• Latest
  • Trending
କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

Oct-24-2025 09:40 AM IST
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

Oct-25-2025 10:17 AM IST
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-25-2025 09:07 AM IST
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

Oct-25-2025 09:02 AM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

Oct-24-2025 05:32 PM IST
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

Oct-24-2025 04:08 PM IST
ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

Oct-24-2025 03:29 PM IST
ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

Oct-24-2025 03:02 PM IST
ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

Oct-24-2025 10:18 AM IST
  • About
  • Careers
  • Contact Us
Saturday, October 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

by M M
Oct-24-2025 09:40 AM IST
in ଆପଣଙ୍କ ଭାଗ୍ୟ
0
କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଭାଗ୍ୟ ବଦଳାଇବା ପାଇଁ ସୁଯୋଗ ପାଇବେ। କୌଣସି ବଡ଼ ଉଦ୍ୟୋଗ ସହ ଡ଼ିଲ୍ ପକ୍କା ହେବ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। ସଂଚାର କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ମିଳିବ।

ବୃଷ: ଦୀର୍ଘ ଦିନରୁ ଲାଗି ରହିଥିବା ଘରୋଇ ସମସ୍ୟାର ସମାଧାନ ବାହାରିବ। ଶିକ୍ଷା ସମ୍ବନ୍ଧରେ ଦିନଟି ଭଲ ରହିବ। ବ୍ୟବସାୟୀଙ୍କ ମନରେ ଘୂରିବୁଲୁଥିବା ଯୋଜନା ସଫଳ ହେବ। ‌

ମିଥୁନ: ଚିଡ଼ିଚିଡ଼ାପଣ ଦୂର କରିବାକୁ ଚେଷ୍ଟା କରନ୍ତୁ। ବିବାହିତଙ୍କୁ ପରିବାର ସ୍ଥିତି ସମ୍ବନ୍ଧରେ ଭାବିବାକୁ ପଡ଼ିବ। ଚାକିରିଜୀବୀଙ୍କ ଲାଗି ଭଲ ଦିନଟିଏ। ଛାତ୍ରଛାତ୍ରୀ  ଲେଖାପଢ଼ାରେ ମନୋ‌ଯୋଗ ଦିଅନ୍ତୁ।

କର୍କଟ: ଜୀବନସାଥୀ ଠାରୁ ଖୁସି ଖବର ଶୁଣିବେ। କାରବାରରେ ଲାଗି ରହିଥିବା ସମସ୍ୟା ବାପାଙ୍କ ମାଧ୍ୟମରେ ଦୂର କରିବେ। ଜମିରେ ନିବେଶ ଲାଗି ଦିନଟି ଭଲ। ଘରକୁ କୌଣସି ବନ୍ଧୁ ଆସିବେ। ‌

ସିଂହ: କୌଣସି ଜ୍ଞାନ କଥା ଶୁଣିବାକୁ ପାଇବେ। ନୂଆ କାମରେ ଆଗ୍ରହ ବଢ଼ିବ। ବିରୋଧୀ ପକ୍ଷ ଭ୍ରମିତ କରିବାକୁ ଚେଷ୍ଟା କରିବେ। ପ୍ରେମୀଯୁଗଳ ନିଜ ସାଥୀର ଭାବନାକୁ ବୁଝିବେ। ସ୍ବାସ୍ଥ୍ୟ ଠିକ୍ ରହିବ।

କନ୍ୟା: ନବ ବିବାହିତ ନିଜର ସାଥୀଙ୍କୁ କୌଣସି ଉପହାର ଦେବେ। ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭଲ ଉଦ୍ୟୋଗରେ ଚାକିରିର ଡ଼ାକରା ଆସିବ। ଛାତ୍ରମାନେ ଫଳ ଚିନ୍ତା ନକରି ପରିଶ୍ରମ କରନ୍ତୁ।

ତୁଳା: ସାମାଜିକ ଉତ୍ସବରେ ସହଭାଗୀତା କରିବେ। ଗୃହିଣୀମାନଙ୍କ ମନ ଧର୍ମକାର୍ଯ୍ୟରେ ଲାଗି ରହିବ। ବ୍ୟବସାୟରେ କିଛି ନୂଆ କରିବା ପାଇଁ ମନରେ ବିଚାର ଆସିବ। ଅଫିସରେ ଆପଣ ସାବଧାନ ରୁହନ୍ତୁ।

ବିଛା: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ବେପାରରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ ସମ୍ମାନ ବଢ଼ିବ। ଅଫିସରେ ଆପଣଙ୍କର ପ୍ରଦର୍ଶନ ପ୍ରଶଂସନୀୟ ହେବ।

ଧନୁ: କାରବାରରେ ଏକ ଲୟ ତିଆରି କରି କାମ କରନ୍ତୁ ଲାଭ ହେବ। ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧ ଭଲ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଆନନ୍ଦମୟ ରହିବ। ଛାତ୍ରଛାତ୍ରୀ ପରିଶ୍ରମର ସଫଳତା ପାଇବେ।

ମକର: ଆପଣଙ୍କ ଜୀବନ ଜୀବିକା ପାଇଁ ଭଲ ଦିନଟିଏ। ପରିବାର ଲୋକଙ୍କ ମଧ୍ୟରେ ମଧୁର ବାତାବରଣ ରହିବ। ଅଫିସର କୌଣସି କାମରେ ଦୂରସ୍ଥାନକୁ ଯିବେ। ଜମି ସମ୍ବନ୍ଧୀୟ କୌଣସି କାମ ସମାଧାନ ହେବ।

କୁମ୍ଭ: କ୍ୟାରିୟରରେ ସଫଳତା ପାଇବେ। ଘରକୁ କୌଣସି ବନ୍ଧୁର ଆଗମନ ହେବ। ଛାତ୍ର ନିଜ କ୍ୟାରିୟରରେ ସଫଳତାର ଖୁବ୍ ନିକଟବର୍ତ୍ତୀ ହୋଇପାରିବେ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମୀନ: ମନରେ କିଛି ନୂଆ କରିବାର ଆଗ୍ରହ ବଢ଼ିବ। ଆମଦାନିର ନୂଆ ଉତ୍ସ ପାଇବେ। ସମାଜର ଲୋକ ଆପଣଙ୍କ ବ୍ୟକ୍ତିତ୍ବରେ ପ୍ରସନ୍ନ ରହିବେ। କୌଣସି ଖବର ପାଇ ଖୁସିରେ ଆତ୍ମହରା ହେବେ। ବୈବାହିକ ଜୀବନ ସୁଖକର ହେବ।

Tags: horoscope
Share196Tweet123
M M

M M

ଆଜିର ପାଗ

Bhubaneswar
October 25, 2025, 12:20 PM
 

ENE
Mainly clear
32°C
2.6 m/s
Apparent: 32°C
Pressure: 1010 mb
Humidity: 92%
Winds: 2.6 m/s ENE
Windgusts: 6.7 m/s
UV-Index: 0
Precip.: 0mm /65% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

October 25, 2025
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

October 25, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 25, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom