• Latest
  • Trending
ମାହାଙ୍ଗାରେ ବାଇକ ଶୋଭାଯାତ୍ରାରେ ସାମିଲ ହେଲେ ସାଂସଦ ବୈଜୟନ୍ତ ପଣ୍ଡା

ମାହାଙ୍ଗାରେ ବାଇକ ଶୋଭାଯାତ୍ରାରେ ସାମିଲ ହେଲେ ସାଂସଦ ବୈଜୟନ୍ତ ପଣ୍ଡା

Oct-18-2025 04:41 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-06-2026 06:15 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-05-2026 06:57 AM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-05-2026 06:55 AM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-05-2026 07:39 AM IST
ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

Feb-04-2026 10:25 PM IST
ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

Feb-04-2026 10:21 PM IST
ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

Feb-04-2026 10:17 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
  • About
  • Careers
  • Contact Us
Friday, February 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ମାହାଙ୍ଗାରେ ବାଇକ ଶୋଭାଯାତ୍ରାରେ ସାମିଲ ହେଲେ ସାଂସଦ ବୈଜୟନ୍ତ ପଣ୍ଡା

by M M
Oct-18-2025 04:41 PM IST
in ରାଜ୍ୟ
0
ମାହାଙ୍ଗାରେ ବାଇକ ଶୋଭାଯାତ୍ରାରେ ସାମିଲ ହେଲେ ସାଂସଦ ବୈଜୟନ୍ତ ପଣ୍ଡା
496
SHARES
1.4k
VIEWS
Share on FacebookShare on Twitter

କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତକୋଇଲିରେ ବିଜେପିର ବାଇକ ଶୋଭାଯାତ୍ରାରେ ହଜାର ହଜାର ବିଜେପି କର୍ମୀଙ୍କ ସହ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା । ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବା ସହ ବିଜେପି ସରକାର କିପରି ଲୋକଙ୍କ ମଙ୍ଗଳ ପାଇଁ ବିଭିନ୍ନ ଯୋଜନା କରିଛନ୍ତି ତା ଉପରେ କହିଥିଲେ । ମୋଦି ସରକାରଙ୍କ ଯୋଜନାଗୁଡ଼ିକର ପ୍ରଶଂସା କରିଥିଲେ । ଗ୍ରାମ୍ୟ ଉନ୍ନୟନ ବିଭାଗର ଦୁଇଟି ରାସ୍ତାର ଭିତ୍ତି ପ୍ରସ୍ତର ଶୁଭ ଦେବା ଅବସରରେ  ସାଂସଦ ବୈଜୟନ୍ତ ପଣ୍ଡା କୁଳିଆ ଠାରୁ ସୁକରପଡ଼ା ପଯ୍ୟନ୍ତ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନଙ୍କ ନେତୃତ୍ୱରେ  ବିରାଟ ବାଇକ ଶୋଭାଯାତ୍ରାରେ ଆସିଥିଲେ । ପ୍ରଥମେ ନିଶ୍ଚିନ୍ତକୋଇଲି ଠାରେ ୮ ନମ୍ବର କେନାଲ ରାସ୍ତାର ଭିତ୍ତି ପ୍ରସ୍ତର ଦେବା ସହ ପରେ ସୁକରପଡ଼ା ଠାରେ ସୁକରପଡ଼ା ଠାରୁ କୁରୁଜଙ୍ଗା ପର୍ୟ୍ୟନ୍ତ ଯାଇଥିବା ୯ ନମ୍ବର କେନାଲ ରାସ୍ତାର ଭିତ୍ତି ପ୍ରସ୍ତର ଦେଇଥିଲେ । ସ୍ଥାନୀୟ କର୍ମୀଙ୍କ ସହିତ ବହୁ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଏବଂ ସ୍ତାନୀୟ ଲୋକମାନେ ଏହି ସବୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Share198Tweet124
M M

M M

ଆଜିର ପାଗ

Bhubaneswar
February 6, 2026, 6:23 PM
 
E
Clear sky
27°C
0.6 m/s
Apparent: 26°C
Pressure: 1015 mb
Humidity: 45%
Winds: 0.6 m/s E
Windgusts: 5.5 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:40 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 6, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 5, 2026
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

February 5, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom