• Latest
  • Trending
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

Oct-23-2025 07:51 PM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-12-2025 07:35 PM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
  • About
  • Careers
  • Contact Us
Friday, December 12, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

by M M
Oct-23-2025 07:51 PM IST
in ରାଜ୍ୟ
0
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ
491
SHARES
1.4k
VIEWS
Share on FacebookShare on Twitter

ସମ୍ବଲପୁର: ସରକାରୀ ସଂସ୍ଥାରେ ଝାଡ଼ୁଦାର ଚାକିରି ଦେବାର ପ୍ରଲୋଭନ ଦେଖାଇ ପଶ୍ଚିମ ଓଡ଼ିଶାରେ ଏକ ବଡ଼ ଠକେଇ ରାକେଟ ଧରା ପଡ଼ିଛି। ବୁର୍ଲା ପୋଲିସ ଜଣେ ମହିଳାଙ୍କ ସମେତ ଦୁଇଜଣଙ୍କୁ ଗିରଫ କରି ସେମାନଙ୍କଠାରୁ ୬୨ ଲକ୍ଷ ଟଙ୍କା ନଗଦ ଜବତ କରିଛି। ସମ୍ବଲପୁର, ବରଗଡ଼, ବୌଦ୍ଧ ଓ ସୋନପୁର ଜିଲାରୁ ଶହ ଶହ ଗରିବ ହିତାଧିକାରୀଙ୍କୁ ଝାଡ଼ୁଦାର ଚାକିରି ଦେବାକୁ କହି  ପ୍ରାୟ ୨ କୋଟି ଟଙ୍କା ଆଦାୟ କରାଯାଇଥିବା ଅଭିଯୋଗ ହୋଇଛି।

ଅଭିଯୁକ୍ତମାନେ ନକଲି କାଗଜପତ୍ର ଓ ସୁପାରିଶ ପତ୍ର ଦେଖାଇ ପ୍ରତ୍ୟେକ ବ୍ୟକ୍ତିଙ୍କଠାରୁ ୧୨ ହଜାର ଟଙ୍କା ନେଉଥିଲେ। ଗତ କିଛି ଦିନ ହେଲା ଏହି ଆଲୋଚନା ଚାଲିଥିବାରୁ ସମ୍ବଲପୁର ମହାନଗର ନିଗମ ନକଲି ଚାକିରି ପ୍ରତି ସାବଧାନ ରହିବାକୁ ସୂଚନା ଜାରି କରିଥିଲା। ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତଙ୍କୁ ଧରିଛି। ଗିରଫ ଖବର ପାଇ ଶତାଧିକ ଲୋକ ଥାନାରେ ଯାଇ ଅଭିଯୋଗ କରିଛନ୍ତି ।  ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି  । କାରଣ ଝାଡ଼ୁଦାର ପୋଷ୍ଟ ହେଲେ ବି ସରକାରୀ ଚାକିରି ପାଇଁ ଅହେତୁକ ଆଗ୍ରହ ଦେଖାଇ ଏପରି ଗରିବ ଲୋକଙ୍କୁ କିଛି ଲୋକ ବର୍ଷ ବର୍ଷ ଧରି ଠକି ଚାଲିଛନ୍ତି ।

ସରକାରୀ ସଂସ୍ଥାରେ ଝାଡ଼ୁଦାର ଚାକିରି ଦେବାକୁ କହି ଏମିତି ଶହ ଶହ ଲୋକଙ୍କୁ ଠକାଯାଇଛି ।  ସମମ୍ବପୁର, ବରଗଡ଼, ବୌଦ୍ଧ ଓ ସୋନପୁର ଜିଲାରୁ ଅଭିଯୁକ୍ତମାନେ ଠକେଇ କରିଥିବା ଜଣାପଡିଛି। ତେବେ ପୋଲିସ ଏନେଇ କେତେ ଜଣଙ୍କୁ ଠକାଯାଇଛି ତାହାର ସୂଚନା ଦେଇନାହିଁ ।

ସରକାରୀ ସଂସ୍ଥାରେ ଝାଡ଼ୁଦାର ଚାକିରି କରାଇ ଦେବାକୁ ପ୍ରଲୋଭନ ଦେଖାଇ ଗରିବ ଲୋକଙ୍କୁ ଠକାଯାଇଛି ।  ଠକ ଦଳ ବିଭିନ୍ନ ଜିଲାରୁ ପ୍ରାୟ ୨ କୋଟି ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ବୁର୍ଲା ଥାନା ପୋଲିସ ଜଣେ ମହିଳାଙ୍କ ସମେତ ୨ଜଣଙ୍କୁ ପଚରାଉଚରା ପାଇଁ ଆଣିଥିଲା। ସେମାନେ ପଦ୍ମାବତୀ ତଣ୍ଡି ଏବଂ ରାହୁଲ୍ ରାୟ ବୋଲି ସୂଚନା ମିଳିଛି । ଖବର ପାଇ କିଛି ମହିଳା ଥାନା ଆଗରେ ପହଞ୍ଚି ଏହାର ପ୍ରତିବାଦ କରିଥିଲେ ।

ସଚନା ଯୋଗ୍ୟ, ଗତ କିଛି ଦିନ ହେଲା ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରେ ଝାଡ଼ୁଦାର ଚାକିରି କରାଇଦେବା ନାଁରେ କିଛି ଲୋକ ଜଣକଠାରୁ ୧୨ ହଜାର ଟଙ୍କା ଆଦାୟ କରାଯାଉଥିବା ଚାରିଆଡେ ଆଲୋଚନା ହୋଇଥିଲା। ଏନେଇ ସମ୍ବଲପୁର ମହାନଗର ନିଗମ ପକ୍ଷରୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ସୂଚନା ଜାରି କରାଯାଇଥିଲା । ନକଲି ଚାକିରି ପ୍ରତି ସାବଧାନ ରହିବାକୁ ସୂଚନା ଦିଆଯାଇଥିଲା। ଘଟଣାର ତଦନ୍ତ କରି ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ପୋଲିସ ସେମାନଙ୍କଠାରୁ ନଗଦ ୬୨ ଲକ୍ଷ ଟଙ୍କା ଜବତ କରିଛି।

 

Share196Tweet123
M M

M M

ଆଜିର ପାଗ

Bhubaneswar
December 12, 2025, 9:48 PM
 

E
Clear sky
17°C
0.8 m/s
Apparent: 15°C
Pressure: 1015 mb
Humidity: 86%
Winds: 0.8 m/s E
Windgusts: 3.8 m/s
UV-Index: 0
Precip.: 0mm /0% / Rain
Sunrise: 6:12 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 12, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom