• Latest
  • Trending

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

Dec-13-2025 07:05 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-13-2025 06:34 AM IST
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

Dec-13-2025 06:49 AM IST
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

Dec-12-2025 07:14 AM IST

ଆମେରିକା-ପାକିସ୍ତାନ ବୃହତ୍ ଅସ୍ତ୍ରଶସ୍ତ୍ର ଚୁକ୍ତି : F-16 ପୁଣି କିଣିବ ପାକିସ୍ତାନ

Dec-11-2025 07:38 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି ପଛରେ କାରଣ କହିଲେ ସୂର୍ଯ୍ୟ

Dec-11-2025 07:10 PM IST
ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

ବାହାଘର ବାତିଲ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ମନ୍ଧାନା

Dec-11-2025 04:33 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
  • About
  • Careers
  • Contact Us
Saturday, December 13, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

ପୋଲିସ ଦେଉଥିଲା ନିର୍ଯାତନା

by M M
Oct-24-2025 05:56 PM IST
in ଅପରାଧ, ବଡ଼ ଖବର
0
492
SHARES
1.4k
VIEWS
Share on FacebookShare on Twitter

ମହାରାଷ୍ଟ୍ରରେ ଜଣେ ମହିଳା ଡାକ୍ତର ଆତ୍ମହତ୍ୟାକୁ ନେଇ ରାଜନୀତି ଜୋର ଧରିଛି । ମହିଳା ଡାକ୍ତର ଅଭିଯୋଗ ଆଣିଛନ୍ତି ଯେ ତାଙ୍କୁ ଜଣେ ପୋଲିସ ଏସଆଇ ମାସ ମାସ ଧରି ନିର୍ଯାତନା  ଦେଉଥିଲେ ।  ଧମକ ଦେଉଥିଲେ, ଏପରିକି ପାଞ୍ଚ ମାସରେ ଚାରିଥର ଦୁଷ୍କର୍ମ କରିଥିଲେ ।  ଜଣେ ପୋଲିସ ସବ-ଇନ୍ସପେକ୍ଟର (SI) ଦ୍ୱାରା ଚାରିଥର ବଳାତ୍କାରର ଶିକାର ହେବା ପରେ ସେ ଅଭିଯାଗ କରିଥିଲେ । କିନ୍ତୁ ତାଙ୍କ ଅଭିଯୋଗକୁ ପୋଲିସ ଗୁରୁତ୍ବ ଦେଲାନାହିଁ । ଯାହା ଫଳରେ ସେ  ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ମହାରାଷ୍ଟ୍ରର ସତାରାର  ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ମୃତ୍ୟୁବରଣ କରିଛନ୍ତି।  ମୃତ୍ୟୁ ପୂର୍ବରୁ ତାଙ୍କ ବାମ ହାତ ପାପୁଲିରେ ସେ ଲେଖିଛନ୍ତି ଯେ ଏସଆଇ ଗୋପାଳ ବଡନେ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଉଥିଲେ ।  ନିର୍ଯାତନା ପାଇଁ ସେ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲେ। ଘଟଣା ଜାଣିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ପୋଲିସ ଏସଆଇ ଗୋପାଳ ବଡନେଙ୍କୁ  ନିଲମ୍ବିନ କରିଛନ୍ତି।

ମୃତ ମହିଳା ଡାକ୍ତର ତାଙ୍କ ହାତ ପାପୁଲିରେ ଲେଖିଛନ୍ତି “ପୋଲିସ ଇନ୍ସପେକ୍ଟର ଗୋପାଳ ବଡନେ ହେଉଛନ୍ତି ମୋର ମୃତ୍ୟୁର କାରଣ। ସେ ମୋତେ ଚାରିଥର ଦୁଷ୍କର୍ମ କରିଥିଲେ।  ପାଞ୍ଚ ମାସରୁ ଅଧିକ ସମୟ ଧରି ବଳାତ୍କାର, ମାନସିକ ଏବଂ ଶାରୀରିକ ନିର୍ଯାତନା ଦେଇଥିଲେ,” ।

ମହିଳା ଡାକ୍ତର ଫଲଟନ ଉପ-ଜିଲ୍ଲା ହସ୍ପିଟାଲରେ ଚିକିତ୍ସା ଅଧିକାରୀ ଭାବରେ କାର୍ଯ୍ୟ କରୁଥିଲେ । ଫଲଟନ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ (ଡିଏସପି)ଙ୍କୁ  ଏକ ଚିଠିରେ ସମାନ ଅଭିଯୋଗ କରିଥିଲେ । ଆତ୍ମହତ୍ୟାର କିଛି ଦିନ ପୂର୍ବରୁ ଡିଏସପିଙ୍କୁ ଲେଖିଥିବା ଚିଠିରେ, ମହିଳା ଡାକ୍ତର ଫଲଟନ ଗ୍ରାମୀଣ ପୋଲିସ ବିଭାଗର ଦୁଇ ପୋଲିସ ଅଧିକାରୀଙ୍କୁ ନିର୍ଯାତନା ଦେବାର ଅଭିଯୋଗ କରିଥିଲେ ଏବଂ ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।

ସେ ଚିଠିରେ ଗୋପାଳ ବଡନେ, ସବ-ବିଭାଗୀୟ ପୋଲିସ ଇନ୍ସପେକ୍ଟର ପାଟିଲ ଏବଂ ସହକାରୀ ପୋଲିସ ଇନ୍ସପେକ୍ଟର ଲାଡପୁତ୍ରେଙ୍କ ନାମ ନେଇଥିଲେ। ସେ କହିଛନ୍ତି ଯେ ସେ “ଅତ୍ୟନ୍ତ ଚାପରେ ଅଛନ୍ତି, ତେଣୁ ଏହି ଗମ୍ଭୀର ଘଟଣାର ତଦନ୍ତ ଏବଂ ଦୋଷୀ ଅଧିକାରୀଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଥିଲେ”। ଏହି ଘଟଣା ପରେ ରାଜ୍ୟ କଂଗ୍ରେସ ନେତା ବିଜୟ ନାମଦେବରାଓ  ଆତ୍ମହତ୍ୟା ଘଟଣାକୁ ନେଇ ଶାସକ ମହାୟୁତି ସରକାରଙ୍କ ଉପରେ ବର୍ଷିଛନ୍ତି। ବିଜେପି ଏହି ଘଟଣାରେ ଡାକ୍ତରଙ୍କ ଆତ୍ମହତ୍ୟାର ପୁଙ୍ଖାନୁପୁଙ୍ଖ ତଦନ୍ତ ସହ ଦୋଷୀଙ୍କ ଦଣ୍ଡ ମିଳିବାର ଆଶ୍ୱାସନା ଦେଇଛି।  ମହାରାଷ୍ଟ୍ର ରାଜ୍ୟ ମହିଳା କମିଶନ ମଧ୍ୟ ଏହି ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ମହିଳା ଡାକ୍ତରଙ୍କ ଅଭିଯୋଗର କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ନାହିଁ ତାର ତଦନ୍ତ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

 

 

 

 

Share197Tweet123
M M

M M

ଆଜିର ପାଗ

Bhubaneswar
December 13, 2025, 4:16 PM
 

NE
Mainly clear
26°C
1.2 m/s
Apparent: 16°C
Pressure: 1016 mb
Humidity: 88%
Winds: 1.2 m/s NE
Windgusts: 3.8 m/s
UV-Index: 0
Precip.: 0mm /0% / Rain
Sunrise: 6:13 AM
Sunset: 5:08 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ହାଡ଼ଭଙ୍ଗା ଜାଡ଼

December 13, 2025
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

December 13, 2025
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom