• Latest
  • Trending
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-06-2026 06:15 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-05-2026 06:57 AM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-05-2026 06:55 AM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-05-2026 07:39 AM IST
ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

Feb-04-2026 10:25 PM IST
ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

Feb-04-2026 10:21 PM IST
ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

Feb-04-2026 10:17 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
  • About
  • Careers
  • Contact Us
Friday, February 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

by M M
Oct-21-2025 12:39 PM IST
in ଦେଶ ବିଦେଶ
0
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?
498
SHARES
1.4k
VIEWS
Share on FacebookShare on Twitter

ଆସନ୍ତା ୬ ଏବଂ ୧୧ ତାରିଖରେ ବିହାରରେ ମତଦାନ ହେବ ।  ୧୪ ତାରିଖରେ ଫଳାଫଳ ଘୋଷଣା ହେବ । ପ୍ରଥମ ପର୍ଯ୍ୟାୟରେ ୧୨୧ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୧୨୨ ଆସନରେ ଭୋଟ ପଡ଼ିବ । ପ୍ରଥମ ପର୍ଯ୍ୟାୟର ନାମାଙ୍କନ ଦାଖଲର ଶେଷ ତାରିଖ ୧୭ ରହିଥିଲା । ଏବଂ ଦ୍ବିତୀୟ ପର୍ଯ୍ୟାର ଶେଷ ତାରିଖ ୨୦ ରହିଥିଲା । ଏବେ ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିବାବବେଳେ ନିଜର ପ୍ରଚାର ଆରମ୍ଭ କରିଛନ୍ତି । ଶକ୍ତି ପ୍ରଦର୍ଶନ ଲାଗି ମସସ୍ତ ଦଳ ଫୁଲ୍ ଦମରେ ଲାଗି ପଡ଼ିଛନ୍ତି । କିନ୍ତୁ ଯାହା ଦେଖାଯାଉଛି ବିହାରରେ ଏବେ ଆସନ ଭାଗବଣ୍ଟାକୁ ନେଇ ମହାଗଠବନ୍ଧନରେ କିଛି ଠିକ୍ ଚାଲିନି । ଇଣ୍ଡିଆ ବ୍ଲକରେ ଥିବା ବିଭିନ୍ନ ଦଳର ନେତାମାନେ ପରସ୍ପର ବିରୋଧରେ  ପ୍ରାର୍ଥୀପତ୍ର ଦାଖଲ କରି ପ୍ରଚାର କରୁଛନ୍ତି ।

ଦଳମାନଙ୍କ ମଧ୍ୟରେ ଚାଲିଥିବା ବୈଠକ ବିଫଳ ହୋଇଥିବା ବେଳେ କିଛିଦିନ ହେବ ନେତାମାନେ ଏନେଇ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି । ମହାମେଣ୍ଟ ମଧ୍ୟରେ ସବୁ ଆସନରେ ଭାଗବଣ୍ଟା ହୋଇପାରିନଥିବାରୁ ନିଜ ନିଜ ଭିତରେ ଫ୍ରେଣ୍ଡଲି ଲଢ଼େଇ ଚାଲିଥିବା କୁହାଯାଉଛି ।  ୧୧ ଆସନରେ ମହାମେଣ୍ଟ ନିଜ ନିଜ ମଧ୍ୟରେ ମଇଦାନରେ ଲଢ଼େଇ କରୁଥିବା କୁହାଯାଉଥିବା ବେଳେ ଟିକେଟ ନମିଳିବାରୁ ଅନେକ ବିଧାୟକ ସ୍ବାଧୀନ ଭାବେ ମଧ୍ୟ ଲଢ଼ୁଛନ୍ତି ।  ୬ଟି ଆସନରେ କଂଗ୍ରେସ ଏବଂ ଆରଜେଡି ଉଭୟ ପ୍ରାର୍ଥୀ ଦେଇଥିବାବେଳେ ବାକି ଆସନରେ ବାମଦଳମାନେ ମଧ୍ୟ ପ୍ରାର୍ଥୀ ଦେଇଛନ୍ତି । ବୈଶାଳୀ ଆସନରେ ଆରଜେଡି ନେତା ଅଜୟ କୁଶଓ୍ବାହାଙ୍କ ସହ କଂଗ୍ରେସର ସଞ୍ଜୀବ କୁମାର ମୁହାଁମୁହିଁ ହେବେ । ସେପଟେ ଏହାର ଫାଇଦା ଏନଡିଏ ମେଣ୍ଟକୁ ହୋଇପାରେ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି ।

Share199Tweet125
M M

M M

ଆଜିର ପାଗ

Bhubaneswar
February 6, 2026, 2:41 PM
 
N
Mainly clear
31°C
2.9 m/s
Apparent: 23°C
Pressure: 1018 mb
Humidity: 88%
Winds: 2.9 m/s N
Windgusts: 6 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:40 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 6, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 5, 2026
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

February 5, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom