• Latest
  • Trending
ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମକରି ରାସ୍ତାକଡ଼ରେ ଫୋପାଡ଼ିଲେ

ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମକରି ରାସ୍ତାକଡ଼ରେ ଫୋପାଡ଼ିଲେ

Oct-18-2025 10:08 AM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମକରି ରାସ୍ତାକଡ଼ରେ ଫୋପାଡ଼ିଲେ

by M M
Oct-18-2025 10:08 AM IST
in ଅପରାଧ, ରାଜ୍ୟ
0
ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମକରି ରାସ୍ତାକଡ଼ରେ ଫୋପାଡ଼ିଲେ
506
SHARES
1.4k
VIEWS
Share on FacebookShare on Twitter

ରାଜଧାନୀରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛନ୍ତି। କଡ଼ା ସୁରକ୍ଷାରେ ଥିବା ଅଶୋକନଗର ଅଞ୍ଚଳରେ ଏଭଳି ଘଟଣା ଘଟିଛି ।  ପୁଲିସ୍ ସୂଚନା ଅନୁସାରେ  ନାବାଳିକାଙ୍କର ଚିକିତ୍ସା ଚାଲିଛି ।  କ୍ୟାପିଟାଲ୍ ହସ୍ପିଟାଲର ଡାକ୍ତରମାନେ ଚିକିତ୍ସା କରୁଛନ୍ତି।   ପୁଲିସ୍ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ତାଙ୍କର ଘର ବିହାରରେ ବୋଲି ଜଣାପଡ଼ିଛି । ଗତକାଲି ରାତିରେ ଅଶୋକ ନଗର ଅଞ୍ଚଳରେ ନାବାଳିକା ଜଣଙ୍କ ରାସ୍ତାକଡ଼ରେ ପଡ଼ି ଛଟପଟ ହେଉଥିଲେ ।  ଏବେ କ୍ୟାପିଟାଲ୍ ହସ୍ପିଟାଲ୍ ଆଇସିୟୁରେ ଅଛନ୍ତି। ପୁଲିସ୍ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରୁଛି । ଘଟଣା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଜଣେ ୧୭ ବର୍ଷର ନାବାଳିକା ଅଶୋକ ନଗର ଅଞ୍ଚଳ ରାସ୍ତା କଡ଼ରେ ପଡ଼ି ଛଟପଟ ହେଉଥିଲେ ।  କିଛି ଲୋକ ରାତିରେ ତାଙ୍କୁ ଦେଖି ଘଟଣାସ୍ଥଳକୁ ଯାଇ ପୋଲିସକୁ ଖବର ଦେଇଥିଲେ ।  ନାବାଳିକାଙ୍କର ଦେହର ବିଭିନ୍ନ ସ୍ଥାନ କ୍ଷତାକ୍ତ ହୋଇଥିଲା। ପିନ୍ଧିଥିବା ପୋଷାକ ଚିରିଯାଇଥିବା ଦେଖିବାକୁ ମିଳିଥିଲା।  ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁଉଦ୍ଧାର କରି କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସା ସମୟରେ ଡାକ୍ତର ଜାଣିବାକୁ ପାଇଥିଲେ ନାବଳିକା ସହ ଦୁଷ୍କର୍ମ ହୋଇଛି । ନାବାଳିକା ଜଣଙ୍କ  ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଘର ବିହାର ରାଜ୍ୟରେ ବୋଲି ନାବାଳିକା କହିଛନ୍ତି ।  ପୋଲିସ୍ ବିଳମ୍ବିତ ରାତିରେ ଗଣବଳାତ୍କାର ଓ ପୋକ୍ସୋ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ନାବାଳିକାର ପରିବାର ଲୋକଙ୍କୁ ଯୋଗାଯୋଗ କରାଯାଇଛି।

 

Share202Tweet127
M M

M M

ଆଜିର ପାଗ

Bhubaneswar
October 22, 2025, 11:54 AM
 

ENE
Partly cloudy
32°C
3.6 m/s
Apparent: 32°C
Pressure: 1011 mb
Humidity: 93%
Winds: 3.6 m/s ENE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

October 22, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom