• Latest
  • Trending
ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

Oct-22-2025 07:10 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Wednesday, March 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

by M M
Oct-22-2025 07:10 PM IST
in ଦେଶ ବିଦେଶ, ରାଜନୀତି
0
ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?
491
SHARES
1.4k
VIEWS
Share on FacebookShare on Twitter

ବିହାରରେ ନଭେମ୍ବର ୬ ଏବଂ ୧୧ ତାରିଖରେ ଭୋଟ୍ ଗ୍ରହଣ ହେବ ଓ ଫଳାଫଳ ନଭେମ୍ବର ୧୪ରେ ପ୍ରକାଶ ପାଇବ। ଏଥର ବିହାର ବିଧାନସଭା ନିର୍ବାଚନରେ କେଉଁ ମେଣ୍ଟ ବାଜି ମାରିବ ତାହା କହିବା ମୁସ୍କିଲ । ବିହାରରେ ଜାତି ଭୋଟ ଯାହା ସପକ୍ଷରେ ଯାଇଛି ସେ ସରକାର କରିଛି । ମହିଳାମାନେ ଯାହାକୁ ଭୋଟ ଦେଇଛନ୍ତି ସେମାନେ ଅଧିକ ଆସନ ପାଇଛନ୍ତି । କିନ୍ତୁ ଏଥର ଜାତି ଭୋଟ, ମହିଳା ଭୋଟ କାହା ପକ୍ଷରେ ଯିବ ତାହା ସ୍ପଷ୍ଟ ହୋଇନାହିଁ । ଏଥର ମହିଳାମାନଙ୍କ ପାଇଁ ଅନେକ ଲୋଭନୀୟ ଅଫର ଦିଆଯାଇଛି  । ତେବେ ସବୁଠୁ ବଡ଼ ଅଫର ଦେଇଛି ଆରଜେଡି । ଆରଜେଡି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଚାକିରି ସ୍ଥାୟୀ କରିବ ବୋଲି ଘୋଷଣା କରିଛି ।  ଆରଜେଡି ୧୪୩ ଆସନରେ ନିଜର ପ୍ରାର୍ଥୀ ଦେଇଛି । ଯାହା ଭିତରୁ ସବୁ ପାର୍ଟିଙ୍କ ଅପେକ୍ଷା ଆରଜେଡି ଅଧିକ ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିଛି । ୧୪୩ ଆସନ ଭିତରୁ ୨୪ ଟି ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିଛି ଆରଜେଡି । ଅନ୍ୟମାନଙ୍କ ଭିତରେ ବିଜେପି ଆଉ ଜେଡିୟୁ କେବଳ ୧୩ ଜଣ ଲେଖାଏଁ ମହିଳା ପ୍ରାର୍ଥୀଙ୍କୁ ଟିକେଟ୍ ଦେଇଥିବାବେଳେ, ଆରଜେଡି ସବୁଠୁ ଅଧିକ ମହିଳାଙ୍କୁ ପ୍ରାର୍ଥୀ କରିଛି । ଯାହାଫଳରେ ଅଧିକରୁ ଅଧିକ ମହିଳା ଆରଜେଡି ସପକ୍ଷରେ ଭୋଟ୍ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବ ବିହାରରେ ମହିଳା ଭୋଟ ପାଇଁ ଏକ ବଡ଼ ପ୍ରତିଶ୍ରୁତି ଦେଇଛନ୍ତି ।  ସେ କହିଛନ୍ତି ଯେ ସ୍ୱୟଂ ସହାୟକ ଗୋଷ୍ଠୀରେ କାମ କରୁଥିବା ମହିଳାମାନଙ୍କ ଚାକିରି ସ୍ଥାୟୀ କରାଯିବ ।  ସେମାନଙ୍କର ମାସିକ ଦରମା ବୃଦ୍ଧି କରାଯାଇ ୩୦,୦୦୦ ଟଙ୍କା କରାଯିବ। ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ ତେଜସ୍ୱୀ ଏହି ଘୋଷଣା କରିଛନ୍ତି। ଏହା ଜୀବିକା ଦିଦିମାନଙ୍କର ଦୀର୍ଘ ଦିନର ଦାବି ବୋଲି ସେ କହିଛନ୍ତି। ତେବେ ସବୁଠୁ ବଡ଼ ଚିନ୍ତା ହେଲେ ଅନେକ ଆସନରେ  ମହାଗଠବନ୍ଧନ (RJD, କଂଗ୍ରେସ, ବାମ ଦଳ ଓ ଭିଆଇପି) ମଧ୍ୟରେ ସିଟ୍ ବୁଝାମଣାକୁ ନେଇ ଅସନ୍ତୋଷ ରହିଛି । ଏହି ସମସ୍ୟାକୁ ସମାଧାନ କରାଯାଇପାରିନାହିଁ । କିଛି ଆସନ ଏପରି ରହିଛି,ମହାଗଠବନ୍ଧନର ମଧ୍ୟରେ ନିଜ ନିଜ ବିରୋଧରେ ପ୍ରାର୍ଥୀ ଲଢ଼େଇ କରୁଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
March 4, 2026, 3:45 AM
 

N
Mainly clear
23°C
0.7 m/s
Apparent: 29°C
Pressure: 1012 mb
Humidity: 94%
Winds: 0.7 m/s N
Windgusts: 8.2 m/s
UV-Index: 0
Precip.: 0mm /0% / Rain
Sunrise: 6:04 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom