• Latest
  • Trending
ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ

ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ

Oct-15-2025 07:10 PM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ

ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by M M
Oct-15-2025 07:10 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ
492
SHARES
1.4k
VIEWS
Share on FacebookShare on Twitter

ଭାରତୀୟ ଜନତା ପାର୍ଟୀ ସଂସଦୀୟ ବୋର୍ଡ ତରଫରୁ ଆଜି ନୂଆପଡା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଘୋଷଣା କରାଯାଇଛି । ଦଳୀୟ ପ୍ରାର୍ଥୀ ଶ୍ରୀ ଜୟ ଢୋଲକିଆ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବେ ।

ଆସନ୍ତା କାଲି ସକାଳ ୧୦.୩୦ ଘଟିକାରେ ନୂଆପଡାସ୍ଥିତ ‘ଗୋତମା’ ଏୟାରଷ୍ଟ୍ରିପଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହେବ ଏବଂ ଏଥିରେ ବିଜେଡି ଓ କଂଗ୍ରେସ ଦଳର ଶତାଧିକ ସରପଂଚ, ସମିତି ସଭ୍ୟ, ୱାର୍ଡମେମ୍ବରଙ୍କ ସମେତ ପୂର୍ବତନ ଜନପ୍ରତିନିଧି ଓ ସମର୍ଥକମାନେ ସାମିଲ ହେବେ । ଏହା ପରେ ଏକ ବିଶାଳ ଶୋଭାଯାତ୍ରାରେ ଶ୍ରୀ ଢୋଲକିଆ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ପତ୍ର ଦାଖଲ କରିବେ ।

ଏହି ଅବସରରେ ହଜାର ହଜାର କାର୍ଯ୍ୟକର୍ତା ଓ ସାଧାରଣ ଜନତାଙ୍କ ଗହଣରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ଉପମୁଖ୍ୟମନ୍ତ୍ରୀ କେ.ଭି.ସିଂହଦେଓ, ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ, ସାଂସଦ ଓ ବିଧାୟକ ଏବଂ ଦଳୀୟ ପଦାଧିକାରୀ ଓ ନେତୃବୃନ୍ଦ ଉପସ୍ଥିତ ରହିବେ ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ ସୁଚନା ଦେଇଛନ୍ତି ।

୧୬ ତାରିଖରେ ନୂଆପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ । ଏ ନେଇ ସୂଚନା ଦେଲେ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର । ସେହିଦିନ ଦୁଇ ହଜାରରୁ ଅଧିକ କଂଗ୍ରେସ ଓ ବିଜେଡି କର୍ମୀ ବିଜେପିରେ ସାମିଲ ହେବେ ବୋଲି ସୁଜିତ କୁମାର ସୂଚନା ଦେଇଛନ୍ତି । ସେ ଆହୁରି କହିଛନ୍ତି ଯେ, ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି । କେବଳ ଘୋଷଣା ବାକି ରହିଛି ।

ବିଜେପି ସରକାରକୁ ଆସିବା ପରେ ପ୍ରଥମ ଥର ଉପନିର୍ବାଚନକୁ ସାମ୍ନା କରୁଛି । ଏମିତିରେ ନୂଆପଡ଼ା ଦଖଲ ବିଜେପି ପାଇଁ ବଡ଼ ଚାଲେଞ୍ଜ ହୋଇଛି । ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛି ବିଜେପି । ମଣ୍ଡଳ ଠାରୁ ଆରମ୍ଭ କରି ପଞ୍ଚାୟତ ଓ ବ୍ଲକ ଜଗିବେ ବିଜେପି ବିଧାୟକ, ମନ୍ତ୍ରୀ, ସାଂସଦ । ପ୍ରତି ମଣ୍ଡଳ ଦାୟିତ୍ବରେ ରହିବେ ଜଣେ ଲେଖାଏଁ ମନ୍ତ୍ରୀ । ମନ୍ତ୍ରୀଙ୍କ ଅଧୀନରେ ରହିବ ୬ ରୁ ୮ ପଞ୍ଚାୟତ । ପ୍ରତି ପଞ୍ଚାୟତ ଦାୟିତ୍ବରେ ରହିବେ ଜଣେ ଲେଖାଏଁ ବିଧାୟକ ଓ ପୂର୍ବତନ ବିଧାୟକ । ସମସ୍ତ ସାଂସଦ, ବିଧାୟକ, ପୂର୍ବତନ ବିଧାୟକଙ୍କୁ ଦିଆଯାଇଛି ଦାୟିତ୍ବ । ଏମିତିକି ନିଜେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡ଼ାରେ ମାରାଥନ  ପ୍ରଚାରକୁ ଓହ୍ଲାଇବାକୁ ପ୍ଲାନ୍‌ ପ୍ରସ୍ତୁତ ହୋଇଛି ।

ଆସନ୍ତା ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ପଡିବ ।  ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ ।

Share197Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 4:01 PM
 

NNE
Mainly clear
25°C
0.7 m/s
Apparent: 19°C
Pressure: 1014 mb
Humidity: 97%
Winds: 0.7 m/s NNE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom