• Latest
  • Trending
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ରାଶିଫଳ

by M M
Oct-22-2025 09:54 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ରାଶିଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଦିନଟି ନିଶ୍ଚିତରୂପେ ଫଳଦାୟୀ ହେବ। ଅଫିସ କାମରେ ବାହାରକୁ ଯିବେ। କୌଣସି ବନ୍ଧୁ ସହ ସାକ୍ଷାତ ହୋଇପାରେ। ଡ଼ାକ୍ତରଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। କୌଣସି ସମ୍ମାନିତ ଲୋକଙ୍କ ସହ ମିଶିବାର ମଉକା ପାଇବେ। ଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।

ବୃଷ: ଅଧୁରା କାମ ସଂପୂର୍ଣ୍ଣ ହେବ। ଅଫିସରେ ପ୍ରତିଯୋଗିତା ଭଳି ସ୍ଥିତି ଉତ୍ପନ୍ନ ହୋଇପାରେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ଜୀବନସାଥୀ ଆପଣଙ୍କ ବିଚାରରେ ପ୍ରଭାବିତ ହେବେ। ‌ ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ ।

ମିଥୁନ: ପେସାଦାର ବ୍ୟବସାୟୀ ଧନଲାଭର ସୁଯୋଗ ପାଇବେ। ପାଖଲୋକ ଠାରୁ ଭଲ ଖବର ପାଇବେ। ପାରିବାରିକ ସମ୍ବନ୍ଧ ଆହୁରି ମଜଭୁତ ହେବ। ବେକାରଙ୍କ ଲାଗି ଚାକିରିର ସୁଯୋଗ ଆସିବ। ‌

କର୍କଟ: ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ ରହିବ। ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଲୋକମାନଙ୍କ ସହ ତାଳମେଳ ରଖିବାର ଆବଶ୍ୟକତା ଅଛି। ସନ୍ତାନ ପକ୍ଷରୁ ଖୁସି ଖବର ପାଇବେ।

ସିଂହ: ଘରେ ଧାର୍ମିକ କାର୍ଯ୍ୟ କରିବା ପାଇଁ ଯୋଜନା କରିବେ। କାହାରିକୁ କୌଣସି କଥା ବୁଝାଇବାରେ ଭୁଲ୍ ‌ହୋଇପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

କନ୍ୟା: ଆପଣ ପ୍ରସ୍ତୁତ କରିଥିବା ଯୋଜନା ସଫଳ ହେବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ଅଫିସରେ କାମ ସଂପୂର୍ଣ୍ଣ କରିବାରେ ସମୟ ଲାଗିବ। ଭ୍ରମଣ ସୁଖ ରହିଛି। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।

ତୁଳା: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ଯାହା ବି କାମ କରିବେ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ ହେବ। ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢ଼ିବ। ଆପଣଙ୍କର କେହି ନୂଆ ବନ୍ଧୁ ହୋଇପାରନ୍ତି।

ବିଛା: ଜୀବନସାଥୀ ସବୁ ପ୍ରକାରରେ ଆପଣଙ୍କୁ ସାହାଯ୍ୟ କରିବେ। ଆପଣଙ୍କ ଧ୍ୟାନ ଧାର୍ମିକ କାର୍ଯ୍ୟରେ ରହିବ। ବ୍ୟବସାୟୀ ନିଜ ମତରେ ଅନ୍ୟମାନଙ୍କୁ ସହମତ କରାଇନେବେ। ପ୍ରେମ ଯୁଗଳ ବାହାରକୁ ବୁଲି ଯିବେ।

ଧନୁ: କୌଣସି ନୂଆ ସୁଯୋଗ ପାଇଁ ପ୍ରସ୍ତୁତ ରହିବେ। ସ୍କୁଲ ଶିକ୍ଷକ ନିଜ କାମରେ ଖୁସି ରହିବେ। ମୁସ୍କିଲ ପରିସ୍ଥିତିରେ ବନ୍ଧୁର ସାହାଯ୍ୟ ପାଇବେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।

ମକର: ଲେଖକ ଓ କଳାକାର ଲାଗି ସମୟ ଅନୁକୂଳ। ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ବେପାର ବଢ଼ାଇବା ପାଇଁ ନୂଆ ଯୋଜନା କରିବେ। ଅଧିକାରବର୍ଗ ଆପଣଙ୍କ କାମରେ ଖୁସି ହେବେ। ପୁରୁଣା ବନ୍ଧୁ ଆପଣଙ୍କ ଫୋନ କରିବେ।

କୁମ୍ଭ: ଆପଣଙ୍କର ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବଜାୟ ରହିବେ। ଆପଣଙ୍କ ଚେଷ୍ଟାରେ ସକାରାତ୍ମକ ଫଳ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ସହିତ ସମୟ ଅତିବାହିତ କରିବେ।

ମୀନ: କାର୍ଯ୍ୟରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ନୂଆ ମୋଟର ଯାନ କିଣିବା ଲାଗି ଯୋଜନା କରିପାରନ୍ତି। ବ୍ୟବସାୟରେ ପୁଞି ଲଗାନ୍ତୁ ଆପଣଙ୍କୁ ଦିଗୁଣା ଲାଭ ହେବ। ସମ୍ବନ୍ଧରେ ମଧୁରତା ଆସିବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 7:35 PM
 

S
Overcast
28°C
3.9 m/s
Apparent: 32°C
Pressure: 1007 mb
Humidity: 80%
Winds: 3.9 m/s S
Windgusts: 9.7 m/s
UV-Index: 0
Precip.: 0mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom