• Latest
  • Trending
ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

Nov-02-2025 05:14 PM IST
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

Dec-29-2025 03:22 PM IST

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

Dec-29-2025 03:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-29-2025 09:52 AM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-29-2025 03:02 PM IST
କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

କିମିଆ କରିଛି ‘ହେ କଳା ବାନ୍ଧବ’ ମ୍ୟୁଜିକ ଭିଡିଓ

Dec-29-2025 01:12 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
  • About
  • Careers
  • Contact Us
Monday, December 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

by M M
Nov-02-2025 05:14 PM IST
in ଦେଶ ବିଦେଶ
0
ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ
491
SHARES
1.4k
VIEWS
Share on FacebookShare on Twitter

ମେକ୍ସିକୋ ସିଟି: ଉତ୍ତର-ପଶ୍ଚିମ ମେକ୍ସିକୋରେ ପାଳିତ ହେଉଥିବା ପିତୃପୁରୁଷଙ୍କ ପାଇଁ ଉତ୍ସବ ଶେଷରେ ଗଭୀର ଦୁଃଖ ଆଣିଛି । କିଛି ପରିବାର ନିଜ ପୂର୍ବପୁରୁଷଙ୍କ  ପାଇଁ ଉତ୍ସବ ପାଳୁଥିବା ବେଳେ  ଡିସକାଉଣ୍ଟ ଷ୍ଟୋର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଏଥିରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି।ମୃତକଙ୍କ ମଧ୍ୟରେ ମହିଳା ଏବଂ ଶିଶୁ ରହିଛନ୍ତି ।   ‘ଡେ ଅଫ୍ ଦ ଡେଡ୍’ (Day of the Dead) ଉତ୍ସବ ବେଳେ ଏହି ଦୁର୍ଘଟଣା ଘଟିଛି ।  ପରିବାରବର୍ଗ ମୃତ ପ୍ରିୟଜନମାନଙ୍କୁ ସ୍ମରଣ କରି ହସଖୁସିରେ ଉତ୍ସବ ପାଳନ କରୁଥିବା ବେଳେ କୈାଣସି କାରଣରୁ ନିଆଁ ଲାଗି ଭୟଙ୍କର ବେଗରେ ବ୍ୟାପିଥିଲା । ସୋନୋରା ରାଜ୍ୟର ଗଭର୍ଣ୍ଣର ଆଲଫୋନ୍ସୋ ଡୁରାଜୋ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ସେ ଏହି ଦୁର୍ଘଟଣାର କାରଣ ସ୍ପଷ୍ଟ କରିବା ପାଇଁ ଏକ ନିରପେକ୍ଷ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୃତକଙ୍କ ମଧ୍ୟରେ ଶିଶୁମାନେ ସାମିଲ ଅଛନ୍ତି। ରାଷ୍ଟ୍ରପତି କ୍ଲାଉଡିଆ ଶେନବମ୍ ସୋସିଆଲ ମିଡିଆରେ ପୋଷ୍ଟ କରି ଶୋକ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, “ଯେଉଁମାନେ ଜୀବନ ହରାଇଛନ୍ତି ସେମାନଙ୍କ ପରିବାର ଓ ପ୍ରିୟଜନଙ୍କ ପ୍ରତି ମୋର ହୃଦୟରୁ ସମବେଦନା।” ଆହତଙ୍କ ପରିବାରବର୍ଗ ଓ ଆହତମାନଙ୍କୁ ସହାୟତା କରିବା ପାଇଁ ସେ ସହାୟତା ଟିମ୍ ପଠାଇଥିଲେ ।

ସୋନୋରା ରେଡ୍ କ୍ରସ୍‌ ପକ୍ଷରୁ ସୂଚନା ଦିଆଯାଇଛି ଯେ, ତାଙ୍କର ୪୦ ଜଣ କର୍ମଚାରୀ ଏବଂ ୧୦ଟି ଆମ୍ବୁଲାନ୍ସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ

ନିଆଁକୁ ଆୟତ୍ତ କରାଯାଇଥିଲେ ମଧ୍ୟ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। କିଛି ଗଣମାଧ୍ୟମ ରିପୋର୍ଟରେ ଏହାର କାରଣ ବିଦ୍ୟୁତ୍ ତ୍ରୁଟି (Electrical Failure) ହୋଇଥାଇପାରେ ବୋଲି ଅନୁମାନ କରାଯାଇଛି। ସହରର ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି ଯେ ‘Waldo’s’ ନାମକ ଲୋକପ୍ରିୟ ଡିସକାଉଣ୍ଟ ଚେନ୍‌ର ଏହି ଷ୍ଟୋର୍‌ଟି କୌଣସି ଆକ୍ରମଣର ଶିକାର ହୋଇନାହିଁ। ସହରର ଅଗ୍ନିଶମ ମୁଖ୍ୟ କହିଛନ୍ତି ଯେ ସେଠାରେ କୌଣସି ବିସ୍ଫୋରଣ ହୋଇଥିଲା କି ନାହିଁ, ତାହାର ତଦନ୍ତ ଚାଲିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
December 29, 2025, 6:13 PM
 

ENE
Clear sky
22°C
0.8 m/s
Apparent: 17°C
Pressure: 1016 mb
Humidity: 95%
Winds: 0.8 m/s ENE
Windgusts: 5.4 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

December 29, 2025

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

December 29, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

December 29, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom