• Latest
  • Trending
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

Oct-23-2025 09:39 AM IST
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

Oct-23-2025 06:43 PM IST
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

Oct-23-2025 04:44 PM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

Oct-22-2025 08:01 PM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

by M M
Oct-23-2025 09:39 AM IST
in ଆଜିର ପାଗ
0
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା
491
SHARES
1.4k
VIEWS
Share on FacebookShare on Twitter
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଆଜି ମଧ୍ୟ ବର୍ଷା ଜାରି ରହିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବ ବୋଲି ସତର୍କ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ସକାଳୁ ଆକାଶ ସଫା ରହିଛି ଏବଂ ପରେ ମେଘୁଆ ରହିବ । ବର୍ଷା ହେବାର ଆଶଙ୍କା ରହିଛି। ତାପମାତ୍ରା ୨୩°ସେ ରୁ ୩୦° ମଧ୍ୟରେ ରହିବ। ପୁରୀରେ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଗାମୀ ୧୨ ଘଣ୍ଟା ଭିତରେ ନେବ ଅବପାତର ରୂପ । ଅବପାତର ୧୨ ଘଣ୍ଟା ମଧ୍ୟରେ ଏହା ଉତ୍ତର ତାମିଲନାଡ଼ୁର ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ଗତି କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୪ ତାରିଖରେ ରାଜ୍ୟର ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ବୃଦ୍ଧି ପାଇବା ସମ୍ଭାବନା ରହିଛି । ୨୫ ଓ ୨୬ରେ ଉପକୂଳ ସମେତ ଊପକୂଳକୁ ଲାଗିଥିବା ଅନେକ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୨୭ ଓ ୨୮ ରେ ବି କିଛି ଜିଲାରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ଯାଏ ରହିବା ସମ୍ଭାବନା ଅଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 23, 2025, 7:29 PM
 

SE
Mainly clear
28°C
1.1 m/s
Apparent: 32°C
Pressure: 1011 mb
Humidity: 80%
Winds: 1.1 m/s SE
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

October 23, 2025
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

October 23, 2025
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom