• Latest
  • Trending
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

Oct-14-2025 02:30 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

Oct-20-2025 11:12 AM IST
ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

Oct-20-2025 10:18 AM IST
ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

Oct-20-2025 09:53 AM IST
  • About
  • Careers
  • Contact Us
Tuesday, October 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

by M M
Oct-14-2025 02:30 PM IST
in ରାଜନୀତି, ରାଜ୍ୟ
0
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା
574
SHARES
1.6k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆ ଜିତିବେ । ଏନେଇ ସ୍ପଷ୍ଟ କଥା କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର । ତାଙ୍କ କହିବା କଥା ଜୟଙ୍କ  ନାମ ଚୂଡ଼ାନ୍ତ ହୋଇସାରିଛି ।  ୧୬ ତାରିଖରେ ଜୟ ନାମାଙ୍କନ ଭରିବେ ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦଳର ଅନ୍ୟ ବରିଷ୍ଠ ନେତାମାନେ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ।

ସେ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ ଲୋକମାନେ ବିଜେପିକୁ ପସନ୍ଦ କରୁଛନ୍ତି । ନୂଆପଡ଼ାର ଲୋକ ମଧ୍ୟ ବିଜେପିକୁ ଭୋଟ ଦେବାକୁ ଅପେକ୍ଷା କରିଛନ୍ତି । ଏଥିପାଇଁ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ। ବିଜେଡି ନେତାମାନେ କେବଳ କଥା କହୁଛନ୍ତି । ସେମାନେ ଏଯାଏ ପ୍ରାର୍ଥୀ ସ୍ଥିର କରିପାରିନାହିଁ।  ସେପଟେ  କଂଗ୍ରେସକୁ ଲୋକେ ପସନ୍ଦ କରୁନାହାନ୍ତି। ଏଣୁ ବିଜେପି ଏଠାରେ ଜିତିବା ସୁନିଶ୍ଚିତ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର।

ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ମନ୍ତ୍ରୀ ସାଂସଦ ଓ ବିଧାୟକ ବିଶାଳ ରାଲିରେ ଆସିବେ। ସେହି ଦିନ ଆୟୋଜିତ ହେବ  ଏକ ବିଶାଳ ସମାବେଶ । ଯେଉଁଥିରେ ୨୦୦୦ ରୁ ଅଧିକ କଂଗ୍ରେସ ଓ ବିଜେଡି କର୍ମୀ ବିଜେପିରେ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର।

ସୁଜିତ କହିଛନ୍ତି , ୨୪ ନିର୍ବାଚନ ଭଳି ନୂଆପଡ଼ାରେ ମଧ୍ୟ ବିଜେପିକୁ ଲୋକ ଆଶୀର୍ବାଦ କରିବେ । କାରଣ ଦେଢ଼ ବର୍ଷ ଭିତରେ ସୁଭଦ୍ରା ଯୋଜନାରେ ଭଉଣୀମାନେ ଉପକୃତ ହୋଇଛନ୍ତି । ଏମଏସପି ବୃଦ୍ଧି, ପିଏମ କିଷାନରେ  କୃଷକମାନେ ଉପକୃତ ହୋଇଛନ୍ତି ।  ଯୁବକଙ୍କ ବିକାଶ ପାଇଁ ବିଜେପି ସରକାର ଅନେକ କାମ କରିଛି । କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଜ୍ୟରେ ମୋହନଙ୍କ ନେତୃତ୍ୱରେ ବିକାଶ ପଥରେ ଆଗେଇ ଚାଲିଛି ଓଡ଼ିଶା । ତେଣୁ ନୂଆପଡ଼ା ଜନତା ମଧ୍ୟ ବିଜେପିକୁ ଭରସା କରିବେ ।

Share230Tweet144
M M

M M

ଆଜିର ପାଗ

Bhubaneswar
October 21, 2025, 4:09 PM
 

ENE
Partly cloudy
30°C
2.1 m/s
Apparent: 31°C
Pressure: 1010 mb
Humidity: 97%
Winds: 2.1 m/s ENE
Windgusts: 8.9 m/s
UV-Index: 0
Precip.: 0mm /53% / Rain
Sunrise: 5:43 AM
Sunset: 5:18 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

October 21, 2025
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

October 21, 2025
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom