• Latest
  • Trending
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

Oct-24-2025 09:36 AM IST
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

Oct-25-2025 10:17 AM IST
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-25-2025 09:07 AM IST
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

Oct-25-2025 09:02 AM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

Oct-24-2025 05:32 PM IST
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

Oct-24-2025 04:08 PM IST
ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

Oct-24-2025 03:29 PM IST
ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

Oct-24-2025 03:02 PM IST
ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

Oct-24-2025 10:18 AM IST
  • About
  • Careers
  • Contact Us
Saturday, October 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

by M M
Oct-24-2025 09:36 AM IST
in ଆଜିର ପାଗ
0
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ
491
SHARES
1.4k
VIEWS
Share on FacebookShare on Twitter

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ଆଜି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଉପକୂଳ ସହ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ଭଲ ବର୍ଷା ହେବ। ତେବେ ଲଘୁଚାପ ସୃଷ୍ଟି ପରେ ହିଁ ଏହାର ତୀବ୍ରତା ସ୍ପଷ୍ଟ ହେବ। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତ କରିବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପର ରୂପ ନେବ। ତେବେ ଏହା ପରେ ଏହା କେତେ ଘନୀଭୂତ ହେବ ଓ କେଉଁ ରୂପ ନେବ ସେ ନେଇ ସ୍ପଷ୍ଟ ଚିତ୍ର ଆସିନଥିବା ବେଳେ ଲଘୁଚାପ ସୃଷ୍ଟି ପରେ ହିଁ ଏହା କହିହେବ। ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ଦକ୍ଷିଣରେ ଅଧିକ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
October 25, 2025, 12:22 PM
 

ENE
Mainly clear
32°C
2.6 m/s
Apparent: 32°C
Pressure: 1010 mb
Humidity: 92%
Winds: 2.6 m/s ENE
Windgusts: 6.7 m/s
UV-Index: 0
Precip.: 0mm /65% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

October 25, 2025
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

October 25, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 25, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom