• Latest
  • Trending
ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

Oct-29-2025 02:26 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

by M M
Oct-29-2025 02:26 PM IST
in ବଡ଼ ଖବର
0
ପୁଲିସ ଏସ୍‌ଆଇ ସ୍କାମ : ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍
498
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶା ପୁଲିସ୍ ରିକ୍ରୁଟମେଣ୍ଟ ବୋର୍ଡ (ଓପିଆର୍‌ବି) ଦ୍ୱାରା ପରିଚାଳିତ ହେବାକୁ ଥିବା ଓଡ଼ିଶା ପୁଲିସ ଏସ୍‌ଆଇ ନିଯୁକ୍ତି ସ୍କାମ ମାମଲାରେ ଗିରଫ ହୋଇଥିବା ୧୧୪ଜଣ ଆଶାୟୀଙ୍କୁ ଜାମିନ ମିଳିଛି। ସେମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟ। ସେମାନେ ଆଜି ବ୍ରହ୍ମପୁର ମଣ୍ଡଳ କାରାଗାରରୁ ବାହାରିବେ। ୫୦ ହଜାର ସହ 2ଜଣ ଜାମିନଦାରଙ୍କ ସହାୟତାରେ ମିଳିଛି ଜାମିନ। ଏମାନେ ସମସ୍ତେ ବିଜୟଓ୍ବାଡା ଯାଉଥିବା ବେଳେ ପୂର୍ବ ସୂଚନା ପାଇ ପୁଲିସ ସେମାନଙ୍କୁ ଗିରଫ କରିଥିଲା। ଏମାନେ ଟଙ୍କା ଦେଇ ଚାକିରି କରିବା ଯୋଜନାରେ ଥିଲେ। ଏହି ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। କ୍ରାଇମବ୍ରାଞ୍ଚ ଡିଜିଙ୍କ ସୂଚନା ମୁତାବକ ପରୀକ୍ଷାର୍ଥୀ ନେଇ ଡିଲ କରାଯାଇଥିଲା । ମୁନା ମହାନ୍ତି ବିଜୟନଗରମ ଦାୟିତ୍ଵରେ ଥିଲା, ଯେଉଁଥିରେ ୧୧୪ ଜଣ ପିଲାଙ୍କୁ ଆଗୁଆ ପରୀକ୍ଷା ନେଇ ଟ୍ରେନିଂ ଦିଆଯାଇଥାନ୍ତା।

ଏହି ମାମଲାରେ ଦୁଇ ପ୍ରମୁଖ ସହଯୋଗୀଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ, କିନ୍ତୁ ଏବେବି ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଫେରାର ଅଛି।  ଶଙ୍କରର ଦୁଇ ପ୍ରମୁଖ ସହଯୋଗୀ ମୁନା ମହାନ୍ତି ଏବଂ ଅରବିନ୍ଦ ଦାସ ଗିରଫ ହୋଇଛନ୍ତି। ଏଥିସହ କେଳେଙ୍କାରୀ ଧରାପଡ଼ିବା ପରେ ଆଇନଗତ ଏବଂ ଅନ୍ୟ ସହାୟତା କରିଥିବା ଶ୍ରୀକାନ୍ତ ମହାରଣା, ସୌମ୍ୟା ପ୍ରିୟଦର୍ଶିନୀ ସାହୁ ଓ ଅଭିମନ୍ୟୁ ଦୋରାଙ୍କୁ ମଧ୍ୟ ଗିରଫ କରାଯାଇଛି ।

ଓଡ଼ିଶା ପୋଲିସ ସବ୍-ଇନ୍ସପେକ୍ଟର (SI) ନିଯୁକ୍ତି ପରୀକ୍ଷାରେ ହୋଇଥିବା ବ୍ୟାପକ ଦୁର୍ନୀତି ମାମଲାରେ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କେଳେଙ୍କାରୀର ତଦନ୍ତ ଭାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (CBI)କୁ ହସ୍ତାନ୍ତର କରିବାକୁ ସୁପାରିଶ କରିଛନ୍ତି।

ଏହି ସ୍କାମର ଲିଙ୍କ୍ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ଭଳି ଅନ୍ୟ ରାଜ୍ୟକୁ ବ୍ୟାପିଥିବା ଏବଂ ଏଥିରେ ଏକ ଅନ୍ତଃରାଜ୍ୟ ସଂଗଠିତ ଅପରାଧୀ ଗୋଷ୍ଠୀର ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି।

ପ୍ରାଥମିକ ତଦନ୍ତ ବେଳେ ଓଡ଼ିଶା-ଆନ୍ଧ୍ର ସୀମାନ୍ତରୁ ତିନୋଟି ବସ୍‌ରେ ଯାଉଥିବା ୧୧୪ ଜଣ ପରୀକ୍ଷାର୍ଥୀଙ୍କୁ ଗିରଫ କରାଯାଇଥିଲା । ସେମାନେ ପ୍ରଶ୍ନପତ୍ର ପାଇବା ପାଇଁ ଦଲାଲମାନଙ୍କୁ ମୋଟା ଅଙ୍କର ଟଙ୍କା ଦେବାକୁ ରାଜି ହୋଇଥିଲେ । ଏହି ଘଟଣାରେ ଏପର୍ଯ୍ୟନ୍ତ ମୋଟ ୧୨୦ରୁ ଅଧିକ ବ୍ୟକ୍ତି ଗିରଫ ହୋଇଥିଲେ ।

ପରୀକ୍ଷା ପରିଚାଳନା ଦାୟିତ୍ୱ ନେଇଥିବା ଏକ ଘରୋଇ ସଂସ୍ଥାର କର୍ମଚାରୀ ହିଁ ଏହି ସ୍କାମର ମାଷ୍ଟରମାଇଣ୍ଡ ବୋଲି ଜଣାପଡ଼ିଛି । ପରୀକ୍ଷା ପ୍ରକ୍ରିୟାରେ ସ୍ୱଚ୍ଛତା ଫେରାଇ ଆଣିବା ପାଇଁ ସରକାର ଖୁବ୍ ଶୀଘ୍ର ପୋଲିସ ନିଯୁକ୍ତି ପାଇଁ ଏକ ସ୍ଥାୟୀ କମିଶନ ଗଠନ କରିବାକୁ ବିଚାର କରୁଛନ୍ତି । CBI ତଦନ୍ତ ଆରମ୍ଭ ହେବା ପରେ ଏହି ଦୁର୍ନୀତି ପଛରେ ଥିବା ସମସ୍ତ ବଡ଼ ଚେହେରା ପଦାକୁ ଆସିବେ ବୋଲି ଆଶା କରାଯାଉଛି।

Share199Tweet125
M M

M M

ଆଜିର ପାଗ

Bhubaneswar
February 3, 2026, 8:47 AM
 
N
Clear sky
21°C
1.1 m/s
Apparent: 22°C
Pressure: 1017 mb
Humidity: 87%
Winds: 1.1 m/s N
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom