• Latest
  • Trending
ଆପଣଙ୍କ ରାଶିଫଳ କଣ କହୁଛି ?

ଆପଣଙ୍କ ରାଶିଫଳ କଣ କହୁଛି ?

Oct-18-2025 08:58 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

ଆପଣଙ୍କ ରାଶିଫଳ କଣ କହୁଛି ?

by M M
Oct-18-2025 08:58 AM IST
in ଆପଣଙ୍କ ଭାଗ୍ୟ
0
ଆପଣଙ୍କ ରାଶିଫଳ କଣ କହୁଛି ?
491
SHARES
1.4k
VIEWS
Share on FacebookShare on Twitter

ମେଷ : ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ  । ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ । ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ । କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ । ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ । ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।

ବୃଷ: ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ । ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ । କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ ।

ମିଥୁନ:  ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।

କର୍କଟ: ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ  ।

ସିଂହ : ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |

କନ୍ୟା:ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |

ତୁଳା: ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |

ବିଛା: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ବେପାରରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ ସମ୍ମାନ ବଢ଼ିବ। ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ।

ଧନୁ: କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଛାତ୍ରଛାତ୍ରୀ ପରିଶ୍ରମର ସଫଳତା ପାଇବେ।

ମକର: ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପରିବାର ଲୋକଙ୍କ ମଧ୍ୟରେ ମଧୁର ବାତାବରଣ ରହିବ। ଅଫିସର କୌଣସି କାମରେ ଦୂରସ୍ଥାନକୁ ଯିବେ। ଜମି ସମ୍ବନ୍ଧୀୟ କୌଣସି କାମ ସମାଧାନ ହେବ।

କୁମ୍ଭ: କ୍ୟାରିୟରରେ ସଫଳତା ପାଇବେ। ଘରକୁ କୌଣସି ବନ୍ଧୁର ଆଗମନ ହେବ। ଛାତ୍ର ନିଜ କ୍ୟାରିୟରରେ ସଫଳତାର ଖୁବ୍ ନିକଟବର୍ତ୍ତୀ ହୋଇପାରିବେ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମୀନ: ମନରେ କିଛି ନୂଆ କରିବାର ଆଗ୍ରହ ବଢ଼ିବ। ଆମଦାନିର ନୂଆ ଉତ୍ସ ପାଇବେ। ସମାଜର ଲୋକ ଆପଣଙ୍କ ବ୍ୟକ୍ତିତ୍ବରେ ପ୍ରସନ୍ନ ରହିବେ। କୌଣସି ଖବର ପାଇ ଖୁସିରେ ଆତ୍ମହରା ହେବେ। ବୈବାହିକ ଜୀବନ ସୁଖକର ହେବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 7:33 PM
 

S
Overcast
28°C
3.9 m/s
Apparent: 32°C
Pressure: 1007 mb
Humidity: 80%
Winds: 3.9 m/s S
Windgusts: 9.7 m/s
UV-Index: 0
Precip.: 0mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom