• Latest
  • Trending
ଭୂପେନ୍ଦ୍ର ପଟେଲ ସରକାରଙ୍କ ନୂଆ ମନ୍ତ୍ରୀ, ଜାଣନ୍ତୁ କିଏ ପାଇଲେ ସ୍ଥାନ ?

ଭୂପେନ୍ଦ୍ର ପଟେଲ ସରକାରଙ୍କ ନୂଆ ମନ୍ତ୍ରୀ, ଜାଣନ୍ତୁ କିଏ ପାଇଲେ ସ୍ଥାନ ?

Oct-17-2025 01:02 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
  • About
  • Careers
  • Contact Us
Thursday, March 19, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଭୂପେନ୍ଦ୍ର ପଟେଲ ସରକାରଙ୍କ ନୂଆ ମନ୍ତ୍ରୀ, ଜାଣନ୍ତୁ କିଏ ପାଇଲେ ସ୍ଥାନ ?

ଜାଡେଜାଙ୍କ ପତ୍ନୀ ରିଭାବା ପାଇଲେ ମନ୍ତ୍ରୀ ପଦ

by M M
Oct-17-2025 01:02 PM IST
in ଦେଶ ବିଦେଶ, ରାଜନୀତି
0
ଭୂପେନ୍ଦ୍ର ପଟେଲ ସରକାରଙ୍କ ନୂଆ ମନ୍ତ୍ରୀ, ଜାଣନ୍ତୁ କିଏ ପାଇଲେ ସ୍ଥାନ ?
492
SHARES
1.4k
VIEWS
Share on FacebookShare on Twitter

ଗୁଜରାଟରେ ଭୂପେନ୍ଦ୍ର ପଟେଲ ସରକାରଙ୍କ ନୂତନ ମନ୍ତ୍ରୀମାନେ ଶପଥ ଗ୍ରହଣ ନେଇଛନ୍ତି । ପୂର୍ବରୁ ଗୃହମନ୍ତ୍ରୀ ଥିବା ହର୍ଷ ସାଂଘଭି ପ୍ରଥମେ ଶପଥ ଗ୍ରହଣ କରିଥିଲେ। ତାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି।  ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ବ୍ୟତୀତ ତ୍ରିକମ ବିଜଲ ଛଙ୍ଗା, ସ୍ବରୂପଜୀ ସର୍ଦ୍ଦାରଜୀ ଠାକୁର, ପ୍ରବୀଣ ମାଲି, ଋଷିକେଶ ପଟେଲ, ପିସି ବରଣ୍ଡା, ଦର୍ଶନ ବାଘେଲା, କାନ୍ତିଲାଲ ଅମୃତିଆ, କୁୱଁରଜୀଭାଇ ବାବଲିଆ, ରିଭାବା ଜାଡେଜା, ଅର୍ଜୁନ ମୋଢ଼ୱାଡିୟା, ଡ. ପ୍ରଦ୍ୟୁମ୍ନ ୱାଜା, କୌଶିକ୍ ବେକରିୟା, ପରଷୋତ୍ତମ ସୋଲଙ୍କି, ଜିତେନ୍ଦ୍ର ବାଘାନି, ରମଣ ସୋଲଙ୍କି, କମଲେଶ ପଟେଲ, ସଞ୍ଜୟ ସିଂ ମହିଡା, ରମେଶ କଟାରା, ପ୍ରଫୁଲ୍ଲ ପାନସେରିଆ, ହର୍ଷ ସାଙ୍ଗବୀ, ମନୀଷା ବକିଲ ଏବଂ ଈଶ୍ୱର ସିଂ ପଟେଲ ଅନ୍ତର୍ଭୁକ୍ତ।

ନୂଆ ମନ୍ତ୍ରୀମଣ୍ଡଳରେ ଗୁଜୁରାଟର ୯ଜଣ ପୂର୍ବତନ ମନ୍ତ୍ରୀଙ୍କୁ ହଟାଇ ଦିଆଯାଇଥିବାବେଳେ ୬ଜଣ ପୁରୁଣା ଚେହେରାକୁ ନୂତନ କ୍ୟାବିନେଟରେ ଅନ୍ତର୍ଭୁକ୍ତ କରାଯାଇଛି। ମୋଟ ୨୬ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି, ଯେଉଁଥିରେ ତିନି ଜଣ ମହିଳା ଅଛନ୍ତି। ମୁଖ୍ୟମନ୍ତ୍ରୀ ସମେତ ଆଠ ଜଣ ମନ୍ତ୍ରୀ ପଟେଲ ସମ୍ପ୍ରଦାୟର । ଆଠ ଜଣ ଓବିସି, ତିନି ଜଣ ଏସସି, ଚାରି ଜଣ ଏସଟି ଏବଂ ତିନି ଜଣ ମହିଳା। ୧୯ ଜଣ ନୂତନ ମୁହଁ ଅଛନ୍ତି। ଯେଉଁମାନେ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଛନ୍ତି । ପୂର୍ବରୁ ଗୁରୁବାର, ସମସ୍ତ ୧୬ ଜଣ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଇସ୍ତଫାପତ୍ର ଦାଖଲ କରିଥିଲେ।

ଏହି ଅଦଳବଦଳକୁ ୨୦୨୭ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ସହିତ ଯୋଡାଯାଉଛି। ପୂର୍ବରୁ ଗୁଜୁରାଟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ, ଆଠ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ଆଠ ଜଣ ରାଷ୍ଟ୍ରମନ୍ତ୍ରୀ (ଏମ୍ଓଏସ୍) ସମେତ ୧୭ ଜଣ ମନ୍ତ୍ରୀ ଥିଲେ। ଏହି ସଂଖ୍ୟା ଏବେ ୨୬ କୁ ବୃଦ୍ଧି ପାଇବ।

 

Share197Tweet123
M M

M M

ଆଜିର ପାଗ

Bhubaneswar
March 19, 2026, 1:01 AM
 

S
Overcast
24°C
1.2 m/s
Apparent: 29°C
Pressure: 1011 mb
Humidity: 92%
Winds: 1.2 m/s S
Windgusts: 5.4 m/s
UV-Index: 0
Precip.: 5.1mm /55% / Rain
Sunrise: 5:51 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

March 18, 2026
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

March 18, 2026
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom