗବେଷଣା ଦିଗରେ ୩ ବିଜ୍ଞାନୀ କରିଆସିଛନ୍ତି ଗବେଷଣା । ୧୯୬୯ରୁ ଦିଆଯାଉଛି ଅର୍ଥନୀତିରେ ନୋବେଲ । ଜୋଏଲ ମୋକିର ଜଣେ ଡଚ-ଇସ୍ରାଏଲୀ-ଆମେରିକୀୟ ଅର୍ଥନୀତିଜ୍ଞ । ଫିଲିପ ଆଘିଅନ ଫ୍ରାନ୍ସର ନାଗରିକ । ସେହିପରି ପିଟର ହୋୱିଟ ହେଉଛନ୍ତି କାନାଡ଼ା ବାସିନ୍ଦା ।

 ଜୋୟେ ମୋକିର, ଫିଲିପ ଆଘିଅନ ଓ ପିଟର ହୋୱିଟଙ୍କୁ ମିଳିବ ୨୦୨୫ ନୋବେଲ ପୁରସ୍କାର ନବସୃଜନ କିପରି ଅର୍ଥନୈତିକ ଅଭିବୃଦ୍ଧିକୁ ଆଗେଇ ନିଏ । ଏହାର ବାଖ୍ୟା ପାଇଁ ୩ ଅର୍ଥନୀତି ବିଜ୍ଞାନୀଙ୍କୁ ମିଳିବ ଚଳିତ ବର୍ଷର ଅର୍ଥନୈତିକ ବିଜ୍ଞାନ ୨୦୨୫ ନୋବେଲ ପୁରସ୍କାର । ଜୋୟେ ମୋକିର, ଫିଲିପ ଆଘିଅନ ଓ ପିଟର ହୋୱିଟଙ୍କୁ ମିଳିବ ଅର୍ଥନୀତି ବିଜ୍ଞାନ ନୋବେଲ । ସେଥିରୁ ୨ ଜଣ ଆମେରିକୀୟ ଓ ଜଣେ ବ୍ରିଟିଶ ନାଗରିକ । ମେଟାଲ ଅର୍ଗାନିକ ଫ୍ରେମୱର୍କ ବିକଶିତ କରିଥିବାରୁ ମିଳିବ ନୋବେଲ ପୁରସ୍କାର ।

ପ୍ରଯୁକ୍ତିବିଦ୍ୟା ପ୍ରଗତି ମାଧ୍ୟମରେ ନିରନ୍ତର ଅର୍ଥନୈତିକ ଅଭିବୃଦ୍ଧିକୁ ଅନୁମତି ଦେଉଥିବା ପ୍ରମୁଖ ପରିସ୍ଥିତି ଚିହ୍ନଟ କରିବା ପାଇଁ ଜୋଏଲ୍ ମୋକିରଙ୍କୁ ସମ୍ମାନିତ କରାଯିବ । ସେହିପରି ଫିଲିପ୍ ଆଘିଅନ୍ ଏବଂ ପିଟର୍ ହୋୱିଟ୍ ମିଳିତ ଭାବରେ ଅର୍ଥନୀତି ବିକାଶରେ “ସୃଜନଶୀଳ ବିନାଶ” ତତ୍ତ୍ୱ ପାଇଁ ପୁରସ୍କୃତ ହେବେ । ଯେଉଁଥିରେ ଅର୍ଥନୀତିର ପୁରୁଣା ପ୍ରକ୍ରିୟାଗୁଡ଼ିକୁ ହଟାଯାଇ, କିପରି ନୂଆ ଚିନ୍ତାଧାରା ସହିତ ନିରନ୍ତର ଅଭିବୃଦ୍ଧି ହାସଲ କରି ହେବ ତାହାକୁ ବାଖ୍ୟା କରିଛନ୍ତି ଆଘିନା ଓ ହୋୱିଟ । ଏହି ତିନି ବିଜ୍ଞାନୀ, ଦର୍ଶାଇଛନ୍ତି ଯେ ସମାଜରେ ଆର୍ଥିକ ବିକାଶ ଏବଂ ପ୍ରଗତି ପାଇଁ ନବସୃଜନ କାହିଁକି ଗୁରୁତ୍ୱପୂର୍ଣ୍ଣ ।

Share198Tweet124
M M

M M

ଆଜିର ପାଗ

Bhubaneswar
October 22, 2025, 1:46 AM
 

NW
Clear sky
25°C
0.6 m/s
Apparent: 32°C
Pressure: 1010 mb
Humidity: 91%
Winds: 0.6 m/s NW
Windgusts: 7.5 m/s
UV-Index: 0
Precip.: 0mm /45% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

October 21, 2025
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

October 21, 2025
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom