• Latest
  • Trending
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

Oct-23-2025 07:37 PM IST
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

Oct-23-2025 06:43 PM IST
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

Oct-23-2025 04:44 PM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

Oct-23-2025 09:39 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ଜୟସ୍ବାଲଙ୍କ ପାଇଁ ସୁଯୋଗ ନାହିଁ

by M M
Oct-23-2025 11:07 AM IST
in ଖେଳ
0
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ
492
SHARES
1.4k
VIEWS
Share on FacebookShare on Twitter

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ଆଡିଲେଡ୍‌ ଓଭାଲରେ ରୋହିତ ଶର୍ମା ଅର୍ଧଶତକ ହାସଲ କରିବା ପରେ  73 ରନ କରି ଆଉଟ ହୋଇଛନ୍ତି ।  ଟିମ ଇଣ୍ଡିଆକୁ  ପ୍ରଥମରୁ ଝଟକା ଲାଗିଥିଲା । ଯେତେବେଳେ ଗିଲ 9 ରନରେ ଆଉଟ ହୋଇଥିଲେ ଆଉ ବିରାଟ କୋହଲି ଶୂନରେ ଆଉଟ ହୋଇଥିଲେ । ଆଜି ଏହି ଗ୍ରାଉଣ୍ଡରେ ଜିତିବାକୁ ପଡିବ ।  କାରଣ ମ୍ୟାଚ୍‌ ହାରିଲେ ସିରିଜ ହାତରୁ ଚାଲିଯିବ। ଟିମ୍‌ ଇଣ୍ଡିଆକୁ ଏହି ମ୍ୟାଚ୍‌ ଜିତିବା ପାଇଁ କଠିନ ପରିଶ୍ରମ କରୁଛି। ସେପଟେ  ଯଶସ୍ବୀ ଜୟସ୍ବାଲ ତୃତୀୟ ମ୍ୟଚରେ ଖେଳିବାକୁ ଅପେକ୍ଷା କରିଥିବା ବେଳେ ରୋହିତଙ୍କ ଅର୍ଧଶତକ ବଡ଼ ପ୍ରଶ୍ନ ଉଠାଇଛି ଜୟସ୍ବାଲଙ୍କ ପାଇଁ । କାରଣ ଜୟସ୍ବାଲ ହେଉଛନ୍ତି ସିରିଜର ତୃତୀୟ ଓପନର। ସେ ବ୍ୟାକଅପ ଭାବରେ ଦଳରେ ଅଛନ୍ତି।

ରୋହିତ ଶର୍ମା ପ୍ରଥମ ମ୍ୟାଚ୍‌ରେ ମାତ୍ର ୮ ରନ କରିଥିଲେ।  ଆଜି ଯଦି ସେ  ଭଲ ସ୍କୋର କରନ୍ତି ତେବେ ତୃତୀୟ ମ୍ୟାଚ ଖେଳିବା ନିଶ୍ଚିତ ।  ଏପର୍ଯ୍ୟନ୍ତ କେବଳ ଗୋଟିଏ ଦିନିକିଆ ଖେଳିଛନ୍ତି ଜୟଶ୍ବାଲ । ରୋହିତ ଶର୍ମାଙ୍କ ଅବସର ପରେ, ସେ ଦଳର ନିୟମିତ ଓପନର ହେବେ ବୋଲି କୁହାଯାଉଛି। ଏଣୁ ରୋହିତ ଶର୍ମାଙ୍କ ଉପରେ ଚାପଥିଲା ।

ରୋହିତ ଆଡିଲେଡରେ ଛଅଟି ମ୍ୟାଚ ଖେଳି ୨୧.୮୩ ହାରରେ ୧୩୧ ରନ କରିଛନ୍ତି। ତାଙ୍କର ଷ୍ଟ୍ରାଇକ ରେଟ ମଧ୍ୟ ୭୩.୧୮ ରହିଥିଲା । ରୋହିତ ଆଡିଲେଡରେ ପ୍ରଥମ ଥର ପାଇଁ ଅର୍ଦ୍ଧଶତକ କରିଛନ୍ତି । ପୂର୍ବରୁ ତାଙ୍କର ସର୍ବୋତ୍ତମ ସ୍କୋର ୪୩ ଥିଲା ।

Share197Tweet123
M M

M M

ଆଜିର ପାଗ

Bhubaneswar
October 23, 2025, 7:48 PM
 

SSE
Clear sky
27°C
0.9 m/s
Apparent: 31°C
Pressure: 1011 mb
Humidity: 86%
Winds: 0.9 m/s SSE
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

October 23, 2025
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

October 23, 2025
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom