• Latest
  • Trending
ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା

ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା

Nov-02-2025 04:01 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା

by M M
Nov-02-2025 04:01 PM IST
in ରାଜନୀତି, ରାଜ୍ୟ
0
ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା
496
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା : ‘ପଶ୍ଚିମ ଓଡିଶା’ ମୋ ରକ୍ତରେ ଅଛି। ଏଠି ମୋ ମାମୁଁ ଘର। ଗତବର୍ଷ ବିଜେପିର ଐତିହାସିକ ବିଜୟ ହେଲା। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହେଲା। ନୂଆପଡ଼ାରେ 75 ହଜାର ମହିଳା ସୁଭଦ୍ରା ଯୋଜନାରେ ଟଙ୍କା ପାଇଛନ୍ତି। ଏବେ ଅନେକ ମହିଳା ରାଜ୍ୟରେ ଲକ୍ଷପତି ଦିଦି ହେଲେଣି। ରାଜ୍ୟରେ 17 ଲକ୍ଷ ମହିଳା ଲକ୍ଷପତି ଦିଦି ଅଛନ୍ତି। ତେଣୁ ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ଶ୍ରୀ ଜୟ ଢୋଲକିଆଙ୍କୁ ବିଜୟୀ କରିବାକୁ ମାନ୍ୟବର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀ ବୈଜୟନ୍ତ ପଣ୍ଡା ନୂଆପଡ଼ାବାସୀଙ୍କୁ ନିବେଦନ କରିଛନ୍ତି।

ବିଜେପି ପ୍ରାର୍ଥୀ ଜୟଙ୍କ ପାଇଁ ପ୍ରଚାରରେ ନୂଆପଡ଼ା ଆସି ଶ୍ରୀ ପଣ୍ଡା କହିଛନ୍ତି ଯେ, ଜୟ ହେଉଛି ସେ ମୋ ସାନ ଭାଇ। ସାନ ଭାଇ ପାଇଁ ଭୋଟ ମାଗିବାକୁ ଆସିଛି। କଂଗ୍ରେସ ଦଳ କେବଳ ମିଛ ପ୍ରତିଶ୍ରୁତି ଦିଏ। ପଡୋଶୀ ଛତିଶଗଡ଼ ବାସିନ୍ଦାଙ୍କୁ କଂଗ୍ରେସର ଦୁଇ ବର୍ଷ ପୂର୍ବର କୁଶାସନ ସମ୍ପର୍କରେ ପଚାରିଲେ ସେମାନେ ତାଙ୍କ ମିଛ ସମ୍ପର୍କରେ ଭଲ ଭାବେ କହିପାରିବେ । ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଙ୍କ ସହ ରହିବାକୁ ହେବ ବୋଲି ଶ୍ରୀ ପଣ୍ଡା କହିଛନ୍ତି।
ଏହି ଅବସରରେ ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ ବସନ୍ତ ପଣ୍ଡା, ଖାଦ୍ୟ ଯୋଗାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ସନ୍ତୋଷ ଖଟୁଆ, ରାଜ୍ୟ ଉପସଭା ନେତ୍ରି କୁସୁମ ଟେଟେ, ରାଜ୍ୟ ସାଧାରଣ ସମ୍ପାଦିକା ପୂର୍ଣ୍ଣିମା ନାୟକ, ବରିଷ୍ଠ ନେତା ପ୍ରସନ୍ନ ପାଢ଼ୀ, ପୂର୍ବତନ ସାଂସଦ ପ୍ରଭାସ ସିଂହ, ଜିଲ୍ଲା ସଭାପତି କମଳେଶ ଦୀକ୍ଷିତ ପ୍ରମୁଖ ଉପସ୍ଥିତ ଥିଲେ ।

ନୂଆପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଯୋଗେଶ୍ଵର ମଣ୍ଡଳର କୋଟେନଚୁଆଁ ଗ୍ରାମ ପଞ୍ଚାୟତର ଝାଞ୍ଜିମୁଣ୍ଡା ଠାରେ ବିଜେପି ପକ୍ଷରୁ ଆଜି ଏକ ବିଶାଳ ଜନ ସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରାୟ ଶହେରୁ ଉର୍ଦ୍ଧ ବିଜେଡ଼ି ଓ କଂଗ୍ରେସ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି ।

ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ଏହି ସମାବେଶରେ ଭୋଟର ମାନଙ୍କୁ ଉଦଵୋଧନ ଦେବା ସହ ବିଜେପି କୁ ବିପୁଳ ଭୋଟଦେଇ ଜୟଯୁକ୍ତ କରାଇବାକୁ ନିବେଦନ ଭିକ୍ଷା କରିଥିଲେ। ପରେ ପରେ ଏକ ବାଇକ ଶୋଭାଯାତ୍ରା ନେଇ କୋଟେନଚୁଆଁ ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାରରେ ଯାଇଥିଲେ ବିଜେପି ବିଧାୟକ ପ୍ରାର୍ଥୀ ଶ୍ରୀ ଢୋଲକିଆ। ଏଥିରେ ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ଙ୍କ ସମେତ ପୂର୍ବତନ ମନ୍ତ୍ରୀ ସମୀର ଦାସ, ପୂର୍ବତନ ବିଧାୟକ ଶଙ୍କର ଓରାମ ଙ୍କ ସମେତ ଶତାଧିକ ବିଜେପି କର୍ମୀ ଉପସ୍ଥିତ ଥିଲେ।

Share198Tweet124
M M

M M

ଆଜିର ପାଗ

Bhubaneswar
February 2, 2026, 7:03 PM
 
S
Mainly clear
24°C
3.2 m/s
Apparent: 23°C
Pressure: 1018 mb
Humidity: 88%
Winds: 3.2 m/s S
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

February 2, 2026
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom