• Latest
  • Trending
ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ

ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ

Oct-29-2025 03:09 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ

ବ୍ୟାଙ୍କ ଆକାଉଣ୍ଟକୁ ଯିବ ଟଙ୍କା

by M M
Oct-29-2025 03:09 PM IST
in ବଡ଼ ଖବର, ରାଜ୍ୟ
0
ବାତ୍ୟା ପରେ କ୍ଷତି ଆକଳନ ,୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ ହେବ
494
SHARES
1.4k
VIEWS
Share on FacebookShare on Twitter

ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବିଭିନ୍ନ କ୍ଷୟକ୍ଷତି ହୋଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ବାତ୍ୟା ପରେ ସମୀକ୍ଷା କରାଯାଉଛି ।  ଖୁବ ଶୀଘ୍ର କ୍ଷତିର ଆକଳନ କରାଯିବ  ।  ଆସନ୍ତାକାଲି ଠାରୁ ଜିଲ୍ଲାପାଳଙ୍କୁ ଏ ନେଇ ନିର୍ଦ୍ଦେଶ ଦିଆଯାଇଛି। କ୍ଷତିଗ୍ରସ୍ତ ଶସ୍ୟର ଠିକ୍ ଆକଳନ କରିବାକୁ ଅଧିକାରୀମାନେ ନିର୍ଦ୍ଦେଶ ପାଇଛନ୍ତି  ।  ୭୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ କରିବେ ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ଆହୁରି କହିଛନ୍ତି ଯେ ଆବଶ୍ୟକ ପଡ଼ିଲେ ଅନ୍ୟ ଜିଲ୍ଲାରୁ ଅଧିକ ସରକାରୀ କର୍ମଚାରୀଙ୍କୁ ଆଣି କାର୍ଯ୍ୟ ତ୍ୱରାନ୍ୱିତ କରାଯିବ। ମନ୍ତ୍ରୀ କହିଛନ୍ତି, ବହୁ ସ୍ଥାନରେ ଘରର କାନ୍ଥ ଭୁଶୁଡ଼ି ପଡ଼ିଛି ଏବଂ ପ୍ରଭାବିତ ଲୋକଙ୍କୁ ପଲିଥିନ ବଣ୍ଟନ କରାଯାଇଛି। ଆକଳନ ପରେ ଘର କ୍ଷତି ପାଇଁ କ୍ଷତିପୂରଣ ଦିଆଯିବ। ଆକଳନ ବେଳେ ଅଧିକାରୀମାନେ ବ୍ୟାଙ୍କ ଖାତା ଓ ଆକାଉଣ୍ଟ ନମ୍ବର ମାଗିବେ ଏବଂ କ୍ଷତିପୂରଣ ଅନଲାଇନ ମାଧ୍ୟମରେ ତୁରନ୍ତ ବଣ୍ଟନ କରାଯିବ।

ମନ୍ତ୍ରୀ ଆହୁରି କହିଛନ୍ତି ଯେ, ୩୧ ତାରିଖ ଯାଏଁ ସତର୍କ ରହିବାକୁ ପଡ଼ିବ। ଆସନ୍ତାକାଲି କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକରେ ସର୍ବାଧିକ ୧୫୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ୫୬ଟି ବ୍ଲକରେ ୫୦ରୁ ୧୦୦ ମିଲିମିଟର ବର୍ଷା ହୋଇଛି। ରାଜ୍ୟରେ ୩୩ଟି ବ୍ଲକ ଓ ୧୧ଟି ସହରାଞ୍ଚଳ ପ୍ରଭାବିତ ହୋଇଛି।

ବାତ୍ୟା ମୁକାବିଲା ପାଇଁ ୧୬୧ଟି ଟିମ୍ ନିୟୋଜିତ ଥିଲେ। ୨୧୬୪ଟି ବାତ୍ୟା ଆଶ୍ରୟସ୍ଥଳୀରେ ୧୯ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା। ଏଥିମଧ୍ୟରୁ ୨୧୮୯ ଜଣ ଗର୍ଭବତୀ ମହିଳାଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବିଦ୍ୟୁତ ସେବାରେ ବ୍ୟାଘାତ ଆସିଥିବା ବେଳେ ଏବେ ସମସ୍ତ ସଂଯୋଗ ପୁନଃସ୍ଥାପିତ ହୋଇସାରିଛି। ଗଛ କାଟି ରାସ୍ତା ସଫା କରାଯାଇଛି। ବର୍ତ୍ତମାନ ୩୬୨ଟି ସ୍ଥାନରେ ୧୮,୭୬୨ ଜଣଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି।  ରାଜ୍ୟ ସରକାର କ୍ଷତିଗ୍ରସ୍ତଙ୍କ ପୁନର୍ବାସନ ଓ ସହାୟତା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ବୋଲି ମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି।

Share198Tweet124
M M

M M

ଆଜିର ପାଗ

Bhubaneswar
February 3, 2026, 8:56 AM
 
N
Clear sky
21°C
1.1 m/s
Apparent: 22°C
Pressure: 1017 mb
Humidity: 87%
Winds: 1.1 m/s N
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom