• Latest
  • Trending
ଭୟଭୀତ ହେବା ନାହିଁ; ଧର୍ଯ୍ୟର ସହ ବାତ୍ୟାର ମୁକାବିଲା କରିବା : ମନମୋହନ ସାମଲ

ଭୟଭୀତ ହେବା ନାହିଁ; ଧର୍ଯ୍ୟର ସହ ବାତ୍ୟାର ମୁକାବିଲା କରିବା : ମନମୋହନ ସାମଲ

Oct-28-2025 11:38 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-29-2026 12:27 PM IST
odisha.newsroom.in

ଓଡିଶାକୁ ଝଡ଼ବର୍ଷା ଚେତାବନୀ, ୭ ଦିନ ଯାଏଁ ଏହି ଜିଲ୍ଲାରେ ଛେଚିବ

Mar-28-2026 06:17 PM IST
odisha.newsroom.in

ଆପଣଙ୍କ ଘରେ ଟିକେ ଟିକେ କଥାରେ ଝଗଡ଼ା ହେଉଛି କି, ମାନନ୍ତୁ ଏହି ବାସ୍ତୁ ନିୟମ…

Mar-28-2026 05:54 PM IST
ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

ଇରାନକୁ ମିଳିଲା ରୁଷିଆର ‘ବ୍ରହ୍ମାସ୍ତ୍ର’ 

Mar-28-2026 04:26 PM IST
ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

ପାଣ୍ଡିଆନ ଦମ୍ପତିଙ୍କ ବିରୋଧରେ ସବୁ କହିଦେଲେ…

Mar-28-2026 04:23 PM IST
odisha.newsroom.in

ଯୁଦ୍ଧ ପ୍ରଭାବିତ ଅଂଚଳରେ ବିମାନ ଉଡ଼ାଇବାକୁ ମନା କରୁଛନ୍ତି ପାଇଲଟ

Mar-28-2026 04:07 PM IST
odisha.newsroom.in

ବୁକିଂର ମାସେ ପରେ ବି ଭୁବନେଶ୍ୱରରେ ମିଳୁନି ଗ୍ୟାସ, ଠେଲା ଦୋକାନ ବନ୍ଦ…ବିଭିନ୍ନ ସ୍ଥାନରେ ହଂଗାମା, ରାସ୍ତାରୋକ

Mar-28-2026 03:02 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
  • About
  • Careers
  • Contact Us
Sunday, March 29, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଭୟଭୀତ ହେବା ନାହିଁ; ଧର୍ଯ୍ୟର ସହ ବାତ୍ୟାର ମୁକାବିଲା କରିବା : ମନମୋହନ ସାମଲ

ସେବା, ସହାୟତା, ରିଲିଫ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ସହଯୋଗ କରିବାକୁ କାର୍ଯ୍ୟକର୍ତାମାନେ ନିୟୋଜିତ ହେବେ

by M M
Oct-28-2025 11:38 AM IST
in ବଡ଼ ଖବର
0
ଭୟଭୀତ ହେବା ନାହିଁ; ଧର୍ଯ୍ୟର ସହ ବାତ୍ୟାର ମୁକାବିଲା କରିବା : ମନମୋହନ ସାମଲ
491
SHARES
1.4k
VIEWS
Share on FacebookShare on Twitter

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ମୋନ୍ଥା’ ଭୀଷଣ ବାତ୍ୟା ରୂପ ନେଇ ୨୮ ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ପବନ ସହିତ ଅତି ପ୍ରବଳ ବର୍ଷା ହେବା ଆକଳନ କରାଯାଇଛି । ମୋନ୍ଥା ବାତ୍ୟା ପ୍ରଭାବରେ ବିଶେଷ ଭାବେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ସମେତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବ ।

ଏହି ସମୟରେ ଭୟଭୀତ ନହୋଇ ଧର୍ଯ୍ୟର ସହ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଓଡିଶାବାସୀଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ପରାମର୍ଶ ଦେଇଛନ୍ତି ।
ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ବାତ୍ୟା ପ୍ରଭାବିତ ଅଂଚଳଗୁଡିକରେ ବିଜେପି କାର୍ଯ୍ୟକର୍ତ୍ତାମାନେ ସଂପୂର୍ଣ୍ଣ ସେବା ଓ ସମର୍ପଣ ମନୋଭାବ ସହିତ ଉଦ୍ଧାର ଏବଂ ସହାୟତା କାର୍ଯ୍ୟରେ ସାମିଲ ହେବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ଆହ୍ୱାନ ଦେଇଛନ୍ତି । ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭନ୍ନ ପଦକ୍ଷେପ ନିଆଯାଇଛି ।

ବାତ୍ୟାବେଳେ ଜିରୋ କାଜୁଆଲିଟି ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ସେବା, ସହାୟତା, ରିଲିଫ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ପୂର୍ଣ୍ଣ ସହଯୋଗ କରିବାକୁ କାର୍ଯ୍ୟକର୍ତାମାନଙ୍କୁ ଆହ୍ୱାନ ଦେଇଛନ୍ତି । ବାତ୍ୟା ପୂର୍ବରୁ ଜନସାଧାରଣ ଓ ପ୍ରାଣୀ ସଂପଦକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ, ଶୁଖିଲା ଓ ରନ୍ଧା ଖାଦ୍ୟ ବଂଟନ, ବୃଦ୍ଧବୃଦ୍ଧା, ଗର୍ଭବତୀ ମହିଳା ଓ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ କାର୍ଯ୍ୟକର୍ତାମାନେ ସହଯୋଗ କରିବେ ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
March 29, 2026, 7:31 PM
 

SSE
Clear sky
28°C
2.4 m/s
Apparent: 32°C
Pressure: 1006 mb
Humidity: 86%
Winds: 2.4 m/s SSE
Windgusts: 8.7 m/s
UV-Index: 0
Precip.: 0mm /35% / Rain
Sunrise: 5:42 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom