• Latest
  • Trending
ନୁଆପଡା ଉପନିର୍ବାଚନ ପାଇଁ ଜାଣନ୍ତୁ ବିଜେପିର ଷ୍ଟାର ପ୍ରଚାରକ କିଏ ?

ନୁଆପଡା ଉପନିର୍ବାଚନ ପାଇଁ ଜାଣନ୍ତୁ ବିଜେପିର ଷ୍ଟାର ପ୍ରଚାରକ କିଏ ?

Oct-17-2025 09:33 AM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
odisha.newsroom.in

ଯୁଦ୍ଧର ଭୟ ଭିତରେ ଭାରତକୁ କାହିଁକି ଧନ୍ୟବାଦ ଜଣାଇଲା ଇରାନ ?

Mar-28-2026 11:07 AM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନୁଆପଡା ଉପନିର୍ବାଚନ ପାଇଁ ଜାଣନ୍ତୁ ବିଜେପିର ଷ୍ଟାର ପ୍ରଚାରକ କିଏ ?

by M M
Oct-17-2025 09:33 AM IST
in ରାଜନୀତି, ରାଜ୍ୟ
0
ନୁଆପଡା ଉପନିର୍ବାଚନ ପାଇଁ ଜାଣନ୍ତୁ ବିଜେପିର ଷ୍ଟାର ପ୍ରଚାରକ କିଏ ?
491
SHARES
1.4k
VIEWS
Share on FacebookShare on Twitter

ନୁଆପଡା ଉପନିର୍ବାଚନ ପାଇଁ  ୪୦ ଜଣିଆ ତାରକା ପ୍ରଚାରକ ତାଲିକା ବିଜେପି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିଛି । ଏହି ତାରକା ପ୍ରଚାରକମାନେ ପ୍ରଚାରର ମଙ୍ଗ ଧରିବେ ।  କାର୍ଯ୍ୟକର୍ତାଙ୍କୁ ଉତ୍ସାହିତ କରିବେ ।  ଦଳ ସହିତ ଯୋଡି ହୋଇ ବିଜେପି ପ୍ରାର୍ଥୀଙ୍କୁ ବିଜୟ କରିବା ପାଇଁ ପ୍ରଚାର କରିବେ ବୋଲି ରାଜ୍ୟ ମୁଖପାତ୍ର  ସତ୍ୟବ୍ରତ ପଣ୍ଡା କହିଛନ୍ତି ।
ଏହି ତାଲିକାରେ  ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶ୍ରୀ ଜୁଏଲ ଓରାମ, ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଏ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂସଲ, ରାଷ୍ଟ୍ରୀୟ ଉପସଭାପତି ତଥା ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡୀ ପ୍ରମୁଖ ରହିଛନ୍ତି ।

ଏହା ସହ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଭି ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡ. ସମ୍ବିତ ପାତ୍ର, ବରିଷ୍ଠ ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି ତଥା ବରିଷ୍ଠ ନେତା ଶ୍ରୀ ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ସାଂସଦ ଶ୍ରୀ ବିଜମୋହନ ଅଗ୍ରଓ୍ବାଲ, ଶ୍ରୀମତୀ ସଂଗୀତା ସିଂହଦେଓ, ପଂଚାୟତିରାଜ ଏବଂ ପାନୀୟ ଜଳ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଆଦିବାସୀ କଲ୍ୟାଣ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ସାମିଲ ଅଛନ୍ତି ।

ତାଲିକାରେ  ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଛତିଶଗଡ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଗୁରୁ ଖୁସଓ୍‌ôନ୍ତ ସାହବ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, ସାଂସଦ ଶ୍ରୀମତୀ ରୁପକୁମାରୀ ଚୈାଧୁରୀ, ଶ୍ରୀମତୀ ମାଳବିକା ଦେବୀ, ପୂର୍ବତନ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ, ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ପୂର୍ବତନ ସାଂସଦ ଶ୍ରୀ ଅନୁଭବ ମହାନ୍ତି, ବିଧାୟକ ଶ୍ରୀ ଆକାଶ ଦାଶ ନାୟକ, ରାଜ୍ୟ ସାଧାରଣ ସଂପାଦକ(ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ବରିଷ୍ଠ ନେତା ଶ୍ରୀ ରଞ୍ଜନ କୁମାର ପଟେଲ, ପ୍ରସିଦ୍ଧ ଅଭିନେତା ତଥା ଛତିଶଗଡ ବିଧାୟକ ଶ୍ରୀ ଅନୁଜ ଶର୍ମା, ଶ୍ରୀ ରୋହିତ ସାହୁ, ଶ୍ରୀ ଯୋଗେଶ୍ୱର ରାଜୁ ସିହ୍ନା, ଶ୍ରୀ ଲକ୍ଷ୍ମଣ ବାଗ ଏବଂ ଶ୍ରୀ ସନତ ଗଡତିଆ ପ୍ରମୁଖ ସାମିଲ ଅଛନ୍ତି ।
ଏହି ଅବସରରେ ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଦିଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ, ରାଜ୍ୟ ଲିଗାଲ ସେଲ ସଂଯୋଜକ ଜୟନ୍ତ ଜେନା, ବରିଷ୍ଠ ନେତା ମୁରଲୀ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Tags: nuapada
Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 12:43 PM
 

S
Mainly clear
34°C
3 m/s
Apparent: 40°C
Pressure: 1006 mb
Humidity: 51%
Winds: 3 m/s S
Windgusts: 10.2 m/s
UV-Index: 8.8
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom