• Latest
  • Trending
ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

Oct-20-2025 09:53 AM IST
ହମାସକୁ କଡ଼ା ଚେତାବନୀ କାହିଁକି ଦେଲେ ଟ୍ରମ୍ପ

ହମାସକୁ କଡ଼ା ଚେତାବନୀ କାହିଁକି ଦେଲେ ଟ୍ରମ୍ପ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

ବିହାରରେ ଆସନ ଭାଗବଣ୍ଟା ଛିଣ୍ଡୁନି, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ଲାଗିରହିଛି ଦ୍ବନ୍ଦ୍ବ

Oct-20-2025 11:12 AM IST
ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଦୀପାବଳି ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

Oct-20-2025 10:18 AM IST
ଆଜିର ପାଣିପାଗ, କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା

ଆଜିର ପାଣିପାଗ, କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା

Oct-20-2025 07:18 AM IST
  • About
  • Careers
  • Contact Us
Tuesday, October 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ

ନୂଆପଡ଼ାରେ ହେବ କି ବିଜେପି-ବିଜେଡି ଟକ୍କର ?

by M M
Oct-20-2025 09:53 AM IST
in ରାଜନୀତି, ରାଜ୍ୟ
0
ନୂଆପଡ଼ାରେ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ପତ୍ର ଦାଖଲ କରିବେ
491
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ  ଆଜି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ କରିବେ ନାମାଙ୍କନ ପତ୍ର ଦାଖଲ । ଦଳର ପ୍ରମୁଖ ନେତା ଓ କର୍ମୀଙ୍କ ଗହଣରେ ଆସି ନାମାଙ୍କନ ଦାଖଲ କରିବେ । ଆଜି ନାମାଙ୍କନପତ୍ର ଦାଖଲର ରହିଛି ଶେଷ ଦିନ । ଗତକାଲି ନୂଆପଡ଼ାରେ ମେଗା ରୋଡ ସୋ କରିଥିଲେ ସ୍ନେହାଙ୍ଗିନୀ । ରୋଡ ସୋରେ ହଜାର ହଜାର କର୍ମୀ ସାମିଲ ହୋଇଥିଲେ ।

ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ନେଇ ଦଳୀୟ ନେତା ଓ କର୍ମୀଙ୍କ ଭିତରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି । ଆଜି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଦାଖଲ କରୁଥିବାବେଳେ ଗତ ଶନିବାର ନାମାଙ୍କନ ଦାଖଲ କରିଥିଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଓ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ।

ଗତକାଲି ନୂଆପଡ଼ାର ଶିବମନ୍ଦିର ଠାରୁ ଜିଲ୍ଲାପାଳ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବିଜେଡି ଦ୍ୱାରା ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଥିଲା । ଉପସ୍ଥିତ ଜନସାଧାରଣ ଶ୍ରୀମତୀ ଛୁରିଆଙ୍କୁ ଫୁଲମାଳା ପିନ୍ଧାଇ ଭବ୍ୟ ସ୍ୱାଗତ କରିଥିଲେ । ଲୋକେ ଦିବଙ୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଅମର ସେବାକୁ ସ୍ମରଣ କରି ବିଜେଡିର ସଫଳତାକୁ ଶ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୁଖୀ ଦୃଷ୍ଟିଭଙ୍ଗୀର ପରିଣାମ ବୋଲି କହିଥିଲେ । ନୂଆପଡ଼ାରେ ଶିକ୍ଷା, ସ୍ୱାସ୍ଥ୍ୟ, ଜଳସେଚନ ଓ ସଡ଼କ କ୍ଷେତ୍ରରେ ହୋଇଥିବା ବିକାଶକୁ ଲୋକମାନେ ବିଜେଡି ଶାସନ ମଧ୍ୟରେ ଅଦ୍ୱିତୀୟ ବୋଲି ବ୍ୟାଖ୍ୟା କରିଛନ୍ତି । ଏହି ପଦଯାତ୍ରାରେ ୧୫,୦୦୦ରୁ ଅଧିକ ସମର୍ଥକ, ଦଳୀୟ କାର୍ଯ୍ୟକର୍ତ୍ତା ଓ ବିଜେଡିର ବରିଷ୍ଠ ନେତାମାନେ ଅଂଶଗ୍ରହଣ କରିଥିଲେ ।
ଜିଲ୍ଲାପାଳ କାର୍ଯ୍ୟାଳୟ ନିକଟରେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷତା କରିଥିଲେ ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର । ଏଥିରେ ଉପସ୍ଥିତ ରାଜ୍ୟ ଓ ସ୍ଥାନୀୟ ନେତାମାନେ ସମ୍ୱୋଧନ କରି ରାଜ୍ୟ ବିଜେପି ସରକାର ଉପରେ ବର୍ଷିଥିଲେ । ‘ଡବଲ୍ ଇଞ୍ଜିନ ଡବଲ ବିକାଶ ନୁହେଁ, ଡବଲ ବିନାଶ ହେଉଛି’ ବୋଲି ଅଭିଯୋଗ କରିଥିଲେ । ବିଜେଡି ନୂଆପଡ଼ା ଜିଲ୍ଲା ଅଧ୍ୟକ୍ଷ ଶ୍ରୀ ଅବନୀ ରଞ୍ଜନ ଯୋଶୀ, ବିଜେଡି ସାଧାରଣ ସଚିବ ଶ୍ରୀ ମନୋଜ ମିଶ୍ର, ବିଜେଡି ବରିଷ୍ଠ ନେତା ଶ୍ରୀ ଭାନୁ ପ୍ରତାପ ସିଂହ ମାଝୀ ଇତ୍ୟାଦି ବକ୍ତବ୍ୟ ରଖିଥିଲେ । ଏହି ନେତାମାନେ ତାଙ୍କ ବକ୍ତବ୍ୟରେ, ଗତ ୧୬ ମାସର ବିଜେପି ଶାସନରେ ନୂଆପଡ଼ା ପ୍ରତି ହୋଇଥିବା ଅବହେଳା ବିଷୟରେ ଉଲ୍ଲେଖ କରିଥିଲେ ।
ନୂଆପଡ଼ାରେ ଏବେ ପ୍ରଣବ ପ୍ରକାଶ ଦାସ,  ସଞ୍ଜୟ କୁମାର ଦାସବର୍ମା,  ପ୍ରତାପ ଜେନା,  ଅରୁଣ ସାହୁ,  ନିରଞ୍ଜନ ପୁଜାରୀ,  ଅତନୁ ସବ୍ୟସାଚୀ ନାୟକ,  ପୁଷ୍ପେନ୍ଦ୍ର ସିଂହଦେଓ,  ପ୍ରମିଳା ମଲ୍ଲିକ,  ଟୁକୁନି ସାହୁ,  ସୁଦାମ ମାରାଣ୍ଡି, ପ୍ରୀତିରଞ୍ଜନ ଘଡ଼େଇ,  ସାରଦା ନାୟକ, ଚିନ୍ମୟ ସାହୁ,  ଇପସୀତା ସାହୁ,  ଦେବୀରଞ୍ଜନ ତ୍ରିପାଠୀ,  ପ୍ରଦୀପ ଦିଶାରୀ,  ନଳିନୀକାନ୍ତ ପ୍ରଧାନ,  ରୋମାଞ୍ଚ ରଞ୍ଜନ ବିଶ୍ୱାଳ,  ଲେଖାଶ୍ରୀ ସାମନ୍ତସିଂହାର,  ଅଧିରାଜ ପାଣିଗ୍ରାହୀ,  ରବି ନନ୍ଦ,  ସୁଭାଶିଷ ଖୁଣ୍ଟିଆ,  ନିରଞ୍ଜନ ବିଶି, ବିଜୟ ନାୟକ,  ପ୍ରଦୀପ ମାଝୀ ପ୍ରମୁଖ ରହିଛନ୍ତି । ଏହି ସବୁ ବରିଷ୍ଠ ନେତାମାନେ ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି ।  ନୂଆପଡ଼ାର ଲୋକମାନେ ବିଜେଡି ସହ ଅତୁଟ ଭାବେ ଅଛନ୍ତି ଓ ନୂଆପଡାବାସୀଙ୍କ ଆଶୀର୍ବାଦରେ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ବିଜୟୀ ହେବେ ବୋଲି ନେତାମାନେ ପ୍ରକାଶ କରିଛନ୍ତି

Share196Tweet123
M M

M M

ଆଜିର ପାଗ

Bhubaneswar
October 21, 2025, 4:08 PM
 

ENE
Partly cloudy
30°C
2.1 m/s
Apparent: 31°C
Pressure: 1010 mb
Humidity: 97%
Winds: 2.1 m/s ENE
Windgusts: 8.9 m/s
UV-Index: 0
Precip.: 0mm /53% / Rain
Sunrise: 5:43 AM
Sunset: 5:18 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ହମାସକୁ କଡ଼ା ଚେତାବନୀ କାହିଁକି ଦେଲେ ଟ୍ରମ୍ପ

ହମାସକୁ କଡ଼ା ଚେତାବନୀ କାହିଁକି ଦେଲେ ଟ୍ରମ୍ପ

October 21, 2025
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

October 21, 2025
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom