• Latest
  • Trending
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

Oct-23-2025 06:43 PM IST
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

Dec-08-2025 04:51 PM IST
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

Dec-08-2025 02:57 PM IST
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

Dec-08-2025 10:26 AM IST
ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

Dec-08-2025 10:15 AM IST
କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

କ୍ଷମତାଚ୍ୟୁତ ପରେ ଫିକା ପଡୁଛି ‘ନବୀନ ମ୍ୟାଜିକ୍’,

Dec-08-2025 10:08 AM IST
ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

ଉତ୍ସବ ମୁଖର ବାରବାଟୀ: ଟି-୨୦ ମହାସମର ପାଇଁ ପ୍ରସ୍ତୁତି ଶେଷ

Dec-08-2025 09:32 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-08-2025 09:21 AM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST
  • About
  • Careers
  • Contact Us
Tuesday, December 9, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

by M M
Oct-23-2025 06:43 PM IST
in ଖେଳ
0
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ
492
SHARES
1.4k
VIEWS
Share on FacebookShare on Twitter

 

ଅଷ୍ଟ୍ରେଲିଆଠୁ ଦ୍ବିତୀୟ ମ୍ୟାଚରେ ପରାସ୍ତ ହୋଇଛି ଭାରତ ।  ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇ ୨-୦ରେ ସିରିଜ ହାତେଇଛି ଅଷ୍ଟ୍ରେଲିଆ । ତିନିଟିକିଆ ସିରିଜରେ ଏହା ଭାରତର ଦ୍ବିତୀୟ ପରାଜୟ । ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅଷ୍ଟ୍ରେଲିଆ ୪୬.୨ ବଲରେ ୮ ଓ୍ବିକେଟ ହରାଇ ୨୬୫ ରନ୍ କରିଥିଲା । ସବୁଠୁ ବଡ଼ କଥା ହେଲା ଏହି ମ୍ୟାଚରେ ବିରାଟ କୋହଲି ଶୂନରେ ଆଉଟ ହୋଇଥିଲେ । ଯାହାକୁ ନେଇ ତାଙ୍କ ବିଷୟରେ ଅନେକ କଥା କୁହାଯାଉଛି । ଏପରିକି ସେ ଏହି ସିରିଜରେ ଅବସର ନେବା କଥା ଆଲୋଚନା ହେଉଛି ।

ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଟିମ ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୬୪ ରନ୍ କରିଥିଲା । ଭାରତୀୟ ଏଡିଲେଡରେ ପ୍ରଥମରୁ ରନ୍ ପାଇଁ ସଂଘର୍ଷ କରୁଥିବା ଦେଖିବାକୁ ମିଳିଥିଲା । ରୋହିତ ଶର୍ମା, ଶୁଭମନ ଗିଲ ପ୍ରଥମରୁ ଧିମା ଆରମ୍ଭ କରିଥିଲେ । ତେବେ ଶୁଭମନ ଗିଲ ନଅ ରନ୍ କରି ଆଉଟ ହେବା ପରେ ପଡ଼ିଆକୁ ଆସିଥିଲେ ବିରାଟ କୋହଲି । ବିରାଟ ଚାରିଟି ବଲ ଖେଳି ଶୂନରେ ଆଉଟ ହୋଇଥିଲେ । ଏହାପରେ ସ୍କୋର ପୁରା ଧିମା ହୋଇଯାଇଥିଲା ।

ଦଳୀୟ ସ୍କୋର ୧୭ ଥିବା ବେଳେ ଅଧିନାକୟ ଶୁବଭନ ଗିଲ ୯ ରନ କରି ଆଉଟ ହୋଇଥିଲେ । ସେହି ଓଭରରେ ଜେବିୟର ବିରାଟ କୋହଲିଙ୍କୁ ଆଉଟ କରି ଭାରତୀୟ ଫ୍ୟାନଙ୍କ ମଧ୍ୟରେ ନିରାଶା ଖେଳାଇ ଦେଇଥିଲେ । କୋହଲି ଖାତା ଖୋଲିବାକୁ ବି ସକ୍ଷମ ହୋଇ ନଥିଲେ । ଏହାସହ ଦ୍ବିତୀୟ ମ୍ୟାଚରେ ବି କୋହଲି ଶୂନରେ ଆଉଟ ହୋଇଥିଲେ । ଏହାପରେ ରୋହିତ ଶର୍ମା ଏବଂ ଶ୍ରେୟସ ଆୟର ତୃତୀୟ ସ୍ବିକେଟରେ ୧୧୮ ରନର ପାର୍ଟନରସିପ କରି ଭାରତୀୟ ଟିମକୁ ସମ୍ଭାଳି ଥିଲେ । ରୋହିତ ୭ ଚୌକା ଓ ଦୁଇ ଛକା ସହ ୯୭ ବଲରୁ ୭୩ ରନ କରି ମିଚେଲ ଷ୍ଟାର୍କଙ୍କ ଶିକାର ହୋଇଥିଲେ । ଏହା ପରେ ପରେ ଆୟର ମଧ୍ୟ ଆଉଟ ହୋଇ ଯାଇଥିଲେ । ସେ ୭୭ ବଳରେ ୬୧ ରନ କରିଥିଲେ । ଯେଉଁଥିରେ ୭ ଚୌକା ସାମିଲ ଥିଲା ।  ଭାରତ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇବାରୁ ବଡ଼ ସ୍କୋର କରିପାରିନଥିଲା । କେଏଲ ରାହୁଲ ୧୧, ଓ୍ବାସିଂଟନ ସୁନ୍ଦର ୧୨ ଏବଂ ନୀତୀଶ କୁମାର ରେଡ୍ଡି ୮ ରନ୍ କରି ଆଉଟ ହୋଇଯାଇଥିଲେ । ତେବେ ଶେଷ ଆଡକୁ ଅକ୍ଷର ପଟେଲଙ୍କ ୪୪ ରନ ବଳରେ ଭାରତ ୨୦୦ ରନ୍ ପାର କରିବାକୁ ସକ୍ଷମ ହୋଇଥିଲା । ହର୍ଷିତ ରାଣା ୨୪ ଏବଂ ଅର୍ଶଦୀପ ସିଂ ୧୩ ରନ କରିଥିଲେ ।

୨୬୫ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା କଙ୍ଗାରୁ ଦଳର ଆରମ୍ଭ ଏତେ ଭଲ ହୋଇ ନଥିଲା । ଅର୍ଶଦୀପ ସିଂ ଅଧିନାୟକ ମିଚେଲ ମାର୍ଶଙ୍କୁ ୧୧ ରନରେ ପ୍ୟାଭିଲିୟନକୁ ପଠାଇ ଦେଇଥିଲେ । ସେପଟେ ହର୍ଷିତ ରାଣା ଟ୍ରିବ୍ସ ହେଡଙ୍କୁ ୨୮ ରନରେ ଆଉଟ କରି ଭାରତର ବିଜୟ ଆଶା ବଢ଼ାଇ ଦେଇଥିଲେ । ଏହାପରେ ମ୍ୟାଥୁ ରେନସ ଏବଂ ମ୍ୟାଥୁ ସର୍ଟ ତୃତୀୟ ଓ୍ବିକେଟରେ ୫୫ ରନର ପାର୍ଟନରସିପ କରି ଅଷ୍ଟ୍ରେଲିଆ ଟିମକୁ ସଙ୍କଟରୁ ଉଦ୍ଧାର କରିଥିଲେ ।  ରେନସ ୩୦ ରନ୍ କରି ଅକ୍ଷର ପଟେଲଙ୍କ ବଲରେ କ୍ଲିନବୋଲ୍ଡ ହୋଇଯାଇଥିଲେ । ଓ୍ବାସିଂଟନ ସୁନ୍ଦର ଏଲେକ୍ସ କ୍ୟାରୀଙ୍କୁ ୯ ରନରେ ଆଉଟ କରିବା ପରେ ମ୍ୟାଚ୍ ପୁଣି ଭାରତ ସପକ୍ଷକୁ ଚାଲି ଆସିଥିଲା । ଏଲେକ୍ସ ଆଉଟ୍ ହେବା ପରେ ସର୍ଟ ଏବଂ କୁପର କୋନୋଲି ୫ମ ଓ୍ବିକେଟରେ ୫୫ ରନର ପାର୍ଟନରସିପ କରିଥିଲେ ।  ସର୍ଟ ୭୮ ବଲରେ ୭୪ ରନ କରିଥିଲେ । ଯେଉଁଥିରେ ୪ଟି ଚୌକା ଏବଂ ଦୁଇଟି ଛକା ଥିଲା । ୫ମ ଓ୍ବିକେଟ ପତନ ପରେ ମିଚେଲ ଓଓ୍ବେନ ଏବଂ କୁପର ଷଷ୍ଠ ଓ୍ବିକେଟରେ ୫୯ ରନର ପାର୍ଟନରସିପ କରି ଅଷ୍ଟ୍ରେଲିଆର ବିଜୟକୁ ସହଜ କରି ଦେଇଥିଲେ । ଜାମ୍ବା ଚାରିଟି ଉଇକେଟ ନେଇଥିବାରୁ ମ୍ୟାନ ଅଫ୍ ଦି ମ୍ୟାଚ ପୁରସ୍କାର ପାଇଥିଲେ ।

Share197Tweet123
M M

M M

ଆଜିର ପାଗ

Bhubaneswar
December 9, 2025, 12:03 AM
 

ESE
Overcast
17°C
0.9 m/s
Apparent: 16°C
Pressure: 1016 mb
Humidity: 78%
Winds: 0.9 m/s ESE
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:10 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

December 8, 2025
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

December 8, 2025
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

December 8, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom