• Latest
  • Trending
ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ, କହିଲେ ଏଥର ଜିତିବି

ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ, କହିଲେ ଏଥର ଜିତିବି

Oct-18-2025 05:40 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ, କହିଲେ ଏଥର ଜିତିବି

1997 ମସିହା ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଜଗନ୍ନାଥ ପଟ୍ଟନାୟକ ଏହି ଆସନରୁ ବିଜୟୀ ହୋଇଥିଲେ

by M M
Oct-18-2025 05:40 PM IST
in ରାଜନୀତି, ରାଜ୍ୟ
0
ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ, କହିଲେ ଏଥର ଜିତିବି
492
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖଡ଼ିଆଳ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ମାଝୀ ଙ୍କ ସହ କଂଗ୍ରେସର  ବରିଷ୍ଠ ସଦସ୍ୟମାନେ ଉପସ୍ଥିତ ଥିଲେ ।  ପାର୍ଥୀପତ୍ର ଦାଖଲ ବେଳେ ଦଳର ହେଭିଓ୍ବେଟ୍‌ ନେତାମାନେ ଏଥର କଂଗ୍ରେସ ଜିତିବ ବୋଲି କହିଛନ୍ତି । ଗତଥର କମ ଭୋଟରେ ଘାସିରାମ ମାଝୀ  ନିର୍ବାଚନ ହାରି ଯାଇଥିଲେ । ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢ଼ୋଲକିଆଙ୍କଠାରୁ 10 ହଜାର ଭୋଟରେ ହାରିଥିଲେ ଘାସିରାମ ।   ନୂଆପଡ଼ା ଉପ ନିର୍ବାଚନରେ କଂଗ୍ରେସ ପାଇଁ  ୪୦ ଜଣିଆ ଷ୍ଟାର୍‌ ପ୍ରଚାରକ ତାଲିକାରେ ଅଜୟ ଲଲ୍ଲୁ, ଭକ୍ତ ଦାସ, ରାମଚନ୍ଦ୍ର କାଡ଼ାମ, ଭୁପେଶ ବଘେଲ, ସଚିନ ପାଇଲଟ, ରେବନ୍ତ ରେଡ୍ଡୀ ମଧ୍ୟ ପ୍ରଚାର କରିବେ। ଏହାସହ କହ୍ନେୟା କୁମାର, ଅଲକା ଲାମ୍ବା, ନିରଞ୍ଜନ ପଟ୍ଟନାୟକ ପ୍ରଚାର କରିବେ। ନରସିଂହ ମିଶ୍ର, ତାରା ବାହିନୀପତି, ମନୋଜ ମିଶ୍ରଙ୍କୁ ବି ପ୍ରଚାର ଦାୟିତ୍ୱ ଦିଆଯାଇଛି। ଯଦି ବିଜେପି-ବିଜେଡି ମଧ୍ୟରେ ଲଢ଼େଇ ହୁଏ ତେବେ କଂଗ୍ରେସର ଫାଇଦା ହେବ ବୋଲି ଚର୍ଚା ହେଉଛି । ତେବେ ଏଥର ଆଦିବାସୀ ଭୋଟ ଯାହାକୁ ଯିବ , ସେହିଁ ନିର୍ବାଚନ ଜିତିବ ।

1997 ମସିହା ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଜଗନ୍ନାଥ ପଟ୍ଟନାୟକ ଏହି ଆସନରୁ ବିଜୟୀ ହୋଇଥିଲେ । 2000 ମସିହା ନିର୍ବାଚନରେ ବସନ୍ତ ପଣ୍ଡା ବିଧାୟକ ଭାବେ ନିର୍ବାଚନ ଜିତିଥିଲେ । ସେବେଠାରୁ କଂଗ୍ରେସ ଏହି ଆସନରେ ଆଉ ଜିତିପାରିନାହିଁ । ଅବଶ୍ୟ 1980 ମସିହାରେ ଏହି ଆସନରେ କଂଗ୍ରେସ ପ୍ରାର୍ଥୀ ଭାନୁପ୍ରକାଶ ଯୋଶୀ କଂଗ୍ରେସ ପ୍ରାର୍ଥୀ ଭାବେ ବିଜୟଲାଭ କରିଥିଲେ । ପୂର୍ବ ତଥ୍ୟ ଅନୁସାରେ ଏହି ଆସନରେ ବିଜେପି, ବିଜେଡି ଏବଂ କଂଗ୍ରେସର ପ୍ରାର୍ଥୀମାନେ ପୂର୍ବରୁ ଏହି ଆସନରେ ଜିତିଛନ୍ତି ।

ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ପ୍ରଥମ ଦଳ ଭାବେ କଂଗ୍ରେସ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା।  କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ସେ କଂଗ୍ରେସ ଟିକେଟ୍‌ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ। ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ। ‌ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା। ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ। କଂଗ୍ରେସ ପ୍ରାର୍ଥୀ ତଥା ତତ୍‌କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ମାତ୍ର ୧୫ହଜାର ଭୋଟ ପାଇ ଚତୁର୍ଥ ସ୍ଥାନରେ ରହିଥିଲେ। ଗତ ନିର୍ବାଚନ ସମୟରେ ଘାସିରାମ ୫୧ ହଜାର ଭୋଟ୍ ପାଇଥିଲେ, ତାହା କେବଳ ଆଦିବାସୀ ସଂଘ ଯୋଗୁ ମିଳିଥିଲା।

Share197Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 12:22 AM
 
NE
Clear sky
20°C
0.3 m/s
Apparent: 23°C
Pressure: 1018 mb
Humidity: 88%
Winds: 0.3 m/s NE
Windgusts: 6.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom