• Latest
  • Trending
ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ

ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ

Oct-31-2025 09:37 AM IST
ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ  ଦେଲି

ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ ଦେଲି

Mar-19-2026 05:04 PM IST
ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

Mar-19-2026 04:10 PM IST
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

Mar-19-2026 02:55 PM IST
ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

ମୁଁ ସିଧା କହୁଛି, ପ୍ରତିଶୋଧ ନେବା ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛି

Mar-19-2026 02:30 PM IST
କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

କ୍ରସ ଭୋଟିଂ ପରେ ବିଜେଡିକୁ ବିଧାୟକ ଦେବୀରଂଜନଙ୍କ ଚ୍ୟାଲେଞ୍ଜ

Mar-19-2026 01:29 PM IST
https://odisha.newsroom.in/

ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ

Mar-18-2026 04:14 PM IST
https://odisha.newsroom.in/

କଟକ ବଡ ମେଡିକାଲ ନିଆଁକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ

Mar-18-2026 03:22 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
  • About
  • Careers
  • Contact Us
Thursday, March 19, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଶିକ୍ଷା

ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ

 ୨୦୨୬-୨୭ ଶିକ୍ଷା ବର୍ଷରୁ ସାରା ଦେଶରେ ଲାଗୁ ହେବ

by M M
Oct-31-2025 09:37 AM IST
in ଶିକ୍ଷା
0
ତୃତୀୟ ଶ୍ରେଣୀରୁ ପଢ଼ାଯିବ ‘ଏଆଇ’ ପାଠ୍ୟକ୍ରମ
493
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କୁ ପ୍ରଯୁକ୍ତି କ୍ଷେତ୍ରରେ ଆଗୁଆ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଏକ ବଡ଼ ପଦକ୍ଷେପ ନେଇଛି। ୨୦୨୬-୨୭ ଶିକ୍ଷାବର୍ଷରୁ ସାରା ଦେଶରେ ତୃତୀୟ ଶ୍ରେଣୀରୁ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ପାଠ୍ୟକ୍ରମରେ ଶିକ୍ଷା ପ୍ରଦାନ କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଉଛି।  ୨୦୨୬-୨୭ ଶିକ୍ଷାବର୍ଷ ଆରମ୍ଭରୁ AI ଶିକ୍ଷାକୁ ଏକ ମୌଳିକ ସାର୍ବଜନୀନ ଦକ୍ଷତା ଭାବରେ ସ୍କୁଲରେ ଲାଗୁ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଛି।  ଚଳିତ ବର୍ଷ ଶେଷ ସୁଦ୍ଧା ଏହି ନୂତନ ପାଠ୍ୟକ୍ରମ ପାଇଁ ଆବଶ୍ୟକୀୟ ପାଠ୍ୟ ଉପକରଣ, ହ୍ୟାଣ୍ଡବୁକ୍ ଏବଂ ଡିଜିଟାଲ୍ ସମ୍ବଳ ପ୍ରସ୍ତୁତି ଶେଷ ହେବ।  CBSE ପକ୍ଷରୁ IIT ମାଡ୍ରାସର ପ୍ରଫେସର କାର୍ତ୍ତିକ ରମଣଙ୍କ ଅଧ୍ୟକ୍ଷତାରେ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଛି। ଏହି କମିଟି AI ଓ କମ୍ପ୍ୟୁଟେସନାଲ୍ ଥିଙ୍କିଙ୍ଗ୍ (CT) ଉପରେ ପାଠ୍ୟକ୍ରମ ବିକାଶ କରିବ। ବିଭାଗୀୟ ସଚିବ ସଞ୍ଜୟ କୁମାର କହିଛନ୍ତି ଯେ ପ୍ରତି ପିଲାର ସ୍ୱତନ୍ତ୍ର ସମ୍ଭାବନାକୁ ବିକଶିତ କରିବା ଏବଂ ପିଲାମାନଙ୍କୁ ପ୍ରଯୁକ୍ତି ବିଷୟରେ ଅବଗତ କରାଇ ଅଭିନବ ଚିନ୍ତାଧାରା ସୃଷ୍ଟି କରିବା ପାଇଁ ଏହି ପଦକ୍ଷେପ ନିଆଯାଉଛି। AIର ବ୍ୟବହାର ଦ୍ୱାରା ପିଲାମାନେ ବ୍ୟାକରଣଗତ ତ୍ରୁଟି ସଂଶୋଧନ, ଜଟିଳ ଗଣିତର ସମାଧାନ, ନୂଆ ଅନୁଚ୍ଛେଦ ଲେଖିବା ଏବଂ ବିଭିନ୍ନ ଡିଜିଟାଲ୍ କାର୍ଯ୍ୟରେ ସହାୟତା ପାଇପାରିବେ। ଏହି ସମ୍ପୂର୍ଣ୍ଣ ପାଠ୍ୟକ୍ରମ ଜାତୀୟ ପାଠ୍ୟକ୍ରମ ଫ୍ରେମ୍‌ୱର୍କ ଫର୍‌ ସ୍କୁଲ୍ ଶିକ୍ଷା (NCFSE) ୨୦୨୩ ଅଧୀନରେ ପ୍ରସ୍ତୁତ ହେଉଛି।

Share197Tweet123
M M

M M

ଆଜିର ପାଗ

Bhubaneswar
March 19, 2026, 8:44 PM
 

SSW
Overcast
25°C
1.8 m/s
Apparent: 29°C
Pressure: 1011 mb
Humidity: 92%
Winds: 1.8 m/s SSW
Windgusts: 5.8 m/s
UV-Index: 0
Precip.: 5.1mm /28% / Rain
Sunrise: 5:51 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ  ଦେଲି

ନବୀନ କହିଲେ ସଂତୃପ୍ତଙ୍କୁ ଦେଲି, ବିବେକ କହିଲା ଦିଲ୍ଲୀପଙ୍କୁ ଦେଲି

March 19, 2026
ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

ଏଥର ଅଲଗା ଶୈଳୀରେ ପ୍ରକାଶ ପାଇବ ଦଶମ ବୋର୍ଡ ରେଜଲ୍ଟ

March 19, 2026
ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

ନିଜ ଛାଇକୁ ବି ଏବେ ସନ୍ଦେହ କରୁଛନ୍ତି ଟ୍ରମ୍ପ

March 19, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom